ପ୍ରଫେସର ପ୍ରଭାତ କୁମାର ରାଉଳ ହେଲେ ଓୟୁଏଟିର ନୂତନ କୁଳପତି
ଭୁବନେଶ୍ୱର,୯।୯(ବ୍ୟୁରୋ): ଓଡ଼ିଶା କୃଷି ଏବଂ ପ୍ରଯୁକ୍ତିବିଦ୍ୟା(ଓୟୁଏଟି)ର ନୂତନ କୂଳପତି ଭାବେ ପ୍ରଫେସର ପ୍ରଭାତ କୁମାର ରାଉଳଙ୍କୁ ନିଯୁକ୍ତି ମିଳିଛି। ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତିନି ବର୍ଷ ପାଇଁ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ତେବେ ପ୍ରଫେସର…
ଓସିଏସ୍ ପରୀକ୍ଷାଫଳ ପ୍ରକାଶ: କୃତକାର୍ଯ୍ୟ ହେଲେ ୭୮୫ ପରୀକ୍ଷାର୍ଥୀ
କଟକ ଅଫିସ,୯ା୯- ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍)-୨୦୨୦ର ଲିଖିତ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୭୮୫ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୨୮୭ ଜଣ ମହିଳା ରହିଛନ୍ତି। ତେବେ ପରୀକ୍ଷାର୍ଥୀମାନେ ନିଜ ପରୀକ୍ଷା ଫଳ ଓପିଏସ୍ସି…
୫ ହଜାର ଲେଖାଏ ଜରିମାନା ଦେବେ ବର୍ଷା-ଅନୁଭବ
କଟକ ଅଫିସ,୯ା୯: କୋର୍ଟ କାର୍ଯ୍ୟରେ ଅଯଥା ବିଳମ୍ବ କରୁଥିବା କାରଣରୁ କେନ୍ଦ୍ରାପଡା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ କଟକ ପରିବାର ଅଦାଲତ ୫ ହଜାର ଟଙ୍କା ଲେଖାଏ ଜରିମାନା ଦାଖଲ କରିବା ପାଇଁ ଶୁକ୍ରବାର…
ମାଲକାନଗିରିରେ ଅଜଣା ରୋଗ: ସପ୍ତାହକରେ ଗଲାଣି ୧୧ ଜୀବନ
ମାଲକାନଗିରି/ମାଥିଲି,୯ା୯(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି । ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ସମୟରେ…
କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ନେଇ ଏପରି କହିଲେ ବିଜେଡି, କଂଗ୍ରେସ
ଭୁବନେଶ୍ୱର,୯।୯(ବ୍ୟୁରୋ): ୫ କେନ୍ଦ୍ରମନ୍ତ୍ରୀ ଆଜି ଓଡ଼ିଶା ଆସୁଛନ୍ତି । ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି । ଏତେ ସଂଖ୍ୟାରେ କେନ୍ଦ୍ରମନ୍ତ୍ରୀ ଏକକାଳୀନ ଓଡ଼ିଶା ଆସିବାକୁ ନେଇ ପ୍ରତିକ୍ରିୟା ରଖଛନ୍ତି ଉଭୟ ବିଜେଡି ଓ କଂଗ୍ରେସ । ବିଜେଡି କହିଛି,…
‘ଝଲକ୍ ଦିଖ୍ଲା ଜା’ରେ ଦମ୍ ଦେଖାଇବେ ଧାବିକା ଦୂତି ଚାନ୍ଦ
ବମ୍ବେ: ଲୋକପ୍ରିୟ ରିଆଲିଟି ଶୋ’ ‘ଝଲକ୍ ଦିଖ୍ଲା ଜା-୧୦’ରେ ପ୍ରତିଯୋଗୀ ଭାବେ ନଜର ଆସିବେ ଓଡ଼ିଆ ଝିଅ ତଥା ଧାବିକା ଦୂତି ଚାନ୍ଦ। କୋରିଓଗ୍ରାଫର ରବିନାଙ୍କ ସହ ସେ ନୃତ୍ୟକଳାରେ ନିଜର ଦମ୍ ଦେଖାଇବେ। ପୂର୍ବରୁ ଧାବିକା ଭାବେ ଅନ୍ତର୍ଜାତୀୟସ୍ତରରେ ପ୍ରଶଂସିତ…
ଗୋଟିଏ ସ୍ଥାନରେ ଜଳିଲା ଜୁଇ
ଲୋଇସିଂହା,୯।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଜଡାମୁଣ୍ଡା ସ୍କୁଲପଡାରେ ବୁଧବାର ସନ୍ଧ୍ୟାରେ ବଜ୍ରପାତରେ ଗ୍ରାମର ୩ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ରାଜୁ ଝାଙ୍କରଙ୍କ ପୁଅ ଚନ୍ଦନ(୧୨), ପ୍ରଶାନ୍ତ ତାଣ୍ଡି(୨୭) ଓ କାହ୍ନା ମୁଣ୍ଡା(୨୦)। ଗୁରୁବାର ମୃତଦେହ…
ବ୍ରାଣ୍ଡ ନାଁରେ ନକଲି ଔଷଧ: ଚାଲିଛି ଚଢ଼ାଉ
ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ନାମୀଦାମୀ କମ୍ପାନି ନାରେ ନକଲି ଔଷଧ ବିକ୍ରି ହେଉଥିବା ଅଭିଯୋଗ । ଏହି ଅଭିଯୋଗ ପରେ ରାଜଧାନୀର ବିଭିନ୍ନ ମେଡିସିନ ଷ୍ଟୋରରେ ଡ୍ରଗ କଣ୍ଟ୍ରୋଲ ବିଭଗର ଚଢ଼ାଉ କରାଯାଇଛି । ରସୁଲଗଡ ସ୍ଥିତ ସ୍ବସ୍ତିକ ଡ୍ରଗ ହାଉସରେ…
ସଜେଇ ହେଉଛି ଉଦୟପୁର-ତାଳସାରୀ
ଭୋଗରାଇ,୯ା୯: ନୂଆ ରୂପରେ ସଜେଇ ହେଉଛି ବାଲେଶ୍ୱର ଜିଲାର ବେଳାଭୂମି ଉଦୟପୁର-ତାଳସାରୀ। ଦୀର୍ଘବର୍ଷ ଧରି ଦୃଷ୍ଟି ଆଢୁଆଳରେ ରହିଯାଇଥିବା ଏହି ବେଳାଭୂମିକୁ ଅଧିକ ସୁନ୍ଦର ଓ ଆକର୍ଷଣୀୟ କରିବାକୁ ରାଜ୍ୟ ସରକାର ତତ୍ପର ହୋଇପଡ଼ିଛନ୍ତି। ଦୁବାଇ ଭଳି ସୌନ୍ଦର୍ଯ୍ୟକରଣ କରାଯିବା ସହ…
ମଶାଣି ସାଥୀ ସୁଶାନ୍ତ
ରୂପସା,୯ା୯: ପେସାରେ ଜଣେ ବାଇକ୍ ମେକାନିକ। ହେଲେ ସମସ୍ତେ ତାଙ୍କୁ ମଶାଣି ସାଥୀ ଭାବେ ଜାଣନ୍ତି। ଶବଦାହ ଲାଗି କେହି ତାଙ୍କୁ ଡାକନ୍ତୁ ବା ନ ଡାକନ୍ତୁ ସେ ସବୁକାମ ଛାଡ଼ି ମଶାଣିରେ ପହଞ୍ଚିଯାନ୍ତି। ସେହି ସମୟରେ ଯାହା କିଛି ଖର୍ଚ୍ଚ…
କର୍ନାଟକରେ କମାଲ କଲେ ସାଇପ୍ରକାଶ
ଭଦ୍ରକ ଅଫିସ,୯।୯: ବୟସ ମାତ୍ର ୮ ବର୍ଷ। ୩୦ରୁ ଊର୍ଦ୍ଧ୍ୱ ଯୋଗାସନରେ ମାହିର୍। ଆଖି ପିଛୁଳାକେ କରି ଦେଖାନ୍ତି କଷ୍ଟସାଧ୍ୟ ଯୋଗାସନ। ଯେଉଁ ଆସନ କରିବା ଯୋଗ ଗୁୁରୁମାନଙ୍କ ପକ୍ଷେ କଷ୍ଟସାଧ୍ୟ, ସେହି ଆସନ ଅତି ସହଜରେ ସେ କରିପାରନ୍ତି। ଯୋଗରେ…
୭୭ ବର୍ଷ ବୟସରେ ଆତ୍ମନିର୍ଭର
ବେତନଟୀ, ୯ା୯: ବୟସର ଅପରାହ୍ନରେ ପହଞ୍ଚି ଥିଲେ ବି ଜୀବନ ସହ ଜାରି ରଖିଛନ୍ତି ସଂଘର୍ଷ। ୭୭ ବର୍ଷ ବୟସରେ ସେ ଚଳଚଞ୍ଚଳ। ଘରକୁ ଘର ଯାଇ କ୍ଷୀର ବିକି ପେଟ ପାଇଁ ଯୋଗାଡ଼ କରୁଛନ୍ତି ଦାନା। ୩୦ବର୍ଷ ହେଲା ଏହି…
Archives


