ରାଜ୍ୟ

ଟ୍ରଲିରେ ସନ୍ତାନ ପ୍ରସବ କଲେ ମହିଳା

ପାରାଦୀପ,୮ା୧(ଶରତ ରାଉତ): ବନ୍ଦର ନଗରୀ ପାରାଦୀପରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ଷଣ୍ଢକୁଦ ଅଞ୍ଚଳରୁ ଏକ ଟ୍ରଲିରେ ଆସୁଥିବା ଜଣେ ଗର୍ଭବତୀ ପ୍ରସବ ବେଦନା ସହି ନ ପାରି ଟ୍ରଲି ଉପରେ ହିଁ ଏକ କନ୍ୟାସନ୍ତାନକୁ ଜନ୍ମଦେଇଛନ୍ତି।...

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହିତ ଅରିନ୍ଦମ୍ ରାୟଙ୍କ ରୁଦ୍ଧଦ୍ୱାର ବୈଠକ

ଭୁବନେଶ୍ୱର, ୮ା୧: ଓଲିଉଡ ସୁପରଷ୍ଟାର ତଥା ବିଜେଡି ନେତା ଅରିନ୍ଦମ୍ ରାୟ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଛନ୍ତି। କଟକ ଆଠଗଡ ଅନ୍ତର୍ଗତ ଧବଳେଶ୍ୱର ନିକଟରେ ଏକ ଘରୋଇ ରିସର୍ଟରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ୨୦୧୯ ନିର୍ବାଚନ ପରଠାରୁ...

ଜି.ଉଦୟଗିରି ସବୁଠୁ ଥଣ୍ଡା ସହର

ଜି.ଉଦୟଗିରି,୮ା୧(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ଅଞ୍ଚଳରେ ଚାରି ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି। ସୋମବାର ତାପମାତ୍ରା ସର୍ବନିମ୍ନ ୭.୫ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ଶନିବାର ୬.୨ଡିଗ୍ରୀ ସେଲ୍‌ସିୟସ ରହିଥିଲା। ପ୍ରବଳ ଶୀତ ଯୋଗୁ ପୂର୍ବାହ୍ନ ୧୦ଟା ସୁଦ୍ଧା...

‘ଜଣେ କଳାକାର ସବୁ ରିସ୍କ ନେବା ଦରକାର’

ଓଲିଉଡ୍‌ରେ ଏବେ ଦର୍ଶକଙ୍କ ପ୍ରିୟ ଅଭିନେତ୍ରୀ ହେଉଛନ୍ତି ସୁପ୍ରିୟା ନାୟକ। ଭିନ୍ନ ଭିନ୍ନ ଚରିତ୍ରରେ ଦମ୍‌ଦାର ଅଭିନୟ ତାଙ୍କ ସିନେମା କ୍ୟାରିୟରକୁ ଆହୁରି ମଜଭୁତ୍‌ କରିଛି। ଜଗତ୍‌ସିଂହପୁରରେ ଜନ୍ମିତ ସୁପ୍ରିୟା ୨୦୧୭ରେ ‘ଲଭ୍‌ ପାଇଁ କୁଛ୍‌ ବି କରେଗା’ ଚଳଚ୍ଚିତ୍ରରୁ...

ଅଜଣା ଗାଡ଼ି ଧକ୍କାରେ ୩ ଜଣଙ୍କ ଜୀବନ ଗଲା

ଝାରସୁଗୁଡ଼ା,୮ା୧: ବେଲପାହାଡ଼ ଗୌରପଡ଼ା ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ୩ ବାଇକ୍‌ଆରୋହୀଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣା ପରେ...

ଆଶାୟୀ ପ୍ରାର୍ଥୀଙ୍କ ପୋଷ୍ଟର ଯୁଦ୍ଧ

ଯାଜପୁରରୋଡ୍‌,୮ା୧(ପବିତ୍ର ରଞ୍ଜନ ମହାନ୍ତି): ଆଗକୁ ବିଧାନସଭା ନିର୍ବାଚନ। ଏହାକୁ ନେଇ ପ୍ରମୁଖ ରାଜନୈତିକ ଦଳର ଆଶାୟୀମାନଙ୍କ ମଧ୍ୟରେ ନୂତନ ବର୍ଷର ଅଭିନନ୍ଦନ ଜଣାଇବା ପାଇଁ ପୋଷ୍ଟର ଯୁଦ୍ଧ ଦେଖିବାକୁ ମିଳୁଛି। କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀର ସହରଠୁ ଗାଁ ଯାଏ ବିଭିନ୍ନ...

ଦକ୍ଷ ପ୍ରଜାପତି ମନ୍ଦିର ଅବହେଳିତ

ଗମ୍ଭାରୀମୁଣ୍ଡା,୮ା୧(ଦିଲୀପ ସ୍ବାଇଁ): ସରକାର ବିଭିନ୍ନ ମନ୍ଦିର ଓ ମଠର ପୁନରୁଦ୍ଧାର କରିବା ସହ ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ ଖୋର୍ଦ୍ଧା ଜିଲା ବାଣପୁରରେ ଥିବା ଦକ୍ଷ ପ୍ରଜାପତି ମନ୍ଦିର ଅବହେଳିତ...

ଓଡ଼ିଶାରେ କଳାବାଘ ପରିବାର

ଭୁବନେଶ୍ୱର, ୮।୧(ଅସମାପିକା ସାହୁ): ଓଡ଼ିଶା ଜଙ୍ଗଲରେ ବାରମ୍ବାର କଳାବାଘ ଦେଖିବାକୁ ମିଳୁଛି। ଗତମାସ ଶିମିଳିପାଳରେ ଦୁଇଟି ବାଘ କ୍ୟାମେରା ଟ୍ରାପ୍‌ରେ ଠାବ କରାଯାଇଥିବା ବେଳେ ଏବେ ଆଉ ୪ଟି କଳାବାଘ ଏକାଥରକେ ବୁଲୁଥିବା ଦେଖାଯାଇଛି। ୪ଟି ବିରଳ କଳା ବାଘ...

ଅରାଚଣ୍ଡୀରେ କମିଲେ ପକ୍ଷୀ

ଭୁବନେଶ୍ୱର,୮।୧(ଅସମାପିକା ସାହୁ): କଟକ ଜିଲା ବାଙ୍କୀ ଅରାଚଣ୍ଡୀ ପାଟରେ ଦେଶୀ, ବିଦେଶୀ ପକ୍ଷୀଙ୍କ କୋଳାହଳ ଦେଖିବାକୁ ମିଳୁଛି। ଏବର୍ଷ ୮୧ ପ୍ରଜାତିର ୧୧,୭୦୦ଟି ପକ୍ଷୀ ଚିହ୍ନଟ ହୋଇଥିବା ସେଣ୍ଟର ଫର୍‌ ରୁରାଲ ଟୁରିଜମ ଡେଭଲପ୍‌ମେଣ୍ଟ(ସିଆର୍‌ଟିଡି)ର ସମ୍ପାଦକ ଲଳିତ ମୋହନ ପଣ୍ଡା...

ପୁଣି ଧର୍ମଘଟ, ତୈଳ ସଙ୍କଟ

ଭୁବନେଶ୍ୱର,୮।୧(ସୁନିତ୍‌ ମିଶ୍ର): ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ପକ୍ଷରୁ ସୋମବାରଠାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧର୍ମଘଟ ଡାକରା ଦିଆଯାଇଛି। କେନ୍ଦ୍ରର ନୂଆ ଆପରାଧିକ ଆଇନ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌-୨୦୨୩)ରେ ଗାଡ଼ି ଚାଳକଙ୍କ ପାଇଁ କରାଯାଇଥିବା ଦଣ୍ଡବିଧାନକୁ ବିରୋଧ କରି ଏହି...

ଖଣି, ଶିଳ୍ପାଞ୍ଚଳ ବାସିନ୍ଦା ଯକ୍ଷ୍ମା କବଳିତ

ଯାଜପୁର,୮ା୧ (ହର୍ଷବର୍ଦ୍ଧନ ବେହେରା: ଯାଜପୁର ଜିଲାର କଳିଙ୍ଗନଗର ଅଞ୍ଚଳରେ ୧୯୯୫ରୁ ଶିଳ୍ପାୟନ ଆରମ୍ଭ ହୋଇଛି। ଏହାର ବହୁ ପୂର୍ବରୁ ଜିଲାର ସୁକିନ୍ଦା ଅଞ୍ଚଳରେ ଖଣି ଖନନ ଆରମ୍ଭ ହୋଇଥିଲା। ବ୍ରାହ୍ମଣୀ ଓ ଏହାର ଉପନଦୀ ଖରସ୍ରୋତା କୂଳରେ ୧୫ରୁ ଊର୍ଦ୍ଧ୍ୱ...

୮ରୁ ହୀରାକୁଦରେ ପକ୍ଷୀ ଗଣନା

ସମ୍ବଲପୁର,୭ା୧(ପ୍ରମୋଦ ବହିଦାର): ପ୍ରତିବର୍ଷ ଭଳି ଚଳିତବର୍ଷ ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ସାମଗମ ଆରମ୍ଭ ହୋଇଯାଇଛି। ତେଣୁ ସମ୍ବଲପୁର ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ଏଠାରେ ପକ୍ଷୀଙ୍କ ଗଣନା ପାଇଁ ନିଷ୍ପତ୍ତି ହୋଇଛି। ସୋମବାର ୮ ତାରିଖ ପ୍ରାତଃରୁ ପକ୍ଷୀ ଗଣନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri