ରାଜ୍ୟ

ଉଧେଇ ପାରୁନାହାନ୍ତି ବହୁ ପ୍ରାଣୀ

ଲିଙ୍ଗରାଜ ରାଉତ ବାରଙ୍ଗ, ୧୦।୧୨: ବିଶ୍ୱସ୍ତରୀୟ ହେବ ପ୍ରାଣୀଉଦ୍ୟାନ ନନ୍ଦନକାନନ। ବଦଳିବ ଏହାର ଚେହେରା। ବୃଦ୍ଧି ପାଇବ ବନ୍ୟପ୍ରାଣୀଙ୍କ ସଂଖ୍ୟା। ନୂଆ ନୂଆ ପ୍ରଜାତିକୁ ଦେଖିବେ ପର୍ଯ୍ୟଟକ। ଏଥିପାଇଁ ଦେଶବିଦେଶରୁ ଅଣାଯାଉଛି ପଶୁପକ୍ଷୀ। ଏପରି କି ବଂଶାନୁକ୍ରମିକ ଓ ରକ୍ତସମ୍ପର୍କ ମିଳନରେ…

ଓଡ଼ିଆ ପୁଅଙ୍କୁ ଅନ୍ତର୍ଜାତୀୟ ନେତୃତ୍ୱ: ଜି-୨୦ ଯୁବଗୋଷ୍ଠୀ କୋଷାଧ୍ୟକ୍ଷ ଭାବେ ଓମ୍‌ ପ୍ରିୟଦର୍ଶୀ ମନୋନୀତ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭାରତ ଅଧ୍ୟକ୍ଷତାରେ ହେବାକୁ ଯାଉଥିବା ଜି-୨୦ ସମ୍ମିଳନୀରେ ଓଡ଼ିଆ ପୁଅ ଓମ୍‌ ପ୍ରିୟଦର୍ଶୀ ଛୋଟରାୟଙ୍କୁ ଗୁରୁ ଦାୟିତ୍ୱ ମିଳିଛି। ସେ ପ୍ରମୁଖ ୧୯ ରାଷ୍ଟ୍ର ଓ ୟୁରୋପୀୟ ରାଷ୍ଟ୍ରସଂଘକୁ ନେଇ ଗଠିତ ଯୁବଗୋଷ୍ଠୀ (youth ୨୦)ର କୋଷାଧ୍ୟକ୍ଷ ଭାବେ ମନୋନୀତ…

ବରଗଡ଼ ଧନୁଯାତ୍ରା ପୂର୍ବରୁ ଅଘଟଣ: ଆଖି ବୁଜିଲେ ବଳରାମ ଭୂମିକା ଲାଗି ମନୋନୀତ ଶିଶୁ କଳାକାର

ବରଗଡ଼ ଅଫିସ୍‌,୯।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୭ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପି ଏହା ଚାଲିବ। ଚଳିତ ବର୍ଷ ଧନୁଯାତ୍ରା ୭୫ବର୍ଷରେ ପଦାର୍ପଣ କରୁଥିବା ଯୋଗୁ ଅଭିନୟକୁ ଗୁରୁତ୍ୱ ଦିଆଯାଇ ଏଥର କଳାକାର ଚୟନ…

ଆଜିଠୁ ମାଟ୍ରିକ୍‌ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଶୁକ୍ରବାରଠୁ ଆରମ୍ଭ ହୋଇଛି ମାଟ୍ରିକ୍‌ ସମ୍ମେଟିଭ-୧ ପରୀକ୍ଷା ଖାତା ଦେଖା। ସକାଳ ୯ଟାରୁ ଖାତା ଦେଖା ଆରମ୍ଭ ହୋଇବା ବେଳେ ୫ଟା ଯାଏ ଚାଲିବ। ୧୨୪୦ଶିକ୍ଷକ ଖାତା ମୂଲ୍ୟାୟନ ପ୍ରକ୍ରିୟାରେ ନିୟୋଜିତ ହୋଇଛନ୍ତି। ମୋଟ୍‌ ୫୬ଟି କେନ୍ଦ୍ରରେ ଖାତା ଦେଖାଯାଉଛି।…

ତବଲା ବାଜୁଥିବା ଯାଏ ମନେରହିବେ…

ପଣ୍ଡିତ ଉମେଶ ଚନ୍ଦ୍ର କର। ତବଲା ବାଦନରେ ସେ ଥିଲେ ଅଦ୍ୱିତୀୟ। ତାଙ୍କ ତବଲା ଧ୍ୱନି ଶ୍ରୋତାଙ୍କୁ ଝୁମାଉଥିଲା। ଆଉ ନୃତ୍ୟ, ସଙ୍ଗୀତରେ ଜୀବନ ଭରୁଥିଲା। କେବଳ ରାଜ୍ୟ ନୁହେଁ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସେ ନିଜର ସ୍ବତନ୍ତ୍ର କଳା…

ଦାୟିତ୍ୱରେ ଥିବା ବିଜେଡି ନେତା ପୁଣି ଯିବେ ପଦ୍ମପୁର

ଭୁବନେଶ୍ବର,୯ା୧୨(ବ୍ୟୁରୋ):ପଦ୍ମପୁର ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ବିଜେଡି ନେତା ଓ କର୍ମୀ ଦଳୀୟ କାର୍ଯ୍ୟାଳୟଠାରେ ବାଜା ବଜାଇ, ବାଣ ଫୁଟାଇ ସେଲିବ୍ରେଶନ କରିଛନ୍ତି। କେବଳ ସେତିକି ନୁହେଁ, ସବୁ କର୍ମୀ ଏବଂ ନେତା ବିଜୁ ଯୁବ ଜନତା ଦଳ କାର୍ଯ୍ୟାଳୟଠାରେ…

ପୁଣି ନବୀନ ମ୍ୟାଜିକ୍‌

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଗତ କିଛିଦିନ ଧରି ପଦ୍ମପୁର ଉପନିର୍ବାଚନକୁ ନେଇ ଯେଉଁ ଚର୍ଚ୍ଚା ହେଉଥିଲା ତାହା ଭୁଲ ପ୍ରମାଣିତ ହୋଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମ୍ୟାଜିକ୍‌ ଆଗରେ ବିରୋଧୀ ଚିତ୍‌ପଟାଙ୍ଗ ମାରିଛନ୍ତି। ବିଜେଡି ପ୍ରାର୍ଥୀ ରେକର୍ଡ ବ୍ୟବଧାନରେ ଭାଜପା…

ନୂଆ ଟର୍ଫରେ ଖେଳାଯିବ ହକି ବିଶ୍ୱକପ୍‌

ଭୁବନେଶ୍ୱର,୯ା୧୨(ସ୍ପୋଟ୍ସର୍ର୍ ବ୍ୟୁରୋ):ପୁରୁଷ ହକି ବିଶ୍ୱକପର ଆଗା ସଂସ୍କରଣ ଭୁବନେଶ୍ୱର ଓ ରାଉରକେଲାରେ ଅନୁଷ୍ଠିତ ହେବ। ଜାନୁୟାରୀ ୧୩ରୁ ୨୯ ଯାଏ ଏହି ଟୁର୍ନାମେଣ୍ଟ ଆୟୋଜିତ ହେବାକୁ ଥିବା ବେଳେ ଉଭୟ କଳିଙ୍ଗ ଷ୍ଟାଡିୟମ ଓ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପ୍ରସ୍ତୁତ।…

ଆଜି ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’

ଭୁବନେଶ୍ୱର,୯।୧୨(ବ୍ୟୁରୋ):ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ ଶୁକ୍ରବାରଠାରୁ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ୧୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାନ କରିବେ। ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଏହା ଉଦ୍‌ଯାପିତ ହେବ।…

୨୦୨୩ ଶେଷ ସୁଦ୍ଧା ଜୟଦେବ ପୀଠର ଉନ୍ନତୀକରଣ

ଭୁବନେଶ୍ୱର,୯।୧୨(ବ୍ୟୁରୋ):କେନ୍ଦୁଲିସ୍ଥିତ ଜୟଦେବ ପୀଠର ହେବ ଉନ୍ନତିକରଣ। ୨୦୧୯ ‘ଫନି’ ବାତ୍ୟା ପରେ ନଷ୍ଟ ହୋଇଯାଇଥିବା ପୀଠର ପୁନରୁଦ୍ଧାର ସହ ବିକାଶ ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ…

ବିରୋଧ ପରେ ଗଙ୍ଗନଗରରେ ଉଚ୍ଛେଦ ବନ୍ଦ

ଭୁବନେଶ୍ୱର,୯।୧୨(ବ୍ୟୁରୋ):ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ରାଜଧାନୀରେ ସରକାରୀ ଜମି ଜବରଦଖଲ ଉଚ୍ଛେଦ କରାଯାଉଛି। ହେଲେ ବିରୋଧ ଯୋଗୁ ଉଚ୍ଛେଦ ବାଧାପ୍ରାପ୍ତ ହେଉଛି। ଗୁରୁବାର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ୧, ୨, ୩ ଏବଂ ୪ ବିମାନବନ୍ଦର ଓ କ୍ୟାପିଟାଲ ଥାନା ଅଧୀନରୁ…

ପୁଣି ଠିକାଦାରଙ୍କୁ ଜେରା, ଡିଜିଟାଲ ଦସ୍ତାବିଜ୍‌ ଦାଖଲ ନିର୍ଦ୍ଦେଶ

ଭୁବନେଶ୍ୱର, ୯।୧୨ (ବ୍ୟୁରୋ):ବହୁଚର୍ଚ୍ଚିତ ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାରଠାରୁ ୭ ଦିନିଆ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାରାଥନ୍‌ ଜେରା କରୁଛି। ତେବେ ଜେରାବେଳେ ବହୁ ଚାଞ୍ଚଲ୍ୟକର ତଥା ଇଡି ପାଇଥିବା ଜଣାପଡିଛି। ଗୁରୁବାର ରିମାଣ୍ଡର ତୃତୀୟ ଦିନରେ ଇଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?