ରାଜ୍ୟ

ଘନୀଭୂତ ହେଉଛି ବାତ୍ୟା ମାଣ୍ଡୋସ୍‌

ଭୁବନେଶ୍ୱର,୯।୧୨(ବ୍ୟୁରୋ):ସାମୁଦ୍ରିକ ଝଡ଼ ମାଣ୍ଡୋସ ଘନୀଭୂତ ହେଉଛି। ଏହା ଘଣ୍ଟା ପ୍ରତି ୧୨ କିମି ବେଗରେ ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଶୁକ୍ରବାର ସକାଳ ସୁଦ୍ଧା ଏହା ଭୟଙ୍କର ବାତ୍ୟା ରୂପ ନେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ ।…

ବାଦାମପାହାଡରୁ କେନ୍ଦୁଝରକୁ ହେବ ରେଳ ସଂଯୋଗ

କେନ୍ଦୁଝର,୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରୁ ମୟୂରଭଞ୍ଜ ଜିଲା ବାଦାମପାହାଡକୁ ରେଳଲାଇନ୍‌ ସଂଯୋଗ ହେବ। ଦୀର୍ଘ ୮୦ କିମି ନୂଆ ରେଳଲାଇନ୍‌ କାମର ଫାଇନାଲ ଲୋକେଶନ ସର୍ଭେ ପାଇଁ ରେଳବାଇ ବିଭାଗ କୋଲକାତା ଦକ୍ଷିଣ ପଶ୍ଚିମତଟ ରେଳବାଇର ସାଧାରଣ ପ୍ରବନ୍ଧକଙ୍କୁ ଚିଠି ଲେଖିଛନ୍ତି। ଏହି…

ପ୍ରକାଶ ପାଇଲା ଓଏଏସ୍‌ ପ୍ରିଲିମ୍‌ ରେଜଲ୍ଟ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ପ୍ରକାଶ ପାଇଲା ଓଏଏସ୍‌-୨୦୨୧ ପ୍ରିଲିମ୍‌ ପରୀକ୍ଷାଫଳ। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଗୁରୁବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ମୋଟ୍‌ ୫୨୯୬ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ସୂଚନା ମିଳିଛି। ଚଳିତ ବର୍ଷ ମୋଟ୍‌ ୨୯ ହଜାର ୨୯୫ ଆଶାୟୀ ପ୍ରିଲିମ୍‌ ପରୀକ୍ଷା…

ପଦ୍ମପୁର ଜନାଦେଶ: ବହୁମତରେ ବାଜି ମାରିଲେ ବର୍ଷା

ବରଗଡ଼ ଅଫିସ,୮ା୧୨: ପଦ୍ମପୁର ଉପନିର୍ବାଚନରେ ବାଜି ମାରିଛନ୍ତି ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା। ଅନ୍ତିମ ୨୩ ରାଉଣ୍ଡ ସୁଦ୍ଧା ବର୍ଷାଙ୍କୁ ୧,୧୯,୫୧୨ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ୭୭,୪୪୭ ଖଣ୍ଡ ଭୋଟ୍‌ ପାଇଛନ୍ତି। ଏଥିସହିତ…

ବିଜୁ ସ୍ବାସ୍ଥ୍ୟ କାର୍ଡ ବଦଳିଥିବାରୁ ଚିକିତ୍ସା ସୁବିଧାରୁ ବଞ୍ଚିତ

ଲାଞ୍ଜିଗଡ,୮।୧୨(ଡି.ଏନ.ଏ.): ଅର୍ଥ ଅଭାବରୁ ଉଚ୍ଚ ଚିକିତ୍ସା ପାଇଁ ସାଜିଛି ବାଧକ। ଉଚ୍ଚ ଚିକିତ୍ସା ପାଇଁ ତାଙ୍କ ପାଖରେ ଅର୍ଥ ନାହିଁ। କୌଣସି ସଦୃଦୟ ବ୍ୟକ୍ତି କିମ୍ବା ସରକାରୀ ସହାୟତା ଯୋଗାଇ ଦେଲେ ମୋ ମୁଅ ଦୁକୁ ମାଝି (୧୨) ଭଲ ହୋଇଯିବ…

୨୦ ରାଉଣ୍ଡ ସୁଦ୍ଧା ୩୫,୨୯୬ ଖଣ୍ଡ ଭୋଟ୍‌ରେ ବିଜେଡି ଆଗୁଆ

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୨୦ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ପ୍ରଦୀପ ପୁରୋହିତଙ୍କଠାରୁ ୩୫,୨୯୬ ଭୋଟ୍‌ରେ…

ଯୁକ୍ତ୨ ପରୀକ୍ଷା: ଦୈନିକ ଯାଞ୍ଚ ହେବ ଟ୍ୟାଗ୍‌ ସେଣ୍ଟର

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ୨୦୨୩ ଯୁକ୍ତ୨ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ତାରିଖ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଉଦ୍ୟମ ହେଉଛି। ତେବେ ଚଳିତବର୍ଷ ୨ଥର ଫର୍ମ ପୂରଣ କରିବାକୁ…

୧୯ ରାଉଣ୍ଡ ଗଣତି ଶେଷ: ଆଗରେ ବିଜେଡି

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୧୯ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ପ୍ରଦୀପ ପୁରୋହିତଙ୍କଠାରୁ ୩୩,୫୯୬ ଭୋଟ୍‌ରେ…

୧୮ ରାଉଣ୍ଡରେ ବି ବିଜେଡି ଆଗୁଆ

ବରଗଡ ଅଫିସ,୮।୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନରେ ଭୋଟ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୧୮ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ୩୨ ହଜାର ୫୬୭ ଖଣ୍ଡ ଭୋଟରେ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଶିଷ୍ଟ ତବଲା ବାଦକ ଉମେଶଙ୍କର ହେବ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧୨(ବ୍ୟୁରୋ): ବିଶିଷ୍ଟ ତବଲା ବାଦକ ଉମେଶ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିବା ସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ହେବ ବୋଲି ଘୋଷଣା କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ କରଙ୍କୁ ଜଣେ ମହାନ କଳାକାର ଭାବରେ…

କଣ୍ଟେଇମୁଣ୍ଡି ବାଇଗଣ ପାଇପାରେ ଜିଆଇ ଟ୍ୟାଗ୍‌ ମାନ୍ୟତା

ନୟାଗଡ଼ ଅଫିସ,୮।୧୨: ନୟାଗଡ଼ର ସ୍ବତନ୍ତ୍ର କିସମର କଣ୍ଟାଯୁକ୍ତ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିପାରେ ଭୌଗୋଳିକ ସଙ୍କେତ ବା ଜିଓ ଗ୍ରାଫିକାଲ୍‌ ଇଣ୍ଡିକେସନ(ଜିଆଇ) ଟ୍ୟାଗ ମାନ୍ୟତା। ଭୁବନେଶ୍ୱରର ଏସ୍‌ଏସ୍‌ଟି ରିସର୍ଚ୍ଚ ସେଣ୍ଟରରେ ମଙ୍ଗଳବାର ଜିଆଇ ଟ୍ୟାଗ ମାନ୍ୟତା ଦେବା ନେଇ ବୈଠକ ହୋଇଥିଲା। ଅନ୍‌ଲାଇନରେ…

୧୩ ରାଉଣ୍ଡ ସୁଦ୍ଧା ବିଜେଡିକୁ ୬୯,୨୫୦ ଖଣ୍ଡ ଭୋଟ୍‌, ଭାଜପାକୁ ୪୫,୧୯୨

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୧୩ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ପ୍ରଦୀପ ପୁରୋହିତଙ୍କଠାରୁ ୨୪,୦୫୮ ଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?