ରାଜ୍ୟ

ମାର୍ଚ୍ଚ ସୁଦ୍ଧା ବରମୁଣ୍ଡା ଆଇଏସ୍‌ବିଟି

ଭୁବନେଶ୍ବର,୧୨ା୧୨(ବ୍ୟୁରୋ): ପାଖେଇ ଆସୁଛି ହକି ବିଶ୍ୱକପ୍‌। ଜାନୁୟାରୀରେ ଆୟୋଜିତ ହେବାକୁ ଥିବା ଏହି ଅନ୍ତର୍ଜାତୀୟ ପ୍ରତିଯୋଗିତାକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଜୋର୍‌ସୋର୍‌ରେ ଚଳାଇଛନ୍ତି ପ୍ରସ୍ତୁତି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ଭୁବନେଶ୍ୱର ଫୋକ୍‌ସରେ ରହିବ। ତେଣୁ ରାଜଧାନୀକୁ ସୁସଜ୍ଜିତ କରାଯାଉଛି।…

ବିଗ୍‌ ବଜାର: ମିଳୁନି ସୁୁବିଧା

ଭୁବନେଶ୍ୱର, ୧୨।୧୨ (ବ୍ୟୁରୋ): କିଶୋର ବୟାନୀଙ୍କ ‘ଫ୍ୟୁଚର ଗ୍ରୁପ୍‌’ ଅଧୀନ ଦେଶର ସର୍ବବୃହତ୍‌ ହାଇପରମାର୍କେଟ ଚେନ୍‌ ‘ବିଗ୍‌ ବଜାର’ ଷ୍ଟୋରଗୁଡ଼ିକରେ ଏବେ ତାଲା ଝୁଲୁଛି। ବହୁ ଗ୍ରାହକ ବିଗ୍‌ ବଜାର ଷ୍ଟୋର ଥିବା ସ୍ଥାନକୁ ଯାଇ ଫେରି ଆସୁଛନ୍ତି। ପୂର୍ବରୁ ଶସ୍ତାରେ…

ପଦମ୍‌ପୁର ସୃଷ୍ଟି କଲା ଆଗୁଆ ନିର୍ବାଚନ ଉକ୍ତି

ଭୁବନେଶ୍ବର,୧୨ା୧୨(ବ୍ୟୁରୋ): ୨୦୦୪ ନିର୍ବାଚନ କଥା ଓଡ଼ିଶା ଲୋକମାନେ ଏପର୍ଯ୍ୟନ୍ତ ଭୁଲି ନାହାନ୍ତି। ଯେତେବେଳେ ୨୦୦୫ ମାର୍ଚ୍ଚରେ ଓଡ଼ିଶା ବିଧାନସଭା ନିର୍ବାଚନ ହେବାର ଥିଲା ସେତେବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ବର୍ଷର ମୁଖ୍ୟମନ୍ତ୍ରିତ୍ୱ ଛାଡିଦେଇ ୨୦୦୪ ମାର୍ଚ୍ଚରେ ଆଗୁଆ ନିର୍ବାଚନ କରିଦେଲେ।…

ପୋଡ଼ିଗଲା ୪୭୦ କୁଇଣ୍ଟାଲ ଧାନ

ସମ୍ବଲପୁର,୧୧ା୧୨(ବ୍ୟୁରୋ): ସମ୍ବଲପୁର ଜିଲାରେ ରବିବାର ୨ଟି ସ୍ଥାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଯୁଯୁମୁରା ବ୍ଲକ କୟାକୁଦ ପଞ୍ଚାୟତ ଅନ୍ଧାରୀ ଗ୍ରାମରେ ବିଲରେ ଧାନ ଅମଳ ସମୟରେ ଟ୍ରେସର ମେଶିନରେ କୌଣସି କାରଣରୁ ଅଗ୍ନିକାଣ୍ଡ ହୋଇଥିଲା । ଫଳରେ ମେଶିନ ସହ ଟ୍ରାକ୍ଟର…

ବୋଲେରୋ ଧକ୍କାରେ ଶିଶୁ ମୃତ: କନ୍‌ଷ୍ଟେବଳ ଗାଡ଼ି ଚଳାଉଥିବା ସନ୍ଦେହ

କେନ୍ଦୁଝର,୧୧।୧୨(ନି.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅଧୀନ ରାଇସୁଆଁ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ଏକ ବୋଲେରୋ ଧକ୍କାରେ ଅଢ଼େଇ ବର୍ଷ ଶିଶୁର ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଚାଳକ ଏବଂ ଗାଡ଼ିରେ ଥିବା ଅନ୍ୟ ଜଣେ ଗାଡ଼ି ଛାଡ଼ି ଫେରାର…

ଦୃଷ୍ଟି ଆଢୁଆଳରେ ଗୁଡ଼ହାଣ୍ଡି ଡୋକରୀଚଞ୍ଚରା

କୋକସରା,୧୧ା୧୨(ଡି.ଏନ.ଏ.): ଆଉ ଦିନ କେଇଟା ପରେ ନୂଆବର୍ଷ। ଏହାକୁ ଧୁମଧାମରେ ମନାଇବା ପାଇଁ ସମସ୍ତଙ୍କ ମନରେ ଭରି ରହିଛି ଉତ୍କଣ୍ଠା। ବିଶେଷ କରି ବଣଭୋଜି କରିବା ପାଇଁ ଦରକାର ପଡେ ଏମିତି ଏକ ସ୍ଥାନ ଯେଉଁଠି ବଣଭୋଜି ସହିତ ପ୍ରକୃତି ରାଣୀ…

ବିକାଶ ଦେଖିବ ବତିଘର

କେନ୍ଦ୍ରାପଡ଼ା ଅଫିସ, ୧୧ା୧୨: ଏକାନ୍ତ ଭାବେ ଛିଡ଼ା ହୋଇଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଫଲ୍‌ସ ପଏଣ୍ଟର ବତିଘର ଏବେ ବିକାଶ ଦେଖିବ। ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣୀୟ ଗ୍ୟାଲେରି, ଜେଟି ନିର୍ମାଣ, ବିଶ୍ରାମ ଓ ଯାତ୍ରୀନିବାସ ସହ ସ୍ଥାନୀୟ ଲୋକସଂସ୍କୃତିକୁ ନେଇ…

କେନ୍ଦୁଝରରେ ଡବଲ ମର୍ଡର

କେନ୍ଦୁଝର,୧୧ା୧୨(ସ୍ବ.ପ୍ର.): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମରେ ଶନିବାର ରାତିରେ ଦମ୍ପତିଙ୍କୁ ହାଣି ହତ୍ୟା କରାଯିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସେମାନେ ଘର ବାହାରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ମୁଣ୍ଡ ଓ ବେକକୁ ହାଣି…

ସନ୍ତରଣ ଶିଖିବା ବେଳେ ମହାନଦୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

କଟକ ଅଫିସ,୧୧ା୧୨: ସନ୍ତରଣ ଶିଖୁଥିବା ବେଳେ ରବିବାର ମହାନଦୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣକ ହେଲେ ସୋହେଲ ଖାନ୍‌। ତାଙ୍କ ଘର କଟକର ପୀରବଜାର ଅଞ୍ଚଳରେ। ସୋହେଲ ଆଜି ସକାଳେ ସନ୍ତରଣ ଶିଖିବା ପାଇଁ ୨୦/୨୫ ଜଣଙ୍କ…

ଗୁମର ଖୋଲିବାକୁ କହୁଥିବା ଅର୍ଚ୍ଚନାଙ୍କ ପାଟି ଚୁପ୍‌

ଭୁବନେଶ୍ୱର, ୧୧।୧୨ (ବ୍ୟୁରୋ): ‘ମୋତେ ଫସାଇ ଦିଆଯାଇଛି। ପାଟି, ଆଖି, କାନ ବନ୍ଦ କରି ରଖାଯାଇଛି। ମୁଁ ମୁହଁ ଖୋଲିଲେ ରାଜ୍ୟ ଦୋହଲିଯିବ। ଇଡିକୁ ଅପେକ୍ଷା କରିଥିଲି, ଏବେ ମୁହଁ ଖୋଲିବାକୁ ସୁଯୋଗ ମିଳିବ। ମୋତେ ୩୦ ମିନିଟ୍‌ ଦିଆଯାଉ। ନେତା,…

‘କଂଗ୍ରେସ ସହ ଡିଲ୍‌ କରି ବିଜେଡି ପଦ୍ମପୁର ଉପନିର୍ବାଚନ ଜିତିଛି’

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ଫଳାଫଳକୁ ନେଇ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ବିଜେଡି, କଂଗ୍ରେସ ଓ ଭାଜପା ମଧ୍ୟରେ ବାକ୍ୟ ବିନିମୟ ଜାରି ରହିଛି। ନିର୍ବାଚନର ଫଳାଫଳକୁ ନେଇ ଉଭୟ କଂଗ୍ରେସ ଓ ଭାଜପା ଆତ୍ମସମୀକ୍ଷା କରିବାକୁ କହୁଥିବା ବେଳେ ଭାଜପାର…

ଓଡ଼ିଶାରେ ଆଗୁଆ ହୋଇପାରେ ସାଧାରଣ ନିର୍ବାଚନ: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଓଡ଼ିଶାରେ ଆଗୁଆ ହୋଇପାରେ ସାଧାରଣ ନିର୍ବାଚନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଏଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଗଣମାଧ୍ୟମକୁ ଏଭଳି ପୂର୍ବାନୁମାନ କରିଛନ୍ତି। ରାଜ୍ୟରେ ଆଗୁଆ ନିର୍ବାଚନ ହେବ ବୋଲି ସେ ଶୁଣିଥିବା କହିଛନ୍ତି। ଆସନ୍ତା ୨୦୨୪ ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?