ରାଜ୍ୟ

ସରିଲା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌: ସମସ୍ତଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧୨(ବ୍ୟୁରୋ): ଶେଷ ହୋଇଛି ମେକ ଇନ୍‌ ଓଡ଼ିଶା କନ୍‌କ୍ଲେଭ। ରବିବାର ଏହାର ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଏ ସଂସ୍କରଣରେ ଜାତୀୟ ଓ ଅନ୍ତର୍ଜାତୀୟ ନିବେଶକମାନେ ଓଡ଼ିଶାରେ ପୁଞ୍ଜି ଖଟାଇବାକୁ…

ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୪।୧୨: ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀ ଏଠାରେ ଅଜାଡ଼ି ଦେଇଛି ସବୁକିଛି, ଯାହାର ଶୋଭା ଆକର୍ଷିତ କରୁଛି ସହରୀ ମଣିଷଙ୍କୁ। ତେବେ…

ମୁଖ୍ୟମନ୍ତ୍ରୀଙ୍କ ରାଲିରେ ଲୋକଙ୍କ ଜୋସ୍‌ ଦେଖି କେନ୍ଦ୍ରମନ୍ତ୍ରୀ ବିଚଳିତ: ବିଜେଡି

ଭୁବନେଶ୍ୱର,୪।୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପ୍ରଚାର ଶନିବାର ଶେଷ ହୋଇଛି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର ଶେଷ ଦିନରେ ବିଭିନ୍ନ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି। ଧର୍ମେନ୍ଦ୍ରଙ୍କ ମନ୍ତବ୍ୟକୁ ବିଜେଡି ପାଲଟା ଜବାବ ଦେଇଛି। ଧର୍ମେନ୍ଦ୍ର କହିଛନ୍ତି ଯେ…

ବାହାର ନେତା ନିର୍ବାଚନମଣ୍ଡଳୀ ଛାଡ଼ନ୍ତୁ

ପଦ୍ମପୁର,୪।୧୨(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ୍‌ଗ୍ରହଣ ହେବ। ଏହାକୁ ନିରପେକ୍ଷ ଓ ଶୃଙ୍ଖଳିତ କରିବା ପାଇଁ ମତଦାନର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଶନିବାର ଅପରାହ୍ନ ୪ଟାରୁ ପ୍ରଚାର ଶେଷ ହୋଇଛି। ପଦ୍ମପୁର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବରଗଡ଼…

ଶ୍ରୀମନ୍ଦିରର ଡ୍ରୋନ୍‌ ଭିଡିଓ ଭାଇରାଲ

ପୁରୀ ଅଫିସ,୪।୧୨: ଶ୍ରୀମନ୍ଦିରର ଭିଡିଓ ପୁଣିଥରେ ଭାଇରାଲ ହୋଇଛି। ଏଥର କିନ୍ତୁ ଭିଡିଓଟି ମନ୍ଦିର ଭିତରର ହୋଇ ନ ଥିବାବେଳେ ସମ୍ପୂର୍ଣ୍ଣ ମନ୍ଦିରର ଚିତ୍ର ଆକାଶରୁ ଡ୍ରୋନ ଦ୍ୱାରା ଉଠାଯାଇ ଭାଇରାଲ କରାଯାଇଛି, ଯାହାକୁ ନେଇ ଅଗଣିତ ଜଗନ୍ନାଥ ପ୍ରେମୀ ଓ…

୧୭ରେ ସ୍କୁଲ କଲେଜ ଶିକ୍ଷକ କର୍ମଚାରୀଙ୍କ ମହାସମାବେଶ

ଭୁବନେଶ୍ୱର, ୪।୧୨ (ବ୍ୟୁରୋ): ରାଜ୍ୟ ସରକାର ନୂତନ ଅନୁଦାନପ୍ରାପ୍ତ ସ୍କୁଲ କଲେଜର ସମସ୍ୟାକୁ ଅଣଦେଖା କରିବା ପ୍ରତିବାଦରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ରାଜ୍ୟର ୩୧୪ଟି ବ୍ଲକ୍‌ ଶିକ୍ଷାଧିକାରୀଙ୍କ ମାଧ୍ୟମରେ ଶନିବାର ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ…

୮ ହଜାରରୁ ଊର୍ଦ୍ଧ୍ୱ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ତୃତୀୟ ଦିବସରେ ବିଜ୍ଞାନ ଓ କାରିଗରି ବିଭାଗ ପକ୍ଷରୁ କେତେକ ରାଜିନାମା ସ୍ବାକ୍ଷରିତ ହୋଇଛି ା ବାୟୋଟେକ୍ନୋଲୋଜି କ୍ଷେତ୍ରରେ ବ୍ୟାପକ ବିକାଶ ପାଇଁ ରାଜିନାମାରେ ବ୍ୟବସ୍ଥା ରହିଛି ା ଆବଲ୍‌ (ଆସୋସିଏଶନ୍‌ ଅଫ୍‌ ବାୟୋଟେକ୍ନୋଲୋଜି…

୧୦.୫ ଲକ୍ଷ କୋଟିର ପ୍ରସ୍ତାବ

ଭୁବନେଶ୍ୱର, ୪।୧୨(ବ୍ୟୁରୋ): କୋଭିଡ୍‌ ପରେ ରାଜ୍ୟକୁ ଏକ ବଡ଼ ପୁଞ୍ଜିନିବେଶ ସୁଯୋଗ ସୃଷ୍ଟି ହୋଇଛି। ରାଜ୍ୟରେ ୬ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ସୃଷ୍ଟି ହେବାର ଲକ୍ଷ୍ୟ ନେଇ ନଭେମ୍ବର ୩୦ରୁ ଆୟୋଜିତ ହୋଇଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୨ରେ ୧୦.୫୦…

‘ସ୍ଲୋଗାନ ନୁହେଁ, ପ୍ରତିବଦ୍ଧତା’

ଭୁବନେଶ୍ୱର,୪।୧୨(ବ୍ୟୁରୋ): ମିଶନ ଶକ୍ତି ମହାସଂଘ(ଫେଡେରେଶନ)କୁ ଆହୁରି ମଜଭୁତ କରିବା ସହ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ରରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ପ୍ରତି ଜିଲାସ୍ତରୀୟ ମହାସଂଘକୁ ୧କୋଟି ଏବଂ ପ୍ରତ୍ୟେକ ବ୍ଲକସ୍ତରରେ ମହାସଂଘକୁ ୫୦ଲକ୍ଷ ଟଙ୍କାର…

ଡ୍ରୋନ ଯୋଗେ ଶ୍ରୀମନ୍ଦିରର ଭିଡିଓ ରେକର୍ଡିଂ, ୟୁଟ୍ୟୁବରେ ଭାଇରାଲ ପରେ ସୁରକ୍ଷା ନେଇ ପ୍ରଶ୍ନବାଚୀ

ପୁରୀ ଅଫିସ,୩।୧୨: ଶ୍ରୀମନ୍ଦିର ଉପରେ ଉଡ଼ିଛି ଡ୍ରୋନ କ୍ୟାମେରା। ଆକାଶ ମାର୍ଗରୁ ଏହାର ଭିଡିଓ ଉତ୍ତୋଳନ କରାଯାଇ ୟୁଟ୍ୟୁବ୍‌ରେ ଶେୟାର କରାଯାଇଛି। ପଶ୍ଚିମବଙ୍ଗର ଅନିମେଶ ଚକ୍ରବର୍ତ୍ତୀ ନାମକ ଜଣେ ଯୁବକ ଉକ୍ତ ଭିଡିଓକୁ ନିଜର ଆକାଉଣ୍ଟ(ୟୁନିଫାଏଡ୍‌ ଅନିମେଶ)ରୁ ଦୁଇ ସପ୍ତାହ ତଳେ…

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌: ମହିଳା ଉଦ୍ୟୋଗୀ ଅଧିବେଶନରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଜନତା ମଇଦାନରେ ଚାଲିଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ଶନିବାର ଚତୁର୍ଥ ଦିନ। ଏହି ଅବସରରେ ମହିଳା ଉଦ୍ୟୋଗୀ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କହିଛନ୍ତି, ୨୦୦୧ରେ ଆରମ୍ଭ…

ଦ୍ୱିତୀୟ ସ୍ଥାନରେ ଓଏଫ୍‌ସି

ଭୁବନେଶ୍ୱର,୩।୧୨(ସ୍ପୋଟର୍‌ସ ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ନିଜର ବିଜୟ ଧାରା ବଜାୟ ରଖିଛି। ଶୁକ୍ରବାର ଦଳ ନର୍ଥଇଷ୍ଟ ୟୁନାଇଟେଡ୍‌ ଏଫ୍‌ସିକୁ ୨-୧ରେ ହରାଇବା ସହିତ ପଏଣ୍ଟ ଟେବଲରେ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି। କଳିଙ୍ଗ ଷ୍ଟାଡିୟମରେ ଓଏଫ୍‌ସି ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?