ମହାନଦୀରେ ଭାସିଗଲା ଡଙ୍ଗା
ମହାକାଳପଡ଼ା,୨୦ା୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାହାକୁଦ ଘାଟରେ ଶନିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ପାରାଦୀପ ପଟରୁ ବାହାକୁଦ ଫେରିଘାଟକୁ ଆସୁଥିବା ଯାତ୍ରୀବାହୀ ଡଙ୍ଗାଟି ପ୍ରାୟ ୫ କିଲୋମିଟର ପର୍ଯ୍ୟନ୍ତ ଭାସିଯାଇଛି। ଏଥିରେ ୩୦ ଜଣ ଯାତ୍ରୀ ଥିଲେ।…
ଗାଁ ଦାଣ୍ଡରେ ପିଟି ପିଟି ସ୍ତ୍ରୀଙ୍କୁ ମାରିଦେଲେ ସ୍ବାମୀ
ହିଞ୍ଜିଳିକାଟୁ,୨୦ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମହିରକଣା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ଦାଣ୍ଡରେ ସ୍ତ୍ରୀଙ୍କୁ ଅତି ନିର୍ମମ ଭାବେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ମୃତ ମହିଳା ଜଣକ ହେଲେ ଅନୀତା ନାଇକ (୨୬) ।…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୫୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୪୫୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୧୩,୩୬୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ହୀରାକୁଦରେ ୪ ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ
ସମ୍ବଲପୁର,୨୦ା୮(ବ୍ୟୁରୋ): ହୀରାକୁଦରେ ବନ୍ଦ ହେଲା ଆଉ ୬ ଗେଟ୍। ବର୍ତ୍ତମାନ ମାତ୍ର ୪ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ମଧ୍ୟାହ୍ନସୁଦ୍ଧା ଖୋଲାଥିବା ୧୦ ଗେଟ୍ ମଧ୍ୟରୁ ଅପରାହ୍ନରେ ଆଉ ୬ଟି ବନ୍ଦ କରିଦିଆଯାଇଛି। ଏବେ ୪ଟି ଗେଟ୍ ଦେଇ ଜଳ…
ଅଗଷ୍ଟ ୨୭ରେ ଏଏସ୍ଓ ପରୀକ୍ଷା, ଜାଣନ୍ତୁ ସମସ୍ତ ସୂଚନା…
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଅଗଷ୍ଟ ୨୭ରେ ହେବ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ପରୀକ୍ଷା। ରାଜ୍ୟରେ ବନ୍ୟାସ୍ଥିତି ଯୋଗୁ ଏହି ପରୀକ୍ଷା ଘୁଞ୍ଚିଥିବା ବେଳେ ଶନିବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏହି ପରୀକ୍ଷା ୩ ସିଟିଂରେ ହେବ। ପ୍ରଥମ ସିଟିଂ ପରୀକ୍ଷା…
ବଢ଼ିଲା ଯୁକ୍ତ ୨ ନାମଲେଖା ଅବଧି
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଯୁକ୍ତ ୨ ନାମଲେଖା ଲାଗି ପ୍ରଥମ ପର୍ଯ୍ୟାୟ ଅବଧିକୁ ବଢ଼ାଇ ଦିଆଯାଇଛି। ଅଗଷ୍ଟ ୨୫ ଯାଏ ହେବାକୁ ଥିବା ନାମଲେଖାକୁ ୩୦ ଯାଏ ବୃଦ୍ଧି କରାଯାଇଛି। ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଲାଗି ସେପ୍ଟେମ୍ବର ୮ରୁ ୧୦ ମଧ୍ୟରେ ନିଷ୍ପତ୍ତି…
ରାଜଧାନୀରେ ହସ୍ପିଟାଲ ଛାତରୁ ଡେଇଁ ରୋଗୀଙ୍କ ଜୀବନ ଗଲା
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜଧାନୀସ୍ଥିତ ଏମ୍ସ ହସ୍ପିଟାଲ ଛାତରୁ ଡେଇଁ ଶନିବାର ଜଣେ ରୋଗୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ପୁରୀ ଅଞ୍ଚଳର ମହେନ୍ଦ୍ର ସ୍ବାଇଁ। ସେ କିଛିଦିନ ଧରି ଏମ୍ସ ସର୍ଜରୀ ବିଭାଗର ପଞ୍ଚମ ମହଲାରେ ଚିକିତ୍ସିତ ହେଉଥିଲେ। ସାଙ୍ଗରେ ତାଙ୍କ…
ବ୍ରିଜ୍ରୁ ନଦୀକୁ ଡେଇଁପଡିଲେ ଯୁବତୀ
କଣିହାଁ,୨୦।୮(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ବ୍ରାହ୍ମଣୀ ନଦୀରେ ଥିବା ସମଲ ବ୍ୟାରେଜଠାରେ ଶନିବାର ବ୍ରିଜ୍ ଉପରୁ ନଦୀକୁ ଡେଇଁ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ତାଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ…
ପାଇଖାନା ଭୁଶୁଡ଼ି ଚାଲିଗଲା ନାବାଳକଙ୍କ ଜୀବନ
କୋରାପୁଟ,୨୦।୮(ସ୍ବ.ପ୍ର.): ପାଇଖାନା ଭୁଶୁଡ଼ି ଚାଲିଗଲା ନାବାଳକଙ୍କ ଜୀବନ। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋରାପୁଟ ସହର ଉପକଣ୍ଠ ଗାନ୍ଧୀନଗର ସ୍ଥିତ ନୂଆସାହିରେ। ସାହିର ସୁମନ୍ତ କୁମାର ଭାତ୍ରାଙ୍କ ବଡ ପୁଅ ପ୍ରୀୟାସୁ ସ୍ଥାନୀୟ ମାନସ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରେ…
ଲଗାଣ ବର୍ଷା ମୟୂରଭଞ୍ଜକୁ ଆଣିଦେଲା ବିପତ୍ତି
ବାରିପଦା ଅଫିସ,୨୦।୮: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ଯୋଗୁ ନାହିଁ ନ ଥିବା କ୍ଷୟକ୍ଷତି ଘଟିଛି । ବିଶୋଇ ବ୍ଳକ ଅଞ୍ଚଳରେ ମାଟିକାନ୍ଥ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି । ବାରିପଦା ସହରସ୍ଥିତ ମଧୁବନରେ…
ମା’ କୋଳ ହେଲା ଶୂନ୍ୟ: କାନ୍ଥପଡ଼ି ଚାଲିଗଲା ୨ ଝିଅଙ୍କ ଜୀବନ
ବିଶୋଇ,୨୦।୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ଲୁହାକାନି ପଞ୍ଚାୟତ ଅଧୀନ ଭୋଳବେଡ଼ା ଗ୍ରାମରେ ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ି ଯାଇଛି। ଏଥିରେ ୨ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ଓ ମା’ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସମ୍ପୃକ୍ତା ନାବାଳିକା…
ହୀରାକୁଦ ଡ୍ୟାମ୍ର ୧୬ ଗେଟ୍ରୁ ବନ୍ଦ ହେଲା ଆଉ ୬ ଗେଟ୍
ସମ୍ବଲପୁର,୨୦।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ୧୬ଟି ଗେଟ୍ରୁ ଆଉ ୬ଟି ଗେଟ୍କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଏହା ପୂର୍ବରୁ ସକାଳେ ୪ଟି ଗେଟ୍କୁ ବନ୍ଦ କରାଯାଇଥିଲା।
Archives


