ରାଜ୍ୟ

କଡ଼ା ସୁରକ୍ଷାରେ ଗୋବିନ୍ଦ ସାହୁଙ୍କ ମୃତଦେହ ବ୍ୟବଚ୍ଛେଦ

ବଲାଙ୍ଗୀର ଅଫିସ,୨୧।୧୨: ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ କଣ୍ଟାବାଞ୍ଜି ସବଜେଲ ଭିତରେ ସନ୍ଦେହଜନକ ମୃତ୍ୟୁ ଘଟଣା ହଇଚଇ ସୃଷ୍ଟି କରିଛି। ତେବେ ଗୋବିନ୍ଦ ସାହୁଙ୍କ ମୃତଦେହକୁ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ବଲାଙ୍ଗୀର ଭୀମଭୋଇ ମେଡିକାଲ…

ଭିଜିଲାନ୍ସ ହାତରେ ଧରାପଡିଲେ ରେଞ୍ଜର

ଭବାନୀପାଟଣା,୨୧।୧୨(ସ୍ବ.ପ୍ର): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କେଗାଁ ବନବିଭାଗ ରେଞ୍ଜର କେଶବ ମାଝୀ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର କେସିଙ୍ଗା ସ୍ଥିତ ଘର, କେଗାଁ କାର୍ଯ୍ୟାଳୟ, କ୍ୱାଟରରେ ଓ ବ୍ରାହ୍ମଣୀର ପୈତୃକ ଘରେ ଭିଜିଲାନ୍ସ ବିଭାଗ ଚଢାଉ କରିଛି।…

ଅନ୍ଧାରରେ ବାଡ଼ି ବୁଲାଉଛି ବିଏମ୍‌ସି

ଭୁବନେଶ୍ୱର, ୨୧।୧୨ (ବ୍ୟୁରୋ): ମଶା ପାଇଁ ବିଭିନ୍ନ ଆଡୁ ସମାଲୋଚନାର ଶିକାର ହେବା ପରେ ତରବରିଆ ଭାବେ ପଦକ୍ଷେପ ନେଇଛି ବିଏମ୍‌ସି। ଲୋକଦେଖାଣିଆ ଭାବେ ଡ୍ରୋନ୍‌ ଉଡ଼ାଉଥିବାବେଳେ ସହରବାସୀ ଏବେ ବି ମଶା ଦାଉରେ କଲବଲ ହେଉଛନ୍ତି। ଶନିବାରଠାରୁ ଡ୍ରୋନ୍‌ ଯୋଗେ…

ଇଡି ହାତରେ ଡିଜିଟାଲ ଫୋରେନ୍‌ସିକ୍‌ ରିପୋର୍ଟ

ଭୁବନେଶ୍ୱର, ୨୧।୧୨(ବ୍ୟୁରୋ): ଦୁଇଟି ପର୍ଯ୍ୟାୟରେ ୧୩ ଦିନର ରିମାଣ୍ଡ ସରିବା ପରେ ସୋମବାରଠାରୁ ଝାରପଡ଼ା ଜେଲକୁ ଫେରିଯାଇଛନ୍ତି ରହସ୍ୟମୟୀ ବ୍ଲାକମେଲର ଅର୍ଚ୍ଚନା ନାଗ। ଏପରି ସ୍ଥିତିରେ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ଅର୍ଚ୍ଚନାଙ୍କ ଡିଜିଟାଲ ଦସ୍ତାବିଜ୍‌ର ଫୋରେନ୍‌ସିକ୍‌ ରିପୋର୍ଟ ମିଳିଛି। ଷ୍ଟେଟ୍‌…

ଆଜିଠୁ ଚିଲିକାରେ ଡଲ୍‌ଫିନ୍‌ ଗଣନା

ବାଲୁଗଁା,୨୧ା୧୨(ଡି.ଏନ୍‌.ଏ.: )ବାଲୁଗଁା ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିିଏ)ଙ୍କ ମିଳିତ ଆନୁକୂଲ୍ୟରେ ବୁଧବାରଠାରୁ ୩ ଦିନ ବ୍ୟାପୀ ସମଗ୍ର ଚିଲିକାରେ ଇରାଓ୍ବାଡ଼ି ପ୍ରଜାତିର ଡଲଫିନ ଗଣନା କରାଯିବ। ଏଥିପାଇଁ ବିଭାଗୀୟ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ପରିପ୍ରେକ୍ଷୀରେ…

କୋଣାର୍କ ସୂର୍ଯ୍ୟମନ୍ଦିରରେ ହେବ ଜି-୨୦ ବୈଠକ

କୋଣାର୍କ,୨୧।୧୨(ଡି.ଏନ୍‌.ଏ.): ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରେ ଆୟୋଜନ ହେବାକୁ ଯାଉଛି ଜି-୨୦ର ଶିଖର ବୈଠକ। ଏ ନେଇ ମଙ୍ଗଳବାର ପୂର୍ବାହ୍ନରେ ଏକ କେନ୍ଦ୍ରୀୟ ପ୍ରତିନିଧି ଦଳ କୋଣାର୍କ ଆସି ସୂର୍ଯ୍ୟମନ୍ଦିର ଓ ବ୍ୟାଖ୍ୟାନ କେନ୍ଦ୍ର ଅନୁଧ୍ୟାନ କରିଥିଲେ। କେନ୍ଦ୍ର…

ଗାଡ଼ି ଲୋନ୍‌ ପରିଶୋଧ ପାଇଁ ଅପହରଣ

ନୟାଗଡ଼ ଅଫିସ/ ଓଡ଼ଗଁା, ୨୧ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ କୁରାଳ ସୁବୁଦ୍ଧି ସାହିର ୭ମଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର ଅପହରଣ ଘଟଣାର କିଛି ଗୁମର ଖୋଲିଛି। କୁରାଳ ଗଁାର ସୁନୀଲ କୁମାର ପାଣିଗ୍ରାହୀ(୧୮)ଙ୍କ ସମେତ ୨ ଭାଇ…

ଅଚଳାବସ୍ଥା ଜାରି, ୨୨ ଶୁଣାଣି ପରେ ପରିବର୍ତ୍ତନ ଆଶା

ସମ୍ବଲପୁର,୨୧ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବର ୧୨ରେ ଆନ୍ଦୋଳନ ଉଗ୍ରରୂପ ଧାରଣ କରିଥିଲା। ସମ୍ବଲପୁର କୋର୍ଟ ପରିସରରେ ଭଙ୍ଗାରୁଜା ଓ ବିଚାରପତିଙ୍କୁ ବାହାର କରିଦେବା ଭଳି ଘଟଣା ପରେ ସ୍ଥିତି ଅଣାୟତ୍ତ ହୋଇପଡିଥିଲା। ସୁପ୍ରିମକୋର୍ଟ ଏଥିରେ…

ମୃତ୍ୟୁ ସମୟ, ପୋଲିସ ତଥ୍ୟରେ ତାଳମେଳ ନାହିଁ

ବୀରେନ୍ଦ୍ର ଝାଙ୍କର ବଲାଙ୍ଗୀର ଅଫିସ, ୨୧ା୧୨: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ କଣ୍ଟାବାଞ୍ଜି ଉପକାରାଗାରରେ ସନ୍ଦେହଜନକ ମୃତ୍ୟୁକୁ ନେଇ ପୋଲିସ ପକ୍ଷରୁ ଦିଆଯାଇଥିବା ତଥ୍ୟରେ ତାଳମେଳ ରହୁନାହିଁ। ମଙ୍ଗଳବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ମମିତା…

୨୪ରୁ କମିବ ଥଣ୍ଡା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ଉତ୍ତର-ପୂର୍ବ ଦିଗରୁ ରାଜ୍ୟକୁ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ରାଜ୍ୟରେ ଗତ କିଛିଦିନ ହେବ ପାରଦ ତଳମୁହାଁ ରହିଛି। ବିଶେଷ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ ରହିଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ…

୨୦୨୩ ଡିସେମ୍ବରରେ ଏଡୁଫେଷ୍ଟ

ଭୁବନେଶ୍ୱର, ୨୧ା୧୨ (ବ୍ୟୁରୋ): ଆସନ୍ତା ୨୦୨୩ ଡିସେମ୍ବରରେ ଏଡୁଫେଷ୍ଟ ଆୟୋଜିତ ହେବ। ଡିସେମ୍ବର ୧ରୁ ୩ ଯାଏ ଭୁବନେଶ୍ୱରରେ ଏହା ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ଏଥିରେ କନ୍‌ଫରେନ୍ସ, ଏଗ୍‌ଜିବିଶନ୍‌ ଓ ଇଭେଣ୍ଟସ କର୍ନର ହେବ। ସେଥିରେ ପ୍ରାଥମିକ ଶିକ୍ଷା, ଉଚ୍ଚଶିକ୍ଷା,…

ବର୍ଷାଙ୍କ ସାକ୍ଷ୍ୟଗ୍ରହଣ, ଓଡ଼ିଆରେ ଉତ୍ତର ଦେଲେ

କଟକ ଅଫିସ, ୨୧ା୧୨: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ବାମୀ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ମଙ୍ଗଳବାର ପରିବାର ଅଦାଲତରେ ହୋଇଛି। ବର୍ଷା ପ୍ରତିପକ୍ଷ ଓକିଲଙ୍କ ପ୍ରଶ୍ନର ଉତ୍ତର ଓଡ଼ିଆରେ ଦେଇଛନ୍ତି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?