ରାଜ୍ୟ

୩ ଦିନ ପରେ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ଆରମ୍ଭ

ପଟ୍ଟାଙ୍ଗି,୨୦।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାଠାରୁ ୨କିମି ଦୂରରେ ଏକ ଗ୍ୟାସ ଟ୍ୟାଙ୍କର ଦୁର୍ଘଟଣା ଗ୍ରସ୍ତହୋଇ ପଡି ରହିଥିଲା। ଘଟଣାର ୩ ଦିନ ପରେ ଟ୍ୟାଙ୍କରରୁ ୯୭ ପ୍ରତଶତ ଗ୍ୟାସ କାଢିବା ପରେ ମଙ୍ଗଳବାର ସକାଳୁ ରାଜପଥରେ ଗାଡି…

ଲୀଳାନ୍ଦ୍ରି ‘ମିସେସ୍‌’, ଆହିଲ ‘ମିଷ୍ଟର ଭୁବନେଶ୍ୱର’

ଭୁବନେଶ୍ୱର, ୨୦।୧୨ (ବ୍ୟୁରୋ):ମୁଡ୍‌ଲିଫ୍ଟ ଫ୍ୟାଶନ ପକ୍ଷରୁ ମିଷ୍ଟର, ମିସେସ୍‌, ମିସ୍‌, ଶିଶୁ ଓ ଚାଲିବା ଆରମ୍ଭ କରିଥିବା ଛୋଟ ଶିଶୁ (ଟୋଡଲର୍ସ)ଙ୍କୁ ନେଇ ବିଭିନ୍ନ ବିଭାଗରେ ଫ୍ୟାଶନ ପ୍ରତିଯୋଗିତାର ଚୂଡାନ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗୋପବନ୍ଧୁ ସ୍ମୃତି ସଂସଦଠାରେ ଆୟୋଜିତ ଏହି…

ହକି ପାଇଁ ମାଟିରେ ମିଶୁଛି ଭାତହାଣ୍ଡି

ଭୁବନେଶ୍ୱର, ୨୦।୧୨ (ବ୍ୟୁରୋ):ଜାନୁୟାରୀ ମାସରେ ହକି ବିଶ୍ୱକପ୍‌ ଦେଖିବ ସମଗ୍ର ବିଶ୍ୱ। ରାଜଧାନୀ ଭୁବନେଶ୍ୱର ଏବଂ ରାଉରକେଲାରେ ଖେଳ ଅନୁଷ୍ଠିତ ହେବ। ହକି ଦେଖିବାକୁ ବିଭିନ୍ନ ଦେଶବିଦେଶରୁ ପ୍ରଶଂସକଙ୍କ ସହ ଖେଳାଳିଙ୍କ ସୁଅ ଛୁଟିବ। ତେଣୁ ଅତିଥିମାନଙ୍କୁ ସ୍ବାଗତ କରିବା ପାଇଁ…

ଆଉ ମିଳିଲାନି ରିମାଣ୍ଡ, ଜେଲ ଗଲେ ଅର୍ଚ୍ଚନା

ଭୁବନେଶ୍ୱର,୨୦।୧୨ (ବ୍ୟୁରୋ):ଦୀର୍ଘ ଦିନର ଜେରା, ଚଢ଼ାଉ ସହ ଥାନା ଓ ଫୋରେନ୍‌ସିକ୍‌ ଲାବ୍‌ରୁ ଦସ୍ତାବିଜ ପାଇବା ସତ୍ତ୍ୱେ ଏଯାଏ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ କଳା ସାମ୍ରାଜ୍ୟର କାଣିଚାଏ ଗୁମର ଖୋଲିପାରି ନାହିଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ମାତ୍ର କିଛି ଲକ୍ଷ ଟଙ୍କାର ବେଆଇନ…

୧୦ ଡିଗ୍ରୀ ତଳେ ୬ ସହର

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ପାରଦ ତଳମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ତଳକୁ ଖସି ଯାଇଛି। ରାଜ୍ୟର ୬ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଉତ୍ତର ପୂର୍ବ ଦିଗରୁ ରାଜ୍ୟକୁ…

ମୁଖ୍ୟମନ୍ତ୍ରୀଙ୍କ ଇଚ୍ଛା ଭାରତ ହକି ବିଶ୍ୱକପ୍‌ ଜିତୁ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ):୨୦୨୩ ବିଶ୍ବକପ୍‌ ଲୋକଙ୍କ ବିଶ୍ବକପ୍‌। ଏହା କୌଣସି ଦେଶ କିମ୍ବା ଖେଳାଳିଙ୍କ ଲାଗି ଆୟୋଜନ କରାଯାଉନି। ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ଜଣେ ଓଡ଼ିଆ ଅଲିମ୍ପିକ୍‌ରେ ପଦକ ହାସଲ କରିବା। ମୁଖ୍ୟମନ୍ତ୍ରୀ ଚାହୁଁଛନ୍ତି ଏହି ବିଶ୍ୱକପ୍‌ ଲୋକଙ୍କ ସହଯୋଗରେ ହେଉ। ଭାରତ ହକି ବିଶ୍ୱକପ୍‌…

ରାଉରକେଲା ବିମାନବନ୍ଦର କାମ ସରିଲାଣି

ଭୁବନେଶ୍ବର,୨୦ା୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି…

ଓଡ଼ିଶାର କୋଇଲା ଉତ୍ପାଦନ ବୃଦ୍ଧିକୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ):ରାଜ୍ୟରେ କୋଇଲା ଉତ୍ପାଦନ ବୃଦ୍ଧି ପାଇଛି। ରାଜ୍ୟ ସରକାରଙ୍କ ଉତ୍ତମ କାର୍ଯ୍ୟ, ଠିକ୍‌ ନୀତି ଓ ସହଯୋଗ ପାଇଁ ଓଡ଼ିଶାରେ କୋଇଲା ଉତ୍ପାଦନ କ୍ଷେତ୍ରରେ ଆଶ୍ଚର୍ଯ୍ୟଜନକ ବୃଦ୍ଧି ଘଟିଛି। ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ୍‌ ପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ…

ଏକାଦଶ, ଦ୍ୱାଦଶରେ ଉପସ୍ଥାନ କମିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ):ରାଜ୍ୟର ଶିକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ପାଇଁ ସରକାର ପ୍ରୟାସ ଚଳାଇଛନ୍ତି। ଏବେ ଏକାଦଶ ଓ ଦ୍ୱାଦଶ ଶ୍ରେଣୀରେ ଉପସ୍ଥାନ ବୃଦ୍ଧି ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନୂଆ ନିୟମ ଲାଗୁ କରିବାକୁ ଯାଉଛି। ଶ୍ରେଣୀ କକ୍ଷରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ…

ଖାଦ୍ୟ ସୁରକ୍ଷା ସବ୍‌ସିଡି ୧୪,୨୯୨,୫୧ କୋଟି ଦିଅ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଉପରେ ୧୪,୨୯୨,୫୧ କୋଟି ଟଙ୍କା ସବ୍‌ସିଡି ବକେୟା ପଡ଼ିଛି। ଏଥିସହିତ ନଭେମ୍ବର ୩୦ ସୁଦ୍ଧା ଏହି ଟଙ୍କାର ୬,୧୮୭ କୋଟି ଟଙ୍କା ସୁଧ ବାବଦ ବକେୟା ପଡ଼ିରହିଛି। ଉକ୍ତ ବକେୟା ଅର୍ଥକୁ ତୁରନ୍ତ ଦେବା ଲାଗି ବିଜେଡି ସଂସଦୀୟ…

ଗୋପାଳଚନ୍ଦ୍ର, ଜଗନ୍ନାଥଙ୍କୁ ‘କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ’

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ):ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଦୁଇବର୍ଷ ପାଇଁ ଏକାଡେମୀର ସର୍ବୋଚ୍ଚ ‘କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ’ ସହ ‘ଏକାଡେମୀ ପୁରସ୍କାର’, ‘କବିଚନ୍ଦ୍ର କାଳୀଚରଣ ଯୁବ ପ୍ରତିଭା ସମ୍ମାନ’ ପ୍ରଦାନ…

ଭୁବନେଶ୍ବର ସମେତ ଆଉ ୨୫ ବିମାନବନ୍ଦରକୁ ଲିଜ୍‌ରେ ଦିଆଯିବ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ):ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଲିଜ୍‌ରେ ଦିଆଯିବ। ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ଦ୍ୱାରା ପରିଚାଳିତ ଏହି ବିମାନବନ୍ଦର ସମେତ ଦେଶର ଆଉ ୨୫ଟି ବିମାନବନ୍ଦରକୁ ଲିଜ୍‌ରେ ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଅନ୍ୟ ବିମାନବନ୍ଦରଗୁଡ଼ିକ ହେଲା ବାରାଣସୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?