ରାଜ୍ୟ

‘ଗହଳି ସ୍ଥାନକୁ ଗଲେ ମାସ୍କ ପିନ୍ଧନ୍ତୁ’

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ କରୋନାର ନୂଆ ଭାରିଏଣ୍ଟକୁ ନେଇ ଲୋକେ ଭୟଭୀତ ହୋଇଥିବା ବେଳେ ବୁଧବାର ଏକ ପ୍ରେସମିଟ୍‌ରେ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ କରୋନାକୁ ନେଇ ଚିନ୍ତିନ୍ତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି କହିଛନ୍ତି। ସେ କହିଛନ୍ତି, ଯଦି ଗହଳି…

ଗିରଫ ହେଲେ ଜଗତସିଂହପୁର ଡେପୁଟି କଲେକ୍ଟର

ଜଗତସିଂହପୁର ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୮।୧୨: ଜଗତସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ରାଜସ୍ବ ବିଭାଗରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଚିତ୍ତରଞ୍ଜନ ପିଳା ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ତାଙ୍କୁ ଭିଜିଲାନ୍ସ ଗିରଫ କରିଛି। ସେ ତାଙ୍କ ଆୟରୁ ୧୯୧%…

ହକି ବିଶ୍ୱକପ୍‌: ମୁତୟନ ହେବେ ୫୦ ପ୍ଲାଟୁନ୍‌ ପୋଲିସ ଫୋର୍ସ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି। ତେବେ ଖେଳାଳୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ୫୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ନିୟୋଜିତ ହେବେ। ଏଥିସହ ବିମାନବନ୍ଦରରେ ଏବଂ ହୋଟେଲରେ ୨୪ ଘଣ୍ଟିଆ ପୋଲିସ…

କମୁଛି ଶୀତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ଅସ୍ବାଭାବିକ ଭାବେ ତାପମାତ୍ରା ବୃଦ୍ଧି ପାଇଛି। ଅଧିକାଂଶ ସ୍ଥାନରେ ୫ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ବୃଦ୍ଧି ପାଇଛି। ସାମୁଦ୍ରିକ ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ରାଜ୍ୟରେ ଶୀତ କମିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ଉମାଶଙ୍କର…

ପିଇଓଙ୍କ ଆତ୍ମହତ୍ୟା ଉଦ୍ୟମ: ପୂର୍ବରୁ କରିଥିଲେ ସରକାରୀ ଅନୁଦାନ ରାଶି ହଡପ

ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡ଼ପଦର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ଦେବାନନ୍ଦ ସାଗର ବୁଧବାର ତାଙ୍କ ବାସଭବନରେ ରଶିଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତୁରନ୍ତ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପଞ୍ଚାୟତର ସରକାରୀ…

ହକି ବିଶ୍ୱକପ୍‌ ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ,ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବୁଧବାର ଚେନ୍ନାଇରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌କୁ ଭେଟିଛନ୍ତି। ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍‌ ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି। ସେ…

ମାସ୍କ ବ୍ୟବହାର କରିବାକୁ ଅନୁରୋଧ କଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): କରୋନାର ନୂଆ ସଂକ୍ରମଣ ଏବେ ଚିନ୍ତା ବଢାଉଛି। ତେବେ ରାଜ୍ୟରେ କୋଭିଡ ମୁକାବିଲା ନେଇ ପ୍ରସ୍ତୁତି ଚାଲିଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନା ସ୍ଥିତି ଉପରେ ନଜର ରଖିବାକୁ ମଙ୍ଗଳବାର ସମୀକ୍ଷା…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ: ୪ଟି ସ୍ଥାନରେ ଏକକାଳୀନ ଚଢାଉ

କେସିଙ୍ଗା/ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): ଭିଜିଲାନ୍ସ ହାତରେ ଧରା ପଡିଲେ କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ସମୀର ଠାକୁର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ଭବାନୀପାଟଣା ମହାବୀରପଡ଼ାରେ ଥିବା ବାସଭବନ ଓ ପୌରପାଳିକା କାର୍ଯ୍ୟାଳୟ, ଇରିଗେଶନ କଲୋନୀରେ ଥିବା…

ଆଜି ଓଡ଼ିଶା ଆସିବେ ନଡ୍ଡା

ଫୁଲବାଣୀ ଅଫିସ/ବାଲୁଗଁ।,୨୮ା୧୨(ଡି.ଏନ୍‌.ଏ.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ସେ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନ ୧୧ଟାରେ କନ୍ଧମାଳ ଜିଲା ତୁମୁଡିବନ୍ଧରେ ଓହ୍ଲାଇବେ। ନଡ୍ଡାଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ…

ପରିସ୍ଥିତି ସ୍ବାଭାବିକ କର: ସୁରେଶ ପୂଜାରୀ

ସମ୍ବଲପୁର,୨୮ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ହୋଇଥିବା ଅଭାବନୀୟ ଘଟଣା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ଦାୟୀ। ଓକିଲମାନେ ଜେଲ ଭିତରେ ଥିବାରୁ କୋର୍ଟ କାର୍ଯ୍ୟ ଠପ୍‌ ହୋଇଯାଇଛି। ଶୀଘ୍ର ଗିରଫ ଓକିଲମାନଙ୍କ…

ବର୍ଷକରେ ୨୨ ମାମଲା, ୬୦ ଗିରଫ

ଭୁବନେଶ୍ୱର, ୨୮।୧୨ (ବ୍ୟୁରୋ): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ ମଙ୍ଗଳବାର ୨୦୨୨ର ବାର୍ଷିକ ରିପୋର୍ଟ ପ୍ରକାଶ ପାଇଛି। ବର୍ଷକରେ ଘର, ଜମି ଯୋଗାଣ, ଇନ୍‌କମ୍‌ ଟ୍ୟାକ୍ସ, ସାଇବର, ଚାକିରି, ଡିଜିଟାଲ ଲୋନ୍‌ ଠକେଇ ଆଦି ବଡ଼ ବଡ଼ ଘଟଣାକୁ…

ବକେୟା ଜଳକର ଆଦାୟ ପାଇଁ ଓଟିଏସ୍‌

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): କୋର୍ଟ କଚେରିରେ ଥିବା ମାମଲା ଯୋଗୁ ଦୀର୍ଘଦିନ ଧର ବିଭିନ୍ନ ଶିଳ୍ପ ସଂସ୍ଥା ଉପରେ ଥିବା ୧୨୧୯କୋଟି ଟଙ୍କାର ବକେୟା ଜଳକର ଆଦାୟ ନିମନ୍ତେ ରାଜ୍ୟ ସରକାର ଓଟିଏସ୍‌ (ୱାନ୍‌ ଟାଇମ୍‌ ସେଟଲମେଣ୍ଟ) କରିବାକୁ ନିଷ୍ପତ୍ତି ନେଇଛନ୍ତି। ଜଳ ସମ୍ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?