ରାଜ୍ୟ

ମୋ ବିରୋଧରେ ଷଡ଼ଯନ୍ତ୍ର କରାଯାଇଛି: ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୮।୧୨ (ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ୩୦ ହଜାର ଟଙ୍କା ଠକିବା ଅଭିଯୋଗକୁ ନେଇ ଚର୍ଚ୍ଚା ସୃଷ୍ଟି ହୋଇଛି। ହେଲେ ବର୍ଷା ଏହି ଅଭିଯୋଗକୁ ଖଣ୍ଡନ କରିବା ସହ ଘଟଣା ସଂକ୍ରାନ୍ତରେ ବୁଧବାର ଭୁବନେଶ୍ୱର…

ପଦ୍ମପୁର ଉପନିର୍ବାଚନ: ୯ମ ରାଉଣ୍ଡ ସୁଦ୍ଧା ଆଗରେ ଅଛନ୍ତି ବର୍ଷା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୯ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ପ୍ରଦୀପ ପୁରୋହିତଙ୍କଠାରୁ ୧୭୪୪୫ ଭୋଟ୍‌ରେ…

ପରପାରିରେ ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ କର

ଭୁବନେଶ୍ୱର,୮ା୧୨(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ କରଙ୍କ ଗୁରୁବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ଆଜି ସକାଳେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ସେ ସଙ୍ଗୀତ ମହାବିଦ୍ୟାଳୟର…

ଡିଇଇ ପରେ ଏବେ ଏଚ୍‌ଏସ୍‌ଇ

ଯାଜପୁର ଅଫିସ,୮ା୧୨: ରାଜ୍ୟର ବିଭିନ୍ନ ସ୍ଥାନରେ ନକଲି ବିଏଡ୍‌/ସିଟି ଡିଗ୍ରିଧାରୀ ଏବଂ ନକଲି ଆଦିବାସୀ ପ୍ରମାଣପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ନିଯୁକ୍ତି ପାଇବା ଏବେ ସାଧାରଣ କଥା ହୋଇଛି। ଏନେଇ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ (ଡିଇଇ) ପକ୍ଷରୁ ବାରମ୍ବାର ସମ୍ପୃକ୍ତ…

ଧାନ ଖାଇବାକୁ ଆସି ଡଗଓ୍ବେଲ୍‌ରେ ଫସିଥିବା ୨ ହାତୀ ଉଦ୍ଧାର

ବାରିପଦା ଅଫିସ,୮।୧୨: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ କାଠରୁମା (ଦେହୁରୀ ସାହି)ରେ ଏକ ଡଗ୍‌ୱେଲ ଭିତରେ ଖସି ପଡିଥିବା ଦୁଇଟି ହାତୀ ନିଶ୍ଚିତ ମୃତ୍ୟୁମୁଖରୁ ରକ୍ଷା ପାଇଛନ୍ତି । ଏଥିପାଇଁ ଗ୍ରାମବାସୀ, ବନ ଓ ଅଗ୍ନିଶମ ବିଭାଗଙ୍କ ଉପସ୍ଥିତ ବୁଦ୍ଧିକୁ ସାଧାରଣରେ…

୬ଷ୍ଠ ରାଉଣ୍ଡରେ ବି ପ୍ରଦୀପଙ୍କୁ ପଛରେ ପକାଇଲେ ବର୍ଷା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ପୂର୍ବ ୫ଟି ରାଉଣ୍ଡରେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଆଗୁଆ ଥିବା ବେଳେ ୬ଷ୍ଠ ରାଉଣ୍ଡରେ ମଧ୍ୟ ସେ ଆଗରେ ରହିଛନ୍ତି। ଏହି…

ସରିଲା ୫ମ ରାଉଣ୍ଡ ଗଣତି: ଆଗରେ ଅଛନ୍ତି ବର୍ଷା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ପୂର୍ବ ୪ଟି ରାଉଣ୍ଡରେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଆଗୁଆ ଥିବା ବେଳେ ୫ ରାଉଣ୍ଡରେ ମଧ୍ୟ ସେ ଆଗରେ ରହିଛନ୍ତି। ଏହି…

ଭିଜିଲାନ୍ସ ଜାଲରେ ଟିଟଲାଗଡ଼ ରେଞ୍ଜର

ବଲାଙ୍ଗୀର ଅଫିସ,୮।୧୨: ଭିଜିଲାନ୍ସ ଜାଲରେ ରେଞ୍ଜର। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲା ଟିଟିଲାଗଡ ଜଙ୍ଗଲ ବିଭାଗର ରେଞ୍ଜର ଶିବପ୍ରସାଦ ନାଏକଙ୍କ ବାସଭବନରେ ଗୁରୁବାର ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ସମ୍ବଲପୁର ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ସମ୍ବଲପୁର…

ପଦ୍ମପୁର ଉପନିର୍ବାଚନ: ୪ର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ୮୧୭୯ ଭୋଟ୍‌ରେ ଆଗୁଆ

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ପ୍ରଦୀପ ପୁରୋହିତଙ୍କଠାରୁ ୮୧୭୯ ଭୋଟରେ…

ପଦ୍ମପୁରରେ ବିଜେଡି ୧,୭୧୨ ଭୋଟ୍‌ରେ ଆଗୁଆ

ପଦ୍ମପୁର, ୮।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟଗଣତି ଜାରି ରହିଛି। ଗୁରୁବାର ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଥିବା ବେଳେ ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛନ୍ତି। ବିଜେଡିକୁ ୫,୫୦୧ ଭୋଟ ମିଳିଛି। ସେହିଭଳି ଭାଜପାକୁ ୩,୭୮୯, କଂଗ୍ରେସକୁ…

ଏସ୍‌ଟିଏଫ୍‌ ଉପରକୁ ଗୋଚାଲାଣକାରୀଙ୍କ ଗୁଳିମାଡ଼

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୮ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ ନଂ. ଜାତୀୟ ରାଜପଥ ଦେଇ ପ୍ରତିଦିନ ପଶ୍ଚିମବଙ୍ଗକୁ ବେଆଇନ ଭାବେ ଗୋଚାଲାଣ କରାଯାଉଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏସ୍‌ଟିଏଫ୍‌ ଟିମ୍‌ ସ୍ଥାନୀୟ ପୋଲିସ ସହାୟତାରେ ଚଢ଼ାଉବେଳେ ଗୋରୁ ଚାଲାଣକାରୀମାନେ ଗୁଳିମାଡ଼ କରିଛନ୍ତି। ୭ ରାଉଣ୍ଡ ଗୁଳିଚାଳନା…

କର୍ମଜୀବୀ ମହିଳା ନିବାସ ଯୋଜନା ବାଟବଣା

ଭୁବନେଶ୍ୱର,୮ା୧୨(ବ୍ୟୁରୋ): ଭାରତର ସମ୍ବିଧାନ ନାରୀ ଓ ପୁରୁଷଙ୍କୁ ସମାନ ଅଧିକାର ଦେଇଛି। ସମୟ ବଦଳିବା ସହିତ ନାରୀ ଶିକ୍ଷାର ଉନ୍ନତି ଘଟିଛି। ମହିଳାମାନେ ସରକାରୀ ଓ ବେସରକାରୀ ସଂସ୍ଥାରେ ନିଯୁକ୍ତି ପାଇ ସ୍ବାବଲମ୍ବୀ ହୋଇଛନ୍ତି। ଜାତୀୟ ନମୁନା ସର୍ବେକ୍ଷଣର ଶ୍ରମ ଶକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?