ରାଜ୍ୟ

ଖସିଯିବାକୁ ଉଦ୍ୟମ କଲେ ତଣ୍ଟି କାଟିଦେବୁ କହୁଥିଲେ ଅପହରଣକାରୀ: ଅମ୍ରିତ

ନୟାଗଡ଼ ଅଫିସ/ଓଡ଼ଗାଁ,୨୨ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କୁରାଳ ଗାଁର ଅମ୍ରିତ ପାତ୍ର ଗଣମାଧ୍ୟମ ସମ୍ମୁଖରେ ଅପହରଣ ସମୟର ଲୋମଟାଙ୍କୁରା କଥା ବୁଧବାର ବଖାଣିଛନ୍ତି । ମୁଁ ପୁଣି ଥରେ ମା’ବାପାଙ୍କୁ ଦେଖିବି କି ନାହିଁ ଜାଣି ନ ଥିଲି। ସେଦିନ…

୧୯ ସହରରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ପ୍ରକଳ୍ପ

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୧୯ ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ସେହି ସହରଗୁଡ଼ିକ ହେଲା ଭୁବନେଶ୍ବର, କଟକ, ନିମାପଡ଼ା, ବ୍ରହ୍ମପୁର, ଗୋପାଳପୁର, ରାଉରକେଲା, ସୁନ୍ଦରଗଡ଼, ବୀରମିତ୍ରପୁର, ରାଜଗାଙ୍ଗପୁର, କେନ୍ଦୁଝର, ଯୋଡ଼ା,…

କରୋନାକୁ ନେଇ ସତର୍କ କରାଇଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟ ସରକାର କରୋନା କଟକଣାକୁ ଗତମାସରେ ସମ୍ପୂର୍ଣ୍ଣ ହଟାଇ ଦେଇଥିବା ବେଳେ ରାଜ୍ୟକୁ ପୁଣି ଫେରିଛି କରୋନା। ତେବେ ଓଡ଼ିଶାରେ ବୁଧବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହେବାର ଅଭିଯୋଗ ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ…

ଗାଁରେ ପହଞ୍ଚିଲା ଗୋବିନ୍ଦ ସାହୁଙ୍କ ମୃତଦେହ

ଭବାନୀପାଟଣା,୨୧ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍‌ ସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ମଙ୍ଗଳବାର କଣ୍ଟାବାଞ୍ଜି ସବଜେଲ ଭିତରେ ସନ୍ଦେହଜନକ ମୃତ୍ୟୁ ଘଟଣା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ବୁଧବାର ଗୋବିନ୍ଦ…

ଜାନୁୟାରୀ ୧୭ରୁ ବସ୍‌ ଧର୍ମଘଟ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ଜାନୁୟାରୀ ୧୬ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ୧୭ରୁ କୌଣସି ବସ୍‌ ଗଡ଼ିବନି ବୋଲି ରାଜ୍ୟ ସରକାରଙ୍କୁ ଘରୋଇ ବସ ମାଲିକ ସଂଘ ଚେତାବନୀ ଦେଇଛି। ୮ ଦଫା ଦାବି ପୂରଣ ନେଇ ବୁଧବାର ଘରୋଇ ବସ୍‌…

ଗଜପତି ଜିଲାରେ ମୃଦୁ ଭୂକମ୍ପ, ଘରୁ ବାହାରକୁ ଚାଲି ଆସିଲେ ଲୋକେ

ପାରଳାଖେମୁଣ୍ଡି,୨୧।୧୨: ଗଜପତି ଜିଲା ମୋହନା ଓ ଆର୍‌. ଉଦୟଗିରି ବ୍ଲକର ବିଭିନ୍ନ ଅଞ୍ଚଳରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ବୁଧବାର ସକାଳ ୯.୪୭ ମିନିଟରେ ପ୍ରାୟ ୫/୬ ସେକେଣ୍ଡ ଲୋକେ କମ୍ପନ ଅନୁଭବ କରିଥିବା ବେଳେ ଭୟରେ ଘରୁ ବାହାରକୁ ଚାଲିଆସିଥିଲେ।…

ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): କିଛିଦିନ ଧରି ଓଡ଼ିଶାରେ କରୋନା କବଳରୁ ଲୋକେ ମୁକ୍ତି ପାଇଥିବା ବେଳେ ଏବେ ପୁଣି ଛନକା ପଶିଲାଣି। ଆଜି ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଓମିକ୍ରନ୍‌ର ସବ୍‌ ଭାରିଆଣ୍ଟ ବିଏଫ୍‌-୭ ଓଡ଼ିଶାରେ ଚିହ୍ନଟ ହୋଇଛି। ଗୁଜରାଟରେ ଦୁଇ…

ଭିଜିଲାନ୍ସ ପଞ୍ଝାରେ ଲାଞ୍ଚୁଆ ଯନ୍ତ୍ରୀ

ଗଜପତି,୨୧ା୧୨(ଡି.ଏନ୍‌.ଏ.): ଲାଞ୍ଚ ନେବାବେଳେ ଧରା ପଡ଼ିଛନ୍ତି ଜଣେ ଲାଞ୍ଚୁଆ ଅଧିକାରୀ। ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି କନିଷ୍ଠ ଯନ୍ତ୍ରୀ ନରେନ୍ଦ୍ର ସାହୁ। ଠିକା କାର୍ଯ୍ୟର ବିଲ୍‌ କରାଇବା ପାଇଁ ଠିକାଦାରଙ୍କଠାରୁ ୩୦ ହଜାର ଟଙ୍କା…

ହୋର୍ଡିଂ ଉପରୁ ଉଦ୍ଧାର ହେଲେ ମୁକ୍ତିକାନ୍ତ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ସ୍ଥାନୀୟ ଶିଶୁଭବନ ଛକରେ ଥିବା ବିଜ୍ଞାପନ ହୋର୍ଡିଂ ଉପରେ ବୁଧବାର ପୂର୍ବାହ୍ନରେ ରାଉରକେଲାର ମୁକ୍ତିକାନ୍ତ ବିଶ୍ୱାଳ ନାମକ ଜଣେ ବ୍ୟକ୍ତି ଚଢ଼ି ଯାଇ ଆତ୍ମହତ୍ୟା ଧମକ ଦେଇଥିଲେ। ରାଉରକେଲାରେ ବିଭିନ୍ନ ପ୍ରକଳ୍ପ କରିବା ଦାବି ନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା…

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢାଉ: ସୁନା,ଗାଡି ସହ ନଗଦ ୬୬ ହଜାର ଟଙ୍କା ଜବତ

କେସିଙ୍ଗା,୨୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ୱାର୍ଡ ନମ୍ବର ୭ ସ୍ଥିତ ଓମନଗର ପଡାରେ ଥିବା ବନବିଭାଗର ରେଞ୍ଜର କେଶବ ମାଝୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସ୍ଥାନୀୟ ପୋଲିସ ସହାୟତାରେ ଭିଜିଲାନ୍ସ ଟିମ୍‌ ଘର ଭିତରେ ପଶି ତନାଘନା…

‘ଚାଷ ନ ହୋଇ ଏମ୍‌ଏସ୍‌ପି ନେବାକୁ ହୋଇଛି ମସୁଧା’

ଭୁବନେଶ୍ବର,୨୧।୧୨(ବ୍ୟୁରୋ): ଓଡ଼ିଶାରେ କ୍ରମାଗତ ଧାନକିଣାରେ ଦୁର୍ନୀତି, ମଣ୍ଡି ପରିଚାଳନାରେ ଅବ୍ୟବସ୍ଥା ଓ ଚାଷୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ହସ୍ତକ୍ଷେପ କରିବାକୁ ମଙ୍ଗଳବାର ଓଡ଼ିଶାର ଭାଜପା ଏମ୍‌ପିମାନେ ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଭେଟି ଏକ ସ୍ମାରକପତ୍ର ଦେଇଛନ୍ତି।…

ଆତ୍ମହତ୍ୟା ନୁହେଁ , ହତ୍ୟା ବୋଲି କହିଲେ ବିରୋଧୀ

ଭୁବନେଶ୍ବର,୨୧।୧୨(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ମଙ୍ଗଳବାର ବେକରେ ଫାଶ ଲଗାଇ ଜେଲ ପରିସରରେ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ବହୁ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଥିବା ବେଳେ ଏହା ହତ୍ୟା ବୋଲି ଅଭିଯୋଗ ଉଠିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?