ରାଜ୍ୟ

ପଦ୍ମପୁର ଉପନିର୍ବାଚନ: ଚାଲିଛି ଭୋଟ ଗଣତି

ପଦ୍ମପୁର, ୮।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପଦ୍ମପୁର ଆର୍‌ଏମ୍‌ସି ପରିସର ଭୋଟଗଣତି କେନ୍ଦ୍ରରେ ଏହା ଚାଲିଛି। ୧୪ ଟେବୁଲରେ ଗଣତି ଚାଲିଥିବାବେଳେ ୨୩ ରାଉଣ୍ଡରେ…

ପଦ୍ମପୁର ଉପନିର୍ବାଚନ: ଗୁରୁବାର ସକାଳ ୮ରୁ ଭୋଟଗଣତି

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଆସିବ ପଦ୍ମପୁର ଉପନିର୍ବାଚନ ଫଳାଫଳ। କଡ଼ା ସୁରକ୍ଷା ମଧ୍ୟରେ ଗୁରୁବାର ଭୋଟ୍‌ ଗଣତି କରାଯିବ। ସକାଳ ୮ଟାରୁ ଗଣତି ଆରମ୍ଭ ହେବ। ପ୍ରଥମେ ପୋଷ୍ଟାଲ ବାଲଟ୍‌ ଗଣା ହେବ। ଏହାପରେ ୮ଟା ୩୦ ମିନିଟ୍‌ରୁ ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ (ଇଭିଏମ୍‌)…

ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୭।୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରାଯାଇଛି। ବରିଷ୍ଠ ଓଏଏସ୍‌ ଅଫିସର ସରିତା ଧନୱରଙ୍କୁ ରାଜ୍ୟ ଯୋଗାଣ ନିଗମର ଜେନେରାଲ ମ୍ୟାନେଜର, ବରିଷ୍ଠ ଓଏଏସ୍‌ ଅଫିସର ସୁଧାକର ଶବରଙ୍କୁ ଓ ଆଗ୍ରୋ ଇଣ୍ଡଷ୍ଟ୍ରିଜ୍‌ କର୍ପୋରେଶନର ଜେନେରାଲ ମ୍ୟାନେଜର ଭାବେ…

ବିଲରେ କାଟୁଥିଲେ ଧାନ, ଏବେ ପଢ଼ିବେ ଡାକ୍ତରୀ ପାଠ; ଖର୍ଚ୍ଚ ବହନ କରିବେ ସରକାର

ବାଲିଗୁଡ଼ା,୭ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ମେଧାବୀ ଛାତ୍ର ଇଫୁ ମଲ୍ଲିକଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ରାଜ୍ୟ ସରକାର। ତାଙ୍କର ବାପା ଅତ୍ୟନ୍ତ ଗରିବ ହୋଇଥିବାବେଳେ ସେ ହଷ୍ଟେଲ ଏବଂ ଅନ୍ୟାନ୍ୟ ପାଠପଢ଼ା ଖର୍ଚ୍ଚ ପାଇଁ କ୍ଷେତରେ ଶ୍ରମିକ ଭାବେ କାମ କରୁଥିଲେ। ଇଫୁ…

ଡାକ୍ତରଖାନା ପରିସରରେ ଶିଶୁପୁତ୍ରକୁ ଫିଙ୍ଗି ପଳାଇଲେ

କେନ୍ଦୁଝର,୭ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ବୁଧବାର ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଥିବା ଜଣାପଡ଼ିଛି। କିଏ କେବେ ଫୋପାଡ଼ିଛି ଜଣା ପଡ଼ି ନ ଥିଲେ ହେଁ ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେଇଛି। ସୂଚନାନୁସାରେ, ଜିଲା ମୁଖ୍ୟ…

ଶ୍ରୀମନ୍ଦିରରେ ସ୍ମାର୍ଟଫୋନ ମନା

ପୁରୀ ଅଫିସ,୭ା୧୨: ଏଣିକି ଶ୍ରୀମନ୍ଦିରରେ ସ୍ମାର୍ଟଫୋନ୍‌ ବ୍ୟବହାର ହୋଇପାରିବ ନାହିଁ। ଛତିଶା ନିଯୋଗ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। କେବଳ କି ପ୍ୟାଡ ଫୋନ୍‌ ବ୍ୟବହାର କରିପାରିବେ ସେବାୟତ ଓ ପ୍ରାଧିକୃତ ଅଧିକାରୀ। ନୀତି ସମ୍ପର୍କିତ ସୂଚନା ପାଇଁ କେବଳ…

ହୋଟେଲରେ ଲାଗିଲା ନିଆଁ

ଯାଜପୁର ଅଫିସ,୭।୧୨: ଯାଜପୁର ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ସାମ୍ନାରେ ଥିବା ଏକ ରୁଚିକା ହେଟେଲରେ ବୁଧବାର ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଖବରପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ…

ପୁଣି ଇଡିରେ ହାଜର ହେଲେ ଆର୍କିଟେକ୍ଟ ରଞ୍ଜିତ ବେହେରା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ଜଣଙ୍କ ପରେ ଜଣଙ୍କୁ ଜେରା କରୁଛି। ତେବେ ବୁଧବାର ପୁଣି ଆର୍କିଟେକ୍ଟ ରଞ୍ଜିତ ବେହେରା ହାଜର ହୋଇଛନ୍ତି। ମଙ୍ଗଳବାର ୧୨ ଘଣ୍ଟାରୁ ଅଧିକ ଧରି ରଞ୍ଜିତ ବେହେରାଙ୍କୁ ଜେରା…

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମହିଳା ଗୁରୁତର

ଦେବଗଡ,୭।୧୨(ଡି.ଏନ୍‌.ଏ.): ଜନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମହିଳା ଗୁରୁତରା ଥାନା ଅନ୍ତର୍ଗତ ଟାଇଁସର ଗ୍ରାମରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ା ଜନ୍ତୁ ଶିକାର ପାଇଁ କେତେକ ଦୁର୍ବୃତ୍ତ ଟାଇଁସର ହାଇସ୍କୁଲ ପଛପଟେ ଥିବା…

ଅର୍ଚ୍ଚନାଙ୍କ ରିମାଣ୍ଡର ଆଜି ଦ୍ୱିତୀୟ ଦିନ, ଅଧିକ ତଥ୍ୟ ହାସଲ କରିପାରେ ଇଡି

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ତଦନ୍ତ ଚଳାଇଛି। ବେଆଇନ୍‌ ଅର୍ଥ କାରବାରକୁ ନେଇ ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାରଠୁ ୭ ଦିନିଆ ରିମାଣ୍ଡରେ ନେଇଛି ଇଡି। ତେବେ ଆଜି ରିମାଣ୍ଡର ଦ୍ବିତୀୟ ଦିନ ଥିବା ବେଳେ…

ପାର୍ଲାମେଣ୍ଟର ଶୀତ ଅଧିବେଶନରେ ବିଜେଡି ଆଭିମୁଖ୍ୟ ଉପରେ ନଜର

ଭୁବନେଶ୍ବର, ୭।୧୨(ବ୍ୟୁରୋ): ପାର୍ଲାମେଣ୍ଟର ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଏହା ପୂର୍ବରୁ ଅର୍ଥାତ୍‌ ମଙ୍ଗଳବାର ଦିଲ୍ଲୀଠାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ବିଜେଡି ମହିଳା ସଂରକ୍ଷଣ ବିଲ୍‌ ପାସ୍‌ କରାଇବାକୁ ଦାବି କରିଥିବା ଜଣାପଡ଼ିଛି। ତେବେ ଅଧିବେଶନ ଆରମ୍ଭ ହେବା ପୂର୍ବରୁ…

୪ ସ୍ଥାନରୁ ଜବରଦଖଲ ଉଚ୍ଛେଦ

ଭୁବନେଶ୍ୱର, ୭।୧୨ (ବ୍ୟୁରୋ): ରାଜଧାନୀରେ ଜୋର୍‌ଦାର ସୌନ୍ଦର୍ଯ୍ୟକରଣ କାମ ଚାଲୁ ରହିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ମଧ୍ୟ ଉଚ୍ଛେଦ କାର୍ଯ୍ୟ ଜାରି ରହିଥିଲା। ବିଡିଏର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ପକ୍ଷରୁ ୪ଟି ସ୍ଥାନରେ ଉଚ୍ଛେଦ କରାଯାଇଥିଲା। ପ୍ରଥମ ଉଚ୍ଛେଦରେ ସ୍କ୍ବାଡ୍‌ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?