ଖୁବ୍ଶୀଘ୍ର ପୂରଣ ହେବ ୧୪୧୪ ଆର୍ଆଇ, ଏଆର୍ଆଇ, ଅମିନ ପଦ
ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା): ରାଜ୍ୟ ସରକାର ଖାଲିଥିବା ପଦ ପୂରଣକୁ ଗୁରୁତ୍ଵ ଦେଉଥିବାବେଳେ ରାଜସ୍ବ ବିଭାଗ ପକ୍ଷରୁ ତିନୋଟି ବର୍ଗର ୧୪୧୪ ପଦ ପୂରଣ ଲାଗି ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସ୍ଏସ୍ଏସ୍ସି)ଙ୍କୁ ପତ୍ର ଲେଖି ଅବଗତ କରାଯାଇଛି। ଯଦି ଜିଲାସ୍ତରରେ…
ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ରାଗିଗଲେ ଆଉଟସୋର୍ସିଂ କର୍ମଚାରୀ, ଦେଲେ ଆନ୍ଦୋଳନ ଧମକ
ଭୁବନେଶ୍ୱର,୧୧।୧୨: ଓଡ଼ିଶାର ଆଉଟସୋର୍ସିଂ କର୍ମଚାରୀମାନେ ତଥ୍ୟ ଗୋପନୀୟତା ଭଙ୍ଗ ହେବାର ଆଶଙ୍କା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ତୀବ୍ର ବିରୋଧ କରିଛନ୍ତି। ଏହି ପ୍ରସଙ୍ଗରେ ‘ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ସଂଘ’ ଆନ୍ଦୋଳନ ପାଇଁ ଧମକ ଦେଇଛି।…
ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ
ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ ରଖାଯାଇଛି। ଡିସେମ୍ବର ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଜିଲାସ୍ତରୀୟ ମହୋତ୍ସବକୁ ଆସନ୍ତା…
‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍
କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ପ୍ରଶ୍ନ କରି ସେ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ଅସନ୍ତୋଷ…
ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍…
ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ ଉଚ୍ଛେଦ ଖର୍ଚ୍ଚ ଟଙ୍କା ମଧ୍ୟ ଆଦାୟ କରାଯିବ। ଜବରଦଖଲକାରୀଙ୍କ ଡାଟାବେସ୍ ପ୍ରସ୍ତୁତ ପାଇଁ ତହସିଲଦାରଙ୍କୁ…
ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ
ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ ଦୋକାନର ଲାଇସେନ୍ସ ଅବଧି ସରିଯାଇଥିଲା । ଡାଟା ବେସ୍ ଯାଞ୍ଚ କରିବା ପରେ ଡ୍ରଗ୍ସ…
ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…
ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି, ପୂର୍ବ ସରକାରରେ ନିୟମିତ ନିଯୁକ୍ତି ଦିଆଯାଉ ନ ଥିଲା। ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା,…
ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ
ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ମନ୍ଦାର ପୁଟେଲ l ସ୍ବାମୀ, ଶ୍ୱଶୁର ଓ ତିନି ଛୋଟ ଛୁଆଙ୍କ ସହ…
କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…
ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ ନଷ୍ଟ କରୁଛନ୍ତି। ସେ ତାଙ୍କର ବେପାର କରନ୍ତୁ କି ନୂଆ ଦଳ କରିବାର ଥିଲେ…
ବସ୍-ବାଇକ୍ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ
ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ ସଡ଼କ ଦୁର୍ଘଟଣାରେ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଲାଞ୍ଜିଗଡ଼ରୁ ବ୍ରହ୍ମପୁରକୁ ଯାଉଥିବା ଏକ ଘରୋଇ…
ରାଜ୍ୟରେ ହାଡଭଙ୍ଗା ଶୀତ: ୧୦ ଡିଗ୍ରୀ ତଳେ ୧୬ ସହର, ସେମିଳିଗୁଡ଼ାରେ ସର୍ବନିମ୍ନ…
ଭୁବନେଶ୍ୱର,୧୧।୧୨: ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ତେବେ ୧୦ ଡିଗ୍ରୀ ତଳେ…
ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…
ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି ଲାଞ୍ଜିଗଡ ପୋଲିସ। ଅଭିଯୁକ୍ତ ଜଣକ ଲାଞ୍ଜିଗଡ଼ ବ୍ଳକ…
Archives


