ରାଜ୍ୟ

ଚର୍ମବିଣ୍ଡି ରୋଗର ପ୍ରତିଷେଧକ ଟୀକା ଲାଗି ଟୀକାକରଣ ଦେୟ ଛାଡ଼

ଭୁବନେଶ୍ବର,୧୬ା୧୨(ବ୍ୟୁରୋ):ରାଜ୍ୟରେ ଗୋମହିଷାଦିଙ୍କୁ ଦିଆଯାଉଥିବା ଚର୍ମବିଣ୍ଡି ରୋଗର ପ୍ରତିଷେଧକ ଟୀକା ନିମନ୍ତେ ଦେୟ ଛାଡ଼ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଚର୍ମବିଣ୍ଡି ରୋଗର ଟୀକାକରଣ ଦେୟ ଛାଡ଼ କରାଯାଇ ଚିକିତ୍ସାକୁ ତ୍ୱରାନ୍ବିତ କରାଯାଇଛି ବୋଲି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି।…

ପିଜିଟି ପଦବୀ ପୂରଣ ପାଇଁ ତ୍ୱରାନ୍ବିତ ହେଲା ପ୍ରକ୍ରିୟା

ଭୁବନେଶ୍ବର,୧୬ା୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷାମଭ ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଖାଲିଥିବା ସ୍ନାତକୋତ୍ତର (ପିଜିଟି) ପଦବୀଗୁଡ଼ିକ ପୂରଣ କରିବା ପାଇଁ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏହା ମଧ୍ୟରେ ୩୩୫ ଜଣ ପିଜିଟିଙ୍କୁ ନିଯୁକ୍ତି ପ୍ରଦାନ କାର୍ଯ୍ୟ ଓଡ଼ିଶା ଲୋକସେବା…

ରହସ୍ୟମୟ ଆଲୋକକୁ ନେଇ ଆତଙ୍କ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଓଡ଼ିଶା ଆକାଶରେ ଗୁରୁବାର ସନ୍ଧ୍ୟାରେ ରହସ୍ୟମୟ ଆଲୋକ ଦେଖିବାକୁ ମିଳିଥିଲା। ଭଦ୍ରକ, ବାଲେଶ୍ୱର, ପାରାଦୀପ ଏବଂ ପୁରୀ ଭଳି କେତେକ ସ୍ଥାନରେ ହଠାତ୍‌ ଆକାଶରୁ ଟର୍ଚ୍ଚ ମାରିବା ଭଳି ଆଲୋକ ଦେଖାଯାଇଥିଲା, ଯାହାକୁ ନେଇ ସାଧାରଣରେ ଆତଙ୍କ ପ୍ରକାଶ ପାଇଛି।…

ଓଡ଼ିଆ ଯୁବତୀଙ୍କୁ ୪୯ଥର ଛୁରାମାଡ଼

ସୁରଟ,୧୬ା୧୨:ରାଜଧାନୀ ଦିଲ୍ଲୀର ମେହେରୁଆଲିରେ ଶ୍ରଦ୍ଧା ଓ୍ବାକରଙ୍କୁ ବୟଫ୍ରେଣ୍ଡ ଅଫ୍‌ତାବ ପୁନାଓ୍ବାଲା ହତ୍ୟା ପରେ ୩୫ଖଣ୍ଡ କରି ବିଭିନ୍ନ ସ୍ଥାନରେ ପକାଇବା ଘଟଣା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିବାବେଳେ ଏହାର ମାସକ ପରେ ଆଉ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ସୁରଟରେ…

ଓଡ଼ିଶାକୁ ଏଗ୍ରିକଲଚର୍‌ ଲିଡର୍‌ଶିପ୍‌ ଆଓ୍ବାର୍ଡ-୨୦୨୨

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ):କୃଷି ବିକାଶ ଏବଂ କୃଷକ କଲ୍ୟାଣରେ ଉଲ୍ଲେଖନୀୟ ଅବଦାନ ପାଇଁ ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଜାତୀୟସ୍ତରରେ ପୁରସ୍କୃତ ହୋଇଛି ଓଡ଼ିଶା। ନୂଆଦିଲ୍ଲୀସ୍ଥିତ ଏରୋସିଟିସ୍ଥିତ ହଲିଡେ ଇନ୍‌ଠାରେ ଏଗ୍ରିକଲ୍‌ଚର ଟୁଡେ ଗ୍ରୁପ୍‌ ପକ୍ଷରୁ ଗୁରୁବାର ଅନୁଷ୍ଠିତ ତ୍ରୟୋଦଶ ଏଗ୍ରିକଲଚର ଲିଡରଶିପ୍‌ ଆୱାର୍ଡ-୨୦୨୨…

ସଚିବ, ସିଏମ୍‌ସି କମିଶନରଙ୍କୁ ଜବାବ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ):କଟକର ସିଡିଏ ସେକ୍ଟର-୧୦ ଅଞ୍ଚଳରେ ସ୍ବେରେଜ ଟାଙ୍କି ସଫା କରୁଥିବାବେଳେ ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଖୋଳତାଡ଼ ଆରମ୍ଭ କରିଛନ୍ତି। ଏହି ଘଟଣାର ୨୦ ମାସ ପରେ ଗୁରୁବାର କମିଶନ ତିନିଜଣ…

ପରିବାର ଲୋକଙ୍କ ବୟାନ ରେକର୍ଡ କଲା ପୋଲିସ

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ):ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ତଦନ୍ତ ଜାରି ରଖିଛି। ସୋମବାର ଆନନ୍ଦଙ୍କ ପିଲାଦିନର ସାଙ୍ଗ ତଥା ଆନ୍ତର୍ଜାତିକ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା ଏବଂ ବୁଧବାର ମୃତ ଆନନ୍ଦଙ୍କ ବାନ୍ଧବୀ ମନଜିତ୍‌ ଟେଟେଙ୍କ ବୟାନ ରେକର୍ଡ…

ମିଳିଲାଣି ୩.୫ କୋଟିର ସମ୍ପତ୍ତି, ଚାଲିଛି ଖୋଜା

ଭୁବନେଶ୍ୱର, (ବ୍ୟୁରୋ)/ ରଣପୁର,୧୬ା୧୨(ସ୍ବ.ପ୍ର.):ପୋଲିସ ବିଭାଗରେ କେତେଜଣ ଅଧିକାରୀ ଲାଞ୍ଚ କାରବାର କରି କୋଟି କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ବିଗତ ଦିନରେ ଭିଜିଲାନ୍ସ ଏକାଧିକ ପୋଲିସ କର୍ମଚାରୀଙ୍କୁ ଧରିବା ପରେ ସେମାନଙ୍କର ଅମାପ ସମ୍ପତ୍ତି ପଦାକୁ ଆସିଛି।…

ଜୟପୁରରେ ଲମ୍ଫି ଚିହ୍ନଟ

ଜୟପୁର,୧୫ା୧୨(ନି.ପ୍ର.): ରାଜସ୍ଥାନରେ ଲାମ୍ଫି ରୋଗ ବ୍ୟାପି ଲକ୍ଷ ଲକ୍ଷ ଗୋରୁଙ୍କ ମୃତ୍ୟୁ ହେଇଛି। ଏବେ କୋରାପୁଟ ଜିଲା ଜୟପୁରରେ ଗାଈଙ୍କଠାରେ ଲମ୍ଫି ରୋଗ ଚିହ୍ନଟ ହୋଇଛି। ଫଳରେ ଏହାକୁ ନେଇ ଜିଲାର ଗୋପାଳକଙ୍କ ମଧ୍ୟରେ ଭୟ ପ୍ରକାଶ ପାଇଛି। ଏହି ରୋଗ…

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା ଏମ୍‌ପି

ଭୁବନେଶ୍ବର,୧୫ା୧୨(ବ୍ୟୁରୋ): ପାର୍ଲାମେଣ୍ଟ ଅଧିବେଶନ ଚାଲିଥିବା ବେଳେ ରାଜ୍ୟର ୩ କେନ୍ଦ୍ରମନ୍ତ୍ରୀଙ୍କ ସହ ସମସ୍ତ ଭାଜପା ଏମ୍‌ପିମାନେ ଗୁରୁବାର ଏକାଠି ହୋଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ ସାକ୍ଷାତ କରିଛନ୍ତି। ଓଡ଼ିଶାରେ ଖୁବ୍‌ଶୀଘ୍ର ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମଜେଏୱାଇ) ଯୋଜନା ଲାଗୁ…

ବାଲିଷ୍ଟିକ ମିଶାଇଲ ଅଗ୍ନି-୫ର ସଫଳ ପରୀକ୍ଷଣ, ୫ ହଜାର ୫୦୦ କି.ମି. ଦୂରରେ କରିବ ଲକ୍ଷ୍ୟଭେଦ

ବାଲେଶ୍ୱର ଅଫିସ,୧୫।୧୨: ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଗୁରୁବାର ସା ୫ଟା ୫୦ ମିନିଟ୍‌ ସମୟରେ ଧାମରା ଏପିଜେ ଅବୁଦୁଲ କଲାମ ଦ୍ୱୀପରୁ ବାଲିଷ୍ଟିକ ମିଶାଇଲ ଅଗ୍ନି-୫ର ସଫଳ ପରୀକ୍ଷଣ କରାଯାଇଛି । ଏହି ମିଶାଇଲକୁ ଡିଆରଡିଓ…

ଜାନୁୟାରୀ ୧ରୁ ଶ୍ରୀମନ୍ଦିରକୁ ସ୍ମାର୍ଟଫୋନ ମନା

ପୁରୀ ଅଫିସ,୧୫।୧୨: ଆସନ୍ତା ଜାନୁୟାରୀ ୧ ତାରିଖରୁ ଶ୍ରୀମନ୍ଦିରକୁ ସ୍ମାର୍ଟଫୋନ ବାରଣ କରାଯାଇଛି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଛି। ନୀତି ସମ୍ବନ୍ଧୀୟ ଅପ୍‌ଡେଟ ପାଇଁ ଶାଖା କାର୍ଯ୍ୟାଳୟ ଏବଂ ଗାରଦରେ ଗୋଟିଏ ମୋବାଇଲ ରହିବ। ସିଂହଦ୍ୱାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?