ରାଜ୍ୟ

ଚକ୍‌ମକ୍‌ ଧଉଳିର ଅବହେଳିତ ଐତିହ୍ୟ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ନୂଆ ରୂପ ପାଇଛି ଶାନ୍ତିସ୍ତୂପ। ପୀଠର ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ନାନାଦି ପଦକ୍ଷେପ ଗ୍ରହଣ କରାଯାଇଛି। ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’ ଏହି ବୌଦ୍ଧ କୀର୍ତ୍ତିରାଜିର ଇତିହାସ ବଖାଣୁଛି। ହେଲେ ବଦଳିନି ଚକ୍‌ମକ୍‌ ଧଉଳିର ଅନେକ ଐତିହ୍ୟର…

ପରାଜୟ ଆଶଙ୍କାରେ ଓଡ଼ିଶା

ଭୁବନେଶ୍ୱର, ୨୩।୧୨(କ୍ରୀଡ଼ା ପ୍ରତିନିଧି):ଡେରାଡୁନରେ ଚାଲିଥିବା ଉତ୍ତରାଖଣ୍ଡ ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ପରାଜୟ ଆଶଙ୍କାରେ ପଡ଼ିଛି। ପ୍ରଥମ ଇନିଂସରେ ଓଡ଼ିଶା ୨୧୩ ରନ କରିଥିବାବେଳେ ଉତ୍ତରାଖଣ୍ଡ ୪୭୭ ରନକରି ୨୬୪ ରନରେ ଅଗ୍ରଣୀଲାଭ କରିଥିଲା। ଦ୍ୱିତୀୟ ଇନିଂସରେ ଓଡ଼ିଶା…

ମାଷ୍ଟର ସେଫ୍‌ ଇଣ୍ଡିଆରେ ଓଡ଼ିଶାରୁ ଅବିନାଶ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଜାନୁୟାରୀ ୨ରୁ ମାଷ୍ଟର ସେଫ୍‌ ଇଣ୍ଡିଆ ଶୋ’ ଆରମ୍ଭ ହେବ। ପୂର୍ବରୁ ଓଡ଼ିଶାରୁ ଅନେକେ ଏଥିରେ ଅଂଶଗ୍ରହଣ କରି ବିଜେତା ହୋଇଛନ୍ତି। ଚଳିତବର୍ଷ ଏହି ଜାତୀୟ ଶୋ’ରେ ଓଡ଼ିଶାରୁ ଅବିନାଶ ପଟ୍ଟନାୟକ ଯୋଗଦେଇଥିବା ନେଇ ସୋନି ଚ୍ୟାନେଲ ପକ୍ଷରୁ ବୁଧବାର…

ମୂର୍ତ୍ତି ଚୋରି ରାକେଟ ସକ୍ରିୟ, ଅଚିନ୍ତାରେ ପୋଲିସ

ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ଓଡ଼ିଶାର ବିଭିନ୍ନ ପୁରାତନ ମନ୍ଦିରରେ ଅଷ୍ଟଧାତୁରେ ନିର୍ମିତ ପ୍ରାଚୀନ ମୂର୍ତ୍ତି ପୂଜା ପାଉଛନ୍ତି। ଲୋକମାନେ ତାଙ୍କ ଆରାଧ୍ୟ ଦେବଦେବୀଙ୍କୁ ପୂଜା କରୁଥିବା ବେଳେ ଏଗୁଡ଼ିକ ଐତିହ୍ୟ ଓ ସଂସ୍କୃକ୍ତିକୁ ଅଧିକ ସମୃଦ୍ଧ କରୁଛି। ହେଲେ ଏହି ବହୁମୂଲ୍ୟ ଅଷ୍ଚଧାତୁ…

ଅବକାରୀ ବିଭାଗକୁ ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସ୍ବଚ୍ଛତା, ସମୟାନୁବର୍ତ୍ତିତା, ଅନ୍‌ଲାଇନ ସେବା ତଥା ‘ଇ-ଅବକାରୀ’ ନୀତି ପାଇଁ ରାଜ୍ୟ ଅବକାରୀ ବିଭାଗକୁ ସମ୍ମାନଜନକ ‘ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର’ ନିମନ୍ତେ ଚୟନ କରାଯାଇଛି। ୨୦୨୩ ଜାନୁୟାରୀ ୭ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିବେ…

ଯୋଡ଼ିହେଲା ଯୁବତୀଙ୍କ କଟାହାତ

ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ପ୍ଲାଷ୍ଟିକ ସର୍ଜରି କ୍ଷେତ୍ରରେ ଭୁବନେଶ୍ୱର ଏମ୍‌ସକୁ ମିଳିଛି ଆଉ ଏକ ସଫଳତା। ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ୧୦ ଘଣ୍ଟାର ଅପରେଶନ ପରେ ଜଣେ ଯୁବତୀଙ୍କ ସମ୍ପୂର୍ଣ୍ଣ କଟା ହାତକୁ ଯୋଡିବାରେ ସକ୍ଷମ ହୋଇଛନ୍ତି। ଡିସେମ୍ବର ୯ ତାରିଖ ଅପରାହ୍ନ…

ଗୋପବନ୍ଧୁ ମିଶ୍ରଙ୍କୁ ସଂସ୍କୃତ ଅନୁବାଦ ପୁରସ୍କାର

ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ପ୍ରଫେସର ଗୋପବନ୍ଧୁ ମିଶ୍ର କଥାକାର ମନୋଜ ଦାସଙ୍କ ଉପନ୍ୟାସ ‘ଅମୃତ ଫଳ’ର ସଂସ୍କୃତ ଅନୁବାଦ ‘ଅମୃତ ଫଳମ୍‌’ ପାଇଁ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ସେ ନୟାଗଡ଼ ଜିଲାର ବିରୁଡ଼ା ଗ୍ରାମରେ ଜନ୍ମ ଗ୍ରହଣ କରିଛନ୍ତି। ଗୋପବନ୍ଧୁ ବର୍ତ୍ତମାନ…

ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀରେ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌-୨୦୨୩ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ। ବିଶ୍ବକପ୍‌ ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ଗୁରୁବାର ଲୋକସେବା ଭବନର କନ୍‌ଭେନଶନ ସେଣ୍ଟରଠାରେ…

ଓ୍ବାର୍ଡର ପରୀକ୍ଷାରେ ପ୍ରବଳ ବିଶୃଙ୍ଖଳା

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ):ରାଜ୍ୟର ୪୦୩ ଜେଲ ଓ୍ବାର୍ଡର ପଦବୀ ଲାଗି ଗୁରୁବାରଠାରୁ ପରୀକ୍ଷା ଆରମ୍ଭ ହୋଇଛି। ଏହି ପରୀକ୍ଷା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡ଼ିଛି। ହେଲେ ପରୀକ୍ଷା ଆରମ୍ଭ ଦିନରୁ ହିଁ ବିଭ୍ରାଟ ଦେଖାଦେଇଛି। ପରୀକ୍ଷାର୍ଥୀଙ୍କୁ ସକାଳ ୮ଟା ସମୟରେ ରିପୋର୍ଟିଂ…

ଭୟଭୀତ ନ ହେବାକୁ ପରାମର୍ଶ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ):କିଛି ମାସ ବିରାମ ପରେ ପୁଣି କୋଭିଡ୍‌-୧୯ ସଂକ୍ରମଣ ଭୟ ଘାରିଲାଣି। ଓମିକ୍ରନର ସବ୍‌ଭାରିଆଣ୍ଟ ବିଏଫ୍‌.୭ ଯୋଗୁ ଚାଇନାରେ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଓଡ଼ିଶାରେ ମଧ୍ୟ ଏହି ଭୂତାଣୁ ସଂକ୍ରମିତ ଚିହ୍ନଟ ହେଲେଣି। ଆଗାମୀ ଦିନରେ ଯେପରି ଏହି…

ମୋବିଲ ରିଫାଇନାରି କାରଖାନାରେ ବଡ଼ ଧରଣର ଅଗ୍ନିକାଣ୍ଡ

ଧର୍ମଶାଳା,୨୨ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ହରିଦାସପୁରର ରାମ୍‌କୋ ସିମେଣ୍ଟ୍‌ କାରଖାନା ନିକଟ ରେଳ ଲାଇନ ପାର୍ଶ୍ୱରେ ଥିବା ତାପସ ମହାନ୍ତିଙ୍କ ଗଜାନନ ପେଟ୍ରୋ କେମିକାଲ କାରଖାନାରେ ଗୁରୁବାର ସନ୍ଧ୍ୟାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ କାରଖାନାର ପ୍ରାୟ…

ବଳାତ୍କାରୀଙ୍କୁ ୨୫ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୨ା୧୨: ଏକ ଶିଶୁକନ୍ୟା ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ଅଭିଯୁକ୍ତଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୨ ହଜାର ଟଙ୍କା ଜରିମାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?