ରାଜ୍ୟ

ଆଜି ରାଜ୍ୟରେ ୨୩୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୬…

ଉତ୍କଳ ବିଶ୍ୱବିଦ୍ୟାଳୟରେ ୪୭% ପଦବୀ ଖାଲି

ଭୁବନେଶ୍ୱର,୬।୯ (ବ୍ୟୁରୋ):ରାଜ୍ୟର ଉଚ୍ଚଶିକ୍ଷା କ୍ଷେତ୍ରରେ ମାନବସମ୍ବଳର ଘୋର ଅଭାବ ଦେଖାଦେଇଛି। ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ (୨୦୨୦) ବିରୋଧରେ ଏକାଧିକ ବ୍ୟକ୍ତି ବିଭିନ୍ନ କୋର୍ଟରେ ମାମଲା କରିବା ଯୋଗୁ ନିଯୁକ୍ତି ପ୍ରକ୍ରିୟାରେ ବାଧା ଉପୁଜିଛି। ଫଳରେ ରାଜ୍ୟର ଉଚ୍ଚଶିକ୍ଷା କ୍ଷେତ୍ରରେ ଏଭଳି ଅଭାବନୀୟ…

ହିନ୍ଦୁସ୍ତାନୀ ବାଦ୍ୟ ସଙ୍ଗୀତରେ ବାନ୍ଧିହେଲେ ଶ୍ରୋତା

ଭୁବନେଶ୍ୱର,୬।୯(ବ୍ୟୁରୋ):ହିନ୍ଦୁସ୍ତାନୀ ବାଦ୍ୟ ସଙ୍ଗୀତରେ ଶ୍ରୋତାଙ୍କୁ ବାନ୍ଧି ରଖିଥିଲେ ୩ ଶିଳ୍ପୀ। ବଂଶୀ, ଜେମ୍ବେ ଓ ତବଲାର ମୂର୍ଚ୍ଛନା ମଞ୍ଚରେ ସୃଷ୍ଟି କରିଥିଲା ନିଆରା ପରିବେଶ। ଅବସର ଥଲା ସୃଜନ ପକ୍ଷରୁ ଆୟୋଜିତ ୨୮ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ।…

ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍‌ ଫୋର୍ସ: ୩ ଘଣ୍ଟା ପୂର୍ବରୁ ବିମାନବନ୍ଦରରେ ପହଞ୍ଚତ୍ବାକୁ ଯାତ୍ରୀଙ୍କୁ ପରାମର୍ଶ

ଭୁବନେଶ୍ୱର,୬।୯ (ବ୍ୟୁରୋ): ସଫଳ ନେତୃତ୍ୱ ଯୋଗୁ ନୂଆଦିଲ୍ଲୀରେ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଓଡ଼ିଶା ଫେରିବେ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ୧୧ଟା ୨୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି।…

ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ମାମଲାରେ ଓଡ଼ିଶା ପଞ୍ଚମ

ଭୁବନେଶ୍ୱର,୬।୯ (ବ୍ୟୁରୋ):ପାଠ ପଢ଼ି ଜୀବନରେ ସଫଳ ମଣିଷଟିଏ ହେବାକୁ ଲକ୍ଷ୍ୟ ରଖିଥିବା, ଭବିଷ୍ୟତକୁ ନେଇ ସ୍ବପ୍ନ ଦେଖୁଥିବା ଛାତ୍ରୀଛାତ୍ର ଆଜି ବାଟବଣା ହୋଇଯାଉଛି। ପ୍ରେମ ପ୍ରତାରଣା, ଆର୍ଥିକ ସମସ୍ୟା, ପାଠପଢ଼ାରେ ବିଫଳତା ଆଦି କାରଣରୁ ସେମାନଙ୍କ କଅଁଳ ମନ ଚୁର୍‌ମାର୍‌ ହୋଇଯାଉଛି।…

‘ପୁରସ୍କାର ଦ୍ୱାରା ସାମାଜିକ ଦାୟିତ୍ୱବୋଧ ବଢ଼େ’

ନିମାପଡ଼ା,୬ା୯(ଡି.ଏନ୍‌.ଏ.):ଚଳିତବର୍ଷ ଓଡ଼ିଶାରୁ ଏକମାତ୍ର ଶିକ୍ଷକ ଭାବେ ଈଶ୍ୱର ଚନ୍ଦ୍ର ନାୟକ ରାଷ୍ଟ୍ରପତି ପୁରସ୍କାର ପାଇଛନ୍ତି। ପୁରୀ ଜିଲା ନିମାପଡ଼ା ବ୍ଲକ ଗଡ଼ପଦନପୁର ପଞ୍ଚାୟତ ଅନ୍ତର୍ଗତ ବାଙ୍ଗୁରୁଷପାଟଣା ଗ୍ରାମରେ ଶିକ୍ଷକ ନାୟକଙ୍କ ଜନ୍ମ। ସମ୍ପ୍ରତି ସେ ନିମାପଡ଼ା ବ୍ଲକର କାନପୁର ବିଦ୍ୟାଳୟରେ ଶିକ୍ଷକତା…

ଓଡ଼ିଶାରେ ଭାଜପା ନୂଆ ପ୍ରଭାରୀ

ଭୁବନେଶ୍ବର,୬ା୯(ବ୍ୟୁରୋ):ଭାଜପା ରାଜ୍ୟ ପ୍ରଭାରୀ ସୁନୀଲ ବଂଶଲ ଦାୟିତ୍ୱ ପାଇବା ପରେ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିମାନବନ୍ଦରଠାରେ ବଂଶଲ ପହଞ୍ଚିବା ପରେ ରାଜ୍ୟ ଭାଜପା ପକ୍ଷରୁ ତାଙ୍କୁ ବିପୁଳ ସ୍ବାଗତ କରାଯାଇଛି।…

ସ୍ବାଗତ ପାଇଁ ବିରାଟ ପ୍ରସ୍ତୁତି

ଭୁବନେଶ୍ବର,୬ା୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ପୁରସ୍କାର ଗ୍ରହଣ କରିଛନ୍ତି। ଏହି ପୁରସ୍କାର ମୁଖ୍ୟମନ୍ତ୍ରୀଙ୍କୁ ମିଳିବା ପରେ ବିଜେଡି ଶିବିରରେ ଖୁସିର ଲହରି ଖେଳିଯାଇଛି। ଏଥିପାଇଁ ଦିଲ୍ଲୀରେ ଦଳୀୟ ନେତାମାନେ ବ୍ୟାପକ ଆୟୋଜନ କରିଥିଲେ।…

ଓଡ଼ିଶା ପୁଞ୍ଜିନିବେଶକାରୀଙ୍କ ପାଇଁ ପସନ୍ଦ ସ୍ଥାନ: ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର,୬ା୯(ବ୍ୟୁରୋ):ପୁଞ୍ଜିନିବେଶ, ଶିଳ୍ପ ପାଇଁ ଓଡ଼ିଶା ହେଉଛି ଏକ ପସନ୍ଦ ସ୍ଥାନ। ଉତ୍ସାହର ସହ ଯୁବ ଗୋଷ୍ଠୀ ଉଦ୍ୟୋଗୀ ହେବାକୁ ଆଗେଇ ଆସିବାକୁ ଶିଳ୍ପମନ୍ତ୍ରୀ ପ୍ରତାପ ଦେବ ଆହ୍ବାନ ଦେଇଛନ୍ତି। ଷ୍ଟାର୍ଟଅପ୍‌ ଓଡ଼ିଶାର ଫଣ୍ଡଷ୍ଟାକ ୨.୦ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…

ଏଥର ବି ଦେଲେନି ରାଜ୍ୟ ଶିକ୍ଷକ ପୁରସ୍କାର

ଭୁବନେଶ୍ୱର, ୬ା୯(ବ୍ୟୁରୋ):ପ୍ରୋତ୍ସାହନ ବଦଳରେ ପ୍ରହସନ କରୁଛି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଏଥର ବି ଗୁରୁଦିବସରେ ଦିଆଗଲାନି ରାଜ୍ୟ ଶିକ୍ଷକ ପୁରସ୍କାର। ୫ ବର୍ଷ ହେବ ଏହି ପୁରସ୍କାର ବନ୍ଦ ରହିଥିବାବେଳେ ଚଳିତ ବର୍ଷ ପୁରସ୍କାର ଦିଆଯିବ ଓ ଏଥିପାଇଁ…

୭ହଜାର ଶିକ୍ଷକ ପଦବୀ ପୂରଣ ହେବ

ଭୁବନେଶ୍ୱର, ୬ା୯(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ପୂରଣ ହେବ ଆଉ ୭ହଜାର ଶିକ୍ଷକ ପଦବୀ। ଆସନ୍ତା ମାସରେ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇବ। ଏ ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇ କହିଛନ୍ତି,…

ସ୍ବତଃ ତାଲିକା ବ୍ୟବସ୍ଥା ଲାଗୁ କର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୬ା୯: ଓଡ଼ିଶା ହାଇକୋର୍ଟରେ ମାମଲାଗୁଡ଼ିକର ସ୍ବତଃ ତାଲିକାଭୁକ୍ତ(ଅଟୋ ଲିଷ୍ଟିଂ) ପଦ୍ଧତି ଆପଣାଇବାକୁ ସୁପ୍ରିମକୋର୍ଟ ସୋମବାର ପ୍ରସ୍ତାବ ଦେଇଛନ୍ତି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ କ୍ରିଷ୍ଣା ମୁରାରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ମାମଲାର ତାଲିକା(ଲିଷ୍ଟିଂ) ବ୍ୟବସ୍ଥାକୁ ତ୍ୱରିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri