ରାଜ୍ୟ

ଓଲଟିଲା ଯାତ୍ରୀବାହୀ ବସ୍‌

କୁଳିଅଣା,୧୬ା୧୨(ସ୍ବ.ପ୍ର.): ୧୮ ନଂ ଜାତୀୟ ରାଜପଥର ମୟୂରଭଞ୍ଜ ଜିଲା କୁଳିଅଣା ଛକ ନିକଟରେ ଶୁକ୍ରବାର ରାସ୍ତା କଡ଼କୁ ଓଲଟି ପଡ଼ିଛି ଏକ ଯାତ୍ରୀବାହୀ ବସ୍‌। ଗୌରୀ ନାମକ ଏହି ଘରୋଇ ବସ୍‌ଟି ଖିଚିଂରୁ ବାରିପଦା ଅଭିମୁଖେ ଆସୁଥିବା ସମୟରେ କୁଳିଅଣା ଛକ…

‘ମହିଳା ସଂରକ୍ଷଣ ବିଲ୍‌ ପାରିତ ହେଉ’

ଭୁବନେଶ୍ୱର,୧୬।୧୨(ବ୍ୟୁରୋ):ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍‌ ପାରିତ କରିବା ନେଇ ବିଜେଡି ଦାବି ଉଠାଇଛି। ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଗୁରୁବାର ରାଜ୍ୟ ସଭାରେ ଏକ ସ୍ବତନ୍ତ୍ର ଆଲେଖ୍ୟରେ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି ଯେ ମହିଳା ବିଲ୍‌ ପାରିତ…

ଶ୍ରୀମନ୍ଦିରରେ ଲାଗି ହେଲା ପହିଲି ଭୋଗ

ପୁରୀ ଅଫିସ,୧୬ା୧୨: ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ। ଧନୁ ସଂକ୍ରାନ୍ତିଠାରୁ ମକର ସକ୍ରାନ୍ତି ଯାଏ ମାସେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ ଲାଗିହେବ। ଏନେଇ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି କରାଯାଇଛି। ଏହି ମାସରେ ମହାଲକ୍ଷ୍ମୀ ବାପ ଘରକୁ…

ଲକର ଚାବି ନ ଦେବାରୁ ସୁନା ଦୋକାନୀଙ୍କୁ ଆକ୍ରମଣ

ଆସିକା, ୧୬ା୧୨ (ଡି.ଏନ.ଏ): ଆସିକା ଏନ୍‌ଏସି ଅର୍ନ୍ତଗତ ବଜାରସାହିରେ ଥିବା ମହାଲକ୍ଷ୍ମୀ ଜୁଏଲର୍ସର ମାଲିକ ପ୍ରଭାକର ପାତ୍ର ଓ ତାଙ୍କ ଝିଅଙ୍କୁ ଗୁରୁବାର ରାତି ପ୍ରାୟ ୮ଟା ସମୟରେ ୪ଜଣ ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଆସିକା ସରକାରୀ…

ଘରେ ଶ୍ୱଶୁରଙ୍କୁ ତାଲା ପକାଇ ବୋହୂ ନିଖୋଜ ଘଟଣା: ନାବାଳକଙ୍କୁ ନେଇ ଫେରାର ଥିବା ଅଭିଯୋଗ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜଧାନୀରେ ଶ୍ୱଶୁରଙ୍କୁ ବାହାର ପଟୁ ତାଲା ପକାଇ ଘରୁ ୧୦ ଲକ୍ଷ ଟଙ୍କାର ସୁନାଗହଣା ସହ ଦେଢ଼ ଲକ୍ଷ ଟଙ୍କା ନେଇ ବୋହୁ ଚମ୍ପଟ ମାରିବା ଘଟଣା ଭିନ୍ନ ମୋଡ଼ ନେଇଛି। ସ୍ତ୍ରୀ ନିଖୋଜ ହୋଇଥିବା ନେଇ ସ୍ବାମୀ ଏୟାରପୋର୍ଟ…

ଫେସ୍‌ବୁକ୍‌ରେ ଏସିପିଙ୍କ ଫଟୋ ବ୍ୟବହାର କରି ଠକେଇ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): କମିଶନରେଟ ପୋଲିସରେ କାର୍ଯ୍ୟରତ ଏସିପି ସଞ୍ଜୀବ ଶତପଥୀଙ୍କ ନାଁରେ ସାଇବର ଠକ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲିବା ସହ ଫଟୋ ବ୍ୟବହାର କରି ଲୋକଙ୍କୁ ଠକୁଛନ୍ତି। ଏ ନେଇ ଗୁରୁବାର ଏସିପି ଶତପଥୀ ନିଜେ ସୂଚନା ଦେଇଛନ୍ତି। ସେ କହିଛନ୍ତି,…

ଫୋରେନ୍‌ସିକ୍‌ ଲାବଠୁ ଡିଜିଟାଲ ଦସ୍ତାବିଜ୍‌ ମାଗିଲା ଇଡି

ଭୁବନେଶ୍ୱର,୧୬।୧୨ (ବ୍ୟୁରୋ): ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁହାଁମୁହିଁ ଜେରା କରୁଛି। ଏପଟେ ଅର୍ଚ୍ଚନାଙ୍କଠାରୁ ଜବତ ହୋଇଥିବା ଡିଜିଟାଲ ପ୍ରମାଣପତ୍ର ଦାଖଲ ପାଇଁ ଷ୍ଟେଟ୍‌ ଫରେନ୍‌ସିକ୍‌ ଲ୍ୟାବ୍‌କୁ ଇଡି…

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା ଏମ୍‌ପି

ଭୁବନେଶ୍ବର,୧୬ା୧୨(ବ୍ୟୁରୋ):ପାର୍ଲାମେଣ୍ଟ ଅଧିବେଶନ ଚାଲିଥିବା ବେଳେ ରାଜ୍ୟର ୩ କେନ୍ଦ୍ରମନ୍ତ୍ରୀଙ୍କ ସହ ସମସ୍ତ ଭାଜପା ଏମ୍‌ପି ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କୁ ସାକ୍ଷାତ କରିଛନ୍ତି। ଓଡ଼ିଶାରେ ଖୁବ୍‌ଶୀଘ୍ର ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମ୍‌ଜେଏୱାଇ) ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ…

ପଦ୍ମପୁର ପ୍ରତିଶ୍ରୁତି ପାଳନ ପାଇଁ ବିଜେଡିର କସରତ

ଭୁବନେଶ୍ବର,୧୬ା୧୨(ବ୍ୟୁରୋ):ପଦ୍ମପୁର ଉପନିର୍ବାଚନ ଦାୟିତ୍ୱରେ ଥିବା ନେତାମାନଙ୍କୁ ନବୀନ ନିବାସରୁ ଗୁରୁବାର ପୂର୍ବାହ୍ନ ୧୧ଟା ସୁଦ୍ଧା ପହଞ୍ଚିବା ପାଇଁ ଡକରା ମିଳିଥିଲା। ଡକରା ପାଇ ଦାୟିତ୍ୱରେ ଥିବା ସମସ୍ତ ନେତା ଯାଇ ନବୀନ ନିବାସରେ ପହଞ୍ଚିଥିଲେ। ଏହାସହ ଯେଉଁମାନେ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ…

ପାର୍ଲାମେଣ୍ଟରେ ଅର୍ଚ୍ଚନା ନାଗ ପ୍ରସଙ୍ଗ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ):ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଥିବା ଅର୍ଚ୍ଚନା ନାଗ ମାମଲା ପାର୍ଲାମେଣ୍ଟରେ ଉଠିଛି। ଭାଜପା ଏମ୍‌ପି ସୁରେଶ ପୂଜାରୀ ଗୁରୁବାର ଏହି ପ୍ରସଙ୍ଗ ଉଠାଇଛନ୍ତି। ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଥିବା ଏହି ମାମଲାରେ ଅନେକ ବଡ଼ ବଡ଼ ନେତା, ଅଫିସର, ବ୍ୟବସାୟୀ, ଫିଲ୍ମ…

କୋଲ୍‌ ଇଣ୍ଡିଆର ପ୍ରଥମ ଇଣ୍ଡଷ୍ଟ୍ରିଆଲ ରିଲେଶନ୍ସ କନ୍‌କ୍ଲେଭ-୨୦୨୨

ଭୁବନେଶ୍ୱର,୧୬।୧୨:କୋଲ୍‌ ଇଣ୍ଡିଆ ଲିମିଟେଡ୍‌ର ପ୍ରଥମ ଇଣ୍ଡଷ୍ଟ୍ରିଆଲ ରିଲେଶନ୍ସ(ଆଇଆର୍‌) କନ୍‌କ୍ଲେଭ-୨୦୨୨ ଗୁରୁବାର ସ୍ଥାନୀୟ ଜୟଦେବବିହାରସ୍ଥିତ ଏକ ହୋଟେଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘ବ୍ୟବସାୟ ସକ୍ଷମ ଆଇଆର୍‌ ପରିବେଶ ସୃଷ୍ଟି’ ଶୀର୍ଷକ ବିଷୟବସ୍ତୁକୁ ନେଇ ଏକ ୨ ଦିନିଆ କର୍ମଶାଳା ଆୟୋଜିତ…

ମହାବଳ ଶିକାର, ଆଉ ଜଣେ ଗିରଫ

ବାରିପଦା ଅଫିସ/ଉଦଳା,୧୬ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ବନଖଣ୍ଡ ଅଧୀନ ବିସିପୁର ଅଞ୍ଚଳରେ ମହାବଳ ବାଘ ଚମଡ଼ା ବିକ୍ରି ଅଭିଯୋଗରେ ସ୍ବତନ୍ତ୍ର ଟାସ୍କ ଫୋର୍ସ ଟିମ୍‌ (ଏସ୍‌ଟିଏଫ୍‌) ଅନ୍ୟତମ ଅଭିଯୁକ୍ତ ଫାଗୁ ହାଁସଦା(୨୮)ଙ୍କୁ ଗିରଫ ପରେ ଗୁରୁବାର ଉଦଳା କୋର୍ଟ ଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?