ରାଜ୍ୟ

କମଳା ଶତପଥୀଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ଲେଖିକା କମଳା ଶତପଥୀ ଅନୁବାଦ ପାଇଁ ୨୦୨୨ର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ। ତେଲୁଗୁ ଉପନ୍ୟାସ ‘ଭେନ୍ଦି ମେଘମ’ ପୁସ୍ତକର ଓଡ଼ିଆ ଅନୁବାଦ ‘ସୁନେଲି ବାଦଲ’ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ମୂଳ ତେଲୁଗୁ ପୁସ୍ତକର…

ପୁଣି ୪ ଦିନିଆ ରିମାଣ୍ଡରେ ଯିବେ ଜଗବନ୍ଧୁ

ଭୁବନେଶ୍ୱର,୨୪।୧୨(ବ୍ୟରୋ): ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ସ୍ବାମୀ ଜଗବନ୍ଧୁ ଚାନ୍ଦ ପୁଣି ୪ ଦିନିଆ ରିମାଣ୍ଡରେ ଯିବେ। ଶୁକ୍ରବାର ଜଗବନ୍ଧୁଙ୍କ ୯ ଦିନିଆ ରିମାଣ୍ଡ ଅବଧି ଶେଷ ହୋଇଥିବା ବେଳେ ଇଡି ତାଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ…

ଟିକା ପାଇଁ କେନ୍ଦ୍ରକୁ ଚିଠି ଲେଖିଲା ଓଡ଼ିଶା

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବିଶ୍ୱର ବିଭିନ୍ନ ଦେଶରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ରାଜ୍ୟ ସରକାର ଏନେଇ ସର୍ତକତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଚିଠି ଲେଖି କୋଭିଡ୍‌ ପ୍ରିକଶନ ଟିକା ବା ବୁଷ୍ଟର…

୨୩ ଲକ୍ଷ ଟଙ୍କାର ନକଲି ଔଷଧ ଜବତ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାର ରୋକିବାକୁ ଜୋରଦାର ଚଢ଼ାଉ ଜାରି ରହିଛି। ଶୁକ୍ରବାର କଟକ ଓ ବରଗଡ଼ର ଦୁଇଟି ଗୋଦାମରୁ ବିପୁଳ ନକଲି ଔଷଧ ଜବତ କରାଯାଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ…

୧୧ ଡିଗ୍ରୀ ତଳେ ୮ ସହର

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଉପକୂଳରେ ଶୀତ କମିଥିଲେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପାରଦ ତଳମୁହଁ। ରହିଛି। ରାଜ୍ୟର ୮ ସହରରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଶୁକ୍ରବାର ଫୁଲବାଣୀରେ ସର୍ବନିମ୍ନ…

ହକି ବିଶ୍ୱକପ୍‌ ପରେ ୩ ଲେନ୍‌ ଆର୍‌ଓବି କାମ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଲୋକସେବା ଭବନରେ ଶୁକ୍ରବାର ବାଣୀବିହାର ରେଲ୍‌ଓ୍ବେ ଓଭର ବ୍ରିଜ୍‌ (ଆରଓବି) ଏବଂ ଭୁବନେଶ୍ୱର ରେଳଷ୍ଟେଶନ କାର୍ଯ୍ୟ ସମୀକ୍ଷା କରାଯାଇଛି। ହକି ବିଶ୍ୱକପ୍‌ ପରେ ଅର୍ଥାତ ଆସନ୍ତା ଫେବୃୟାରୀରୁ ପ୍ରସ୍ତାବିତ ୩ ଲେନ ବିଶିଷ୍ଟ ବାଣୀବିହାର ଆରଓବି କାର୍ଯ୍ୟ ଆରମ୍ଭ…

ପୂର୍ବତନ କର୍ମଚାରୀ ଗିରଫ

ଭୁବନେଶ୍ୱର, ୨୪।୧୨ (ବ୍ୟୁରୋ): ପାହାଳ ଥାନାସ୍ଥିତ କିଆ ମୋଟର୍ସ ଶୋ’ରୁମ୍‌ର ୱେବ୍‌ସାଇଟ୍‌ରୁ ଡାଟା ଚୋରି ଘଟଣାରେ ଭୁବନେଶ୍ୱର ସାଇବର କ୍ରାଇମ୍‌ ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ପୁରୁଣା ଭୁବନେଶ୍ୱର ଅଞ୍ଚଳର ସୁଭାଶିଷ…

ଉଠା ଦୋକାନୀଙ୍କ ବିରୋଧ, ଆଜିଠାରୁ ଉଚ୍ଛେଦ ବନ୍ଦ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ବିଏମ୍‌ସି, ବିଡିଏ ଓ ପୋଲିସ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦକୁ ଜୋର୍‌ଦାର ବିରୋଧ କରିଛି ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ। ଶୁକ୍ରବାର ଉଠାଦୋକାନୀମାନେ ରାସ୍ତାକୁ ଓହ୍ଲାଇବା ପରେ ନିଷ୍ପତ୍ତି ବଦଳାଇଛି ବିଏମ୍‌ସି। ଶନିବାରଠାରୁ…

‘ଡିଗ୍ରୀ ପରେ ଶିକ୍ଷାର ପ୍ରୟୋଗାତ୍ମକ ପ୍ରକ୍ରିୟା ଆରମ୍ଭ ହୁଏ’

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଉତ୍କଳ ବିଶ୍ବବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ତଥା ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଭି. ଗୋପାଲ ଗୌଡା ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ।…

ପୋଖରୀରେ ବୁଡ଼ି ୩ ନାବାଳକ ମୃତ

ରାଜନଗର,୨୪।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ସାତଭାୟା ଥଇଥାନସ୍ଥଳ ବଗପାଟିଆ ଗଁ।ରେ ଶୁକ୍ରବାର ପୋଖରୀରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଏବେ ବଡ଼ଦିନ ଛୁଟି ଚାଲିଛି। ପିଲାମାନଙ୍କୁ ବଣଭୋଜି…

ଅଚ୍ୟୁତଙ୍କୁ ୫୦ତମ ଡକ୍ଟରେଟ୍‌ ଡିଗ୍ରୀ

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶିକ୍ଷାବିତ୍‌, ସାମାଜିକ କର୍ମୀ, କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡି.ଲିଟ୍‌ ଡିଗ୍ରୀ ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟର…

ପ୍ରସ୍ତୁତ ରହିବାକୁ ସବୁ ହସ୍ପିଟାଲକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବିଦେଶରେ କରୋନାର ନୂଆ ଭାରିଆଣ୍ଟ ବ୍ୟାପୁଛି। ଏବେ ଚାଇନାରେ ଭୟାବହ ପରିସ୍ଥିତି ସୃଷ୍ଟି କରିଥିବା ଓମିକ୍ରନ୍‌ର ସବ୍‌ଭାରିଆଣ୍ଟ ବିଏଫ୍‌.୭ ଭୂତାଣୁ ଭାରତରୁ ମଧ୍ୟ ମିଳିଛି। ତେବେ ଓଡ଼ିଶାରୁ ଏଥିରେ ଜଣେ ଆକ୍ରାନ୍ତ ହୋଇଥିବା ରିପୋର୍ଟ ପ୍ରକାଶ ପାଇବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?