ରାଜ୍ୟ

ଦିଲ୍ଲୀ ଯିବ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍‌

ଜୟପୁର,୧୪ା୫(ପବନ ପାଣିଗ୍ରାହୀ): ଛତିଶଗଡ଼ର ଜଗଦଲପୁରଠାରୁ ଦିଲ୍ଲୀକୁ ୨୧ ତାରିଖରେ ସ୍ୱତନ୍ତ୍ର ଗ୍ରୀଷ୍ମକାଳୀନ ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବାକୁ ରେଳ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ଏହି ଟ୍ରେନ ଜଗଦଲପୁରରୁ ୨୧ ତାରିଖ ପୂର୍ୱାହ୍ନ ୧୧ଟାରେ ଯାତ୍ରା ଆରମ୍ଭ କରି କୋରାପୁଟ ଷ୍ଟେଶନରେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ଜାଲାରେ କନିଷ୍ଠଯନ୍ତ୍ରୀ

ଭଦ୍ରକ,୧୪ା୫(ସନାତନ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଗୁରୁବାର ଆରଡିଛକସ୍ଥିତ ୩ ମହଲା ଘର ସମେତ ନରିପୁରସ୍ଥିତ କାଡା ଡିଭିଜନ କାର୍ଯ୍ୟାଳୟ ଉପରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।…

ଶହିଦ ମାଧୋ ସିଂଙ୍କ ଉପରେ ଭୁଲତଥ୍ୟ ପ୍ରସଙ୍ଗ: ଏହି ବିଷୟକୁ ଗୁରୁତର ସହ ନେଇ ଏମିତି ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ପ୍ରକାଶିତ ସପ୍ତମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକ ସାହିତ୍ୟ ସୁମନରେ ଶହିଦ ମାଧୋ ସିଂଙ୍କ ଜୀବନୀ ଆଧାରିତ ପାଠରେ ରହିଥିବା ମୁଦ୍ରଣଗତତ ତ୍ରୁଟି ଗୁଡ଼ିକର ସଂଶୋଧନ ପାଇଁ ଯଥାଶୀଘ୍ର ପଦକ୍ଷେପ ନେବା ପାଇଁ…

ଆଇନଶୃଙ୍ଖଳାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀଙ୍କୁ ଦେଲେ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା ଉପରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ସଂଗଠିତ ଅପରାଧକୁ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣ କରିବାକୁ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଅପରାଧୀଙ୍କ ମଧ୍ୟରେ ଭୟ ସୃଷ୍ଟି କରି ପୋଲିସ ସାଧାରଣ…

ଯୋଜନା ନାଁରେ ହରିଲୁଟ୍, ଭଙ୍ଗା ମାଟିଘରେ ୭ ପ୍ରାଣୀଙ୍କ ଦୟନୀୟ ଜୀବନ

ଥୁଆମୂଳ ରାମପୁର,୧୪ା୫(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଗରିବ ହିତାଧିକାରୀଙ୍କୁ ବିଭିନ୍ନ ସୁବିଧା ଯୋଗାଇ ଦେବା ପାଇଁ କୋଟି କୋଟି ଟଙ୍କାର ଯୋଜନା ହେଉଛି ସତ, ହେଲେ ଯୋଜନା ନାଁରେ ଚାଲିଛି ହରିଲୁଟ୍ ହେଉଥିବା ଅଭିଯୋଗ ହେଉଛି…

ଜୁନ୍ ୧୨ରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ନିରାଡମ୍ବର ପାଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୫: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଯେହେତୁ ବର୍ତ୍ତମାନ ପଶ୍ଚିମ-ଏସିଆ ପରିସ୍ଥିତି ଯୋଗୁ ସମଗ୍ର ଦେଶ ଏକ ସଂକଟମୟ…

ଛତ୍ରପୁରରେ ତେଲ ସଙ୍କଟ: ବାଇକ୍‌କୁ ୨୦୦, କାର୍‌କୁ ୫୦୦ ଟଙ୍କାର ତେଲ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଇରାନ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପାଇଁ ଫେବୃଆରୀ ୨୮ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ ବିଭିନ୍ନ ଦେଶକୁ ତୈଳ, ଗ୍ୟାସ ଓ ଅନ୍ୟାନ୍ୟ ସାମଗ୍ରୀ ପରିବହନ…

ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ ମୋରମ ଚୋରାଚାଲାଣ: ପ୍ରତିବାଦରେ ଧାରଣାରେ ବସିଲେ ସରପଞ୍ଚ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ କିଛି ମାଫିଆ ଲଗାତର ଭାବେ ମୋରମ ଚୋରା ଚାଲାଣ କରୁଥିବା ଅଭିଯୋଗ ହୋଇଛି। ଗତ ମଙ୍ଗଳବାର ବୁରିପଦର ଗ୍ରାମ୍ୟ ଜଙ୍ଗଲରୁ ଜେସିବିି…

ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଲେ ଯୋଗାଣ ସଚିବ: ରାଜ୍ୟରେ ନାହିଁ…

ଭୁବନେଶ୍ୱର, ୧୪।୫: ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଇଛନ୍ତି ଯୋଗାଣ ବିଭାଗ ପ୍ରମୁଖ ସଚିବ। ସେ କହିଛନ୍ତି, ତେଲ ସଙ୍କଟ ଆଦୌ ନାହିଁ । ରାଜ୍ୟରେ ୨୦ରୁ ୨୨ଟି ତେଲ ଟାଙ୍କିରେ ଡ୍ରାଏ ଆଉଟ ସ୍ଥିତି ଦେଖାଦେଇଛି। ଡ୍ରାଏ ଆଉଟ…

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଳିଗଲେ ଓଡ଼ିଆ ଶ୍ରମିକ, ଗାଁକୁ ଫେରୁଛି ମୃତଦେହ

ବଲାଙ୍ଗୀର,୧୪ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରୁ ଶ୍ରମିକମାନେ ନିଜ ପରିବାର ପୋଷଣ କରିବା ପାଇଁ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି । ହେଲେ ଅନେକ ଶ୍ରମିକଙ୍କ ଜୀବନ ଯାଉଥିବା ମଧ୍ୟ ଖବର ସାମ୍ନାକୁ ଆସୁଛି । ବଲାଙ୍ଗିର ଜିଲା ତୁଷୁରା…

ଓଡ଼ିଶାରେ ଏହିଦିନଠୁ SIR, ଭୋଟର ତାଲିକାରୁ କଟିଯିବ ଏମାନଙ୍କ ନାଁ! ଗୋଟିଏ ଭୁଲ ଥିଲେ…

ଭୁବନେଶ୍ୱର, ୧୪।୫: ଭାରତୀୟ ନିର୍ବାଚନ କମିଶନ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR)ର ତୃତୀୟ ପର୍ଯ୍ୟାୟ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପର୍ଯ୍ୟାୟ ୧୬ଟି ରାଜ୍ୟ ଏବଂ ତିନୋଟି କେନ୍ଦ୍ରଶାସିତ ଅଞ୍ଚଳରେ କାର୍ଯ୍ୟକାରୀ ହେବ। ନିର୍ବାଚନ କମିଶନ କହିଛନ୍ତି…

ରାଜ୍ୟରେ ତେଲ ପାଇଁ ହାହାକାର: କେଉଁଠି ଲମ୍ବା ଲାଇନ୍‌ ତ କେଉଁଠି ତାଲା

ଭୁବନେଶ୍ୱର,୧୪ା୫: ରାଜ୍ୟର ବିଭିନ୍ନ ଜିଲାରେ ପେଟ୍ରୋଲ/ଡିଜେଲର ଅଭାବ ପରିଲକ୍ଷିତ ହୋଇଛି। କାଁ ଭାଁ ଯେଉଁ ପମ୍ପରେ ବି ତେଲ ମିଳୁଛି ସେଠି ଲମ୍ବା ଲାଇନ୍‌ ଲାଗୁଛି। ଏଥିସହିତ ଆବଶ୍ୟକୀୟ ପରିମାଣର ତେଲ ମଧ୍ୟ ମିଳୁ ନ ଥିବା ଉପଭୋକ୍ତାମାନେ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?