ବିଜେବି କଲେଜ ପିଅନଙ୍କୁ ହତ୍ୟା ଅଭିଯୋଗ
ଭୁବନେଶ୍ୱର,୧୩ା୧୨(ସତ୍ୟଜିତ୍ ରାଉତ): ବିଜେବି କଲେଜର ଜଣେ ପିଅନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ୟୁନିଟ୍-୯ କ୍ୱାର୍ଟର୍ସ ନଂ.୧ଆର୍/୨ରେ ରହୁଥିବା ନନ୍ଦନକାନନ ଥାନା ଅନ୍ତର୍ଗତ କେନ୍ଦୁପାଟଣାର ଅଶୋକ କୁମାର ସେଠୀ (୫୧)। ଶହୀଦନଗର ଥାନା ଅନ୍ତର୍ଗତ ଆନନ୍ଦ ବଜାରସ୍ଥିତ ଏକ…
ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ, ଜାଣନ୍ତୁ କେତେ…
ଭୁବନେଶ୍ୱର,୧୨।୧୨: ସାରା ଦେଶରେ ଓଡ଼ିଶାର ବିଧାୟକଙ୍କ ଦରମା ସବୁଠାରୁ ଅଧିକ। ସବୁଠାରୁ ବଡ଼ କଥା ହେଉଛି ଅଟୋମେସନ ପ୍ରୋସେସରେ ପ୍ରତି ୫ ବର୍ଷରେ ବିଧାୟକଙ୍କ ଦରମା ବଢ଼ିବ। ମୂଳ ଦରମା ଓ ଭତ୍ତାକୁ ମିଶାଇ ଓଡ଼ିଶାର ବିଧାୟକ ସର୍ବାଧିକ ୩ ଲକ୍ଷ…
ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା
ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା ସଦର ବ୍ଲକର ଶତାଧିକ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ପ୍ରାୟ…
କଳିଙ୍ଗା ଘାଟି ତଳେ ଭୟଙ୍କର ଦୁର୍ଘଟଣା: ଏପଟେ ପସିଲା ଲୁହା ଛଡ଼, ସେପଟେ ଛିଡ଼ିପଡ଼ିଲା ବିଦ୍ୟୁତ୍ ତାର
ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଲୁହା ଛଡ଼ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡିରେ ଥିବା ଚାଳକ ଅନ୍ୟ ଜଜଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା…
ମୋକିମ୍ଙ୍କୁ ନେଇ ଆସିଲା ବଡ଼ ଅପ୍ଡେଟ୍: ଏଥର ଦିଲ୍ଲୀରେ …
ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା କଂଗ୍ରେସରେ ବିବାଦ ନେଇ ଦିଲ୍ଲୀ ନେତାଙ୍କ ସହ ଆଲୋଚନା ହେବ। କେନ୍ଦ୍ରୀୟ ନେତା ହସ୍ତକ୍ଷେପ…
ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…
ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଜିଲାପାଳ ସୋମେଶ ଉପାଧ୍ୟାୟ। ତେବେ କ୍ଷୟକ୍ଷତି ଆକଳନରେ ଘରକୁ ସାମିଲ କରାଯାଇନି।…
ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ
ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି ସରକାର ଚଳିତ ବର୍ଷ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୧ ଟି ଜିଲାର ୧୯୫ ଟି…
ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…
ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ସେ ଓଡିଶା ଆସୁଛନ୍ତି। କଟକ ସହିଦ ଭବନରେ ହେବାକୁ ଥିବା ଆଲୋଚନାଚକ୍ରରେ ସୂର୍ଯ୍ୟକାନ୍ତ…
ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…
କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ ପରେ ଅନ୍ତ ଘଟାଇ କୁନ୍ଦୁରା ବ୍ଲକକୁ ମିଳିଛି ନୂତନ ଅଧ୍ୟକ୍ଷା ପଦବୀ। ଗତ ଦିନରେ…
ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ
ଭୁବନେଶ୍ୱର,୧୨ା୧୨: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା କରି ଫେରିବା ପରେ…
ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ
ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି ଜାରି ରହିଥିବା ବେଳେ ଆସନ୍ତା ୧୩ ତାରିଖ ଯାଏ ପ୍ରବଳ ଶୀତ ଲାଗି ରହିବ…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ
ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ ଏ ସମ୍ପର୍କରେ ବାରମ୍ବାର ଜଣାଇଥିଲେ ମଧ୍ୟ ଏଥିପ୍ରତି ଏନ୍ଏସି ପ୍ରଶାସନ, ଅଧ୍ୟକ୍ଷ, ଏମ୍ପି, ବିଧାୟକ…
Archives


