ରାଜ୍ୟ

ଜିଆଇ ଟ୍ୟାଗ୍‌ ମାନ୍ୟତା ଦୌଡ଼ରେ ନୟାଗଡ଼ ନାହିଁ

ନୟାଗଡ଼ ଅଫିସ,(ଲୋକନାଥ ମିଶ୍ର)୨୮।୧୧: ଚେନ୍ନାଇଠାରେ ଆସନ୍ତା ଡିସେମ୍ବରରେ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ୍‌ ଇଣ୍ଡିକେସନ(ଜିଆଇ) ରେଜେଷ୍ଟ୍ରି ସମ୍ମିଳନୀ ଅନୁଷ୍ଠିତ ହେବ । ଏଥିପାଇଁ ଓଡ଼ିଶାରୁ ଗଜପତି ଜିଲାର ଖଜୁରୀ ଗୁଡ଼, କଟକର ରୁପା ତାରକସୀ ହସ୍ତଶିଳ୍ପ, ମୟୁରଭଞ୍ଜର କାଇ ଚଟଣୀ, ଢ଼େଙ୍କାନାଳର…

ଇଟାଭାଟି ମାଲିକଙ୍କୁ ନିର୍ମମ ହତ୍ୟା

ମହାକାଳପଡ଼ା,୨୮ା୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ଖରିନାସୀ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଜଣେ ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ଜଣାପଡ଼ିଛି। ମୃତ ଯୁବକଙ୍କ ନାମ ଦିନେଶ ବୈଦ(୩୫)। ତାଙ୍କ ଘର ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ପଞ୍ଚାୟତର ପିତାପାଟ…

ବାପାଙ୍କ ଦେହାନ୍ତ ଯୋଗୁ ଚାଷୀ ତାଙ୍କ ହକ୍‌ ପାଇଲେ: ବର୍ଷା

ଭୁବନେଶ୍ବର, ୨୮ା୧୧(ବ୍ୟୁରୋ): ଚାଷୀଙ୍କୁ ଫସଲବୀମା ଯୋଗାଇବା ପାଇଁ ଦୀର୍ଘ ୧୫ ମାସ ହେଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରକୁ ଚିଠି ଲେଖି ଆସୁଛନ୍ତି। ହେଲେ କେନ୍ଦ୍ର ଏ ଦିଗରେ ନ ଶୁଣିବାରୁ ପଦ୍ମପୁର ଅଞ୍ଚଳର ଚାଷୀ ଆନ୍ଦୋଳନରେ ବସିଥିଲେ। ଉପନିର୍ବାଚନ ଘୋଷଣା…

କେନ୍ଦ୍ରାପଡ଼ା ବାଣ ବିସ୍ଫୋରଣ ଘଟଣା: ଆଖି ବୁଜିଲେ ଆଉ ଜଣେ, ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

କେନ୍ଦ୍ରାପଡ଼ା ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣିରେ ଗତ ବୁଧବାର ବାଣ ବିସ୍ଫୋରଣ ଘଟି ଶତାଧିକ ଆହତ ହୋଇଥିଲେ। ଏହି ଆହତମାନଙ୍କ ମଧ୍ୟରେ ୩୬ ଗୁରୁତର ହୋଇଥିଲେ। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା।…

ରାସ୍ତାକୁ ଯିଏ ଆସିଲା ସିଏ ଫସିଲା

ଭୁବନେଶ୍ୱର,୨୮।୧୧(ବ୍ୟୁରୋ)ସକାଳୁ ସକାଳୁ ସହରର ସାଧାରଣ ଜୀବନଯାତ୍ରା ସ୍ବାଭାବିକ ଥିଲା। ହେଲେ ୧୦ଟା ପରେ ରାଜଧାନୀର ଚିତ୍ର ସମ୍ପୂର୍ଣ୍ଣ ବଦଳିଯାଇଥିଲା। ଚାରିପଟୁ ରାଜଧାନୀକୁ ପ୍ରବେଶ କରିଥିଲା ମାଳମାଳ ଗାଡି। ଯେଉଁଆଡେ ଦେଖିବ ବ୍ୟାନର ଲଗାହୋଇଥିବା ବସ୍‌, ବୋଲେରୋ, କାର୍‌। ଅଧିକାଂଶ ଗାଡ଼ିଥିଲା ଶିକ୍ଷକମାନଙ୍କର।…

କିସ୍‌ର ଦୁଇଶାଖା ପରିଦର୍ଶନ କଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କିସ୍‌ ଭୁବନେଶ୍ୱରର ନୂଆ ଶାଖା କିସ୍‌-ବଲାଙ୍ଗୀର ଓ କିସ୍‌-ଭବାନୀପାଟଣାକୁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ପରିଦର୍ଶନ କରିଛନ୍ତି। କେବଳ ଛାତ୍ରୀଙ୍କ ପାଇଁ ଉଭୟ କ୍ୟାମ୍ପସ୍‌ ଉଦ୍ଦିଷ୍ଟ ହୋଇଥିବାବେଳେ ଏଠାରେ ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ଛାତ୍ରୀମାନେ ନାମ…

ଏଏସ୍‌ଓଙ୍କଠାରୁ ଠକିନେଲେ ୨୭ ଲକ୍ଷ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଓଡ଼ିଶା ସଚିବାଳୟରେ କାର୍ଯ୍ୟ କରୁଥିବା ଜଣେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ)ଙ୍କୁ ‘ବଜାଜ୍‌ ଫାଇନାନ୍‌ସ’ରୁ ୧୦ଲକ୍ଷ ଟଙ୍କା ଲୋନ୍‌ ଦେବା ଆଳରେ ୨୬.୮୧ ଲକ୍ଷ ଟଙ୍କା ଠକେଇ କରିବା ଅଭିଯୋଗରେ ଭୁବନେଶ୍ୱର ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା…

୧୨ଜିଲାର କେନ୍ଦୁପତ୍ର ତୋଳାଳିଙ୍କୁ ମିଳିଲା ସହାୟତା ରାଶି

ଭୁବନେଶ୍ବର,୨୮ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ରବିବାର କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ କର୍ମଚାରୀମାନେ ସହାୟତା ରାଶି ପାଇଛନ୍ତି। ମଧ୍ୟବର୍ତ୍ତିକାଳୀନ ସହାୟତା ଭାବେ ତୋଳାଳି ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ୧୫୦୦ଟଙ୍କା ଲେଖା ମିଳିଛି। ଏକ…

ଫୁଲବାଣୀରେ ସର୍ବନିମ୍ନ ପାରଦ ୯.୫ ଡିଗ୍ରୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସାରା ଓଡ଼ିଶାରେ ଶୀତର ଲହରି ଜାରି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ୧୦ଡିଗ୍ରୀ ରହୁଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରଭାବ ଅଧିକ ଅନୁଭୂତ ହେଉଛି। ରବିବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୯.୫ଡିଗ୍ରୀ ସହ ସବୁଠାରୁ ଥଣ୍ଡା…

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡ୍‌ଲେଙ୍କ ମିଳନ ପର୍ବ ଆରମ୍ଭ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଗଞ୍ଜାମ,୨୭ା୧୧(ଡି.ଏନ୍‌.ଏ.): ବିରଳ ଅଲିଭ ରିଡଲେ କଇଁଛଙ୍କ ଏନ୍ତୁଡ଼ିଶାଳ ଭାବେ ପରିଚିତ ତଥା ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିବା ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଁଣରେ ସାମୁଦ୍ରିକ କଇଁଛମାନଙ୍କ ମିଳନ ପର୍ବ ଆରମ୍ଭ ହୋଇଥିବା ଜଣାପଡ଼ିଛି। ଯାହାକୁନେଇ ବନ ବିଭାଗ, ପରିବେଶବିତ୍‌,ପର୍ଯ୍ୟଟକ ଓ ସ୍ଥାନୀୟ…

ଆଜି ପ୍ରତିଷ୍ଠା ଦିବସ ପାଳିବ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ଦେଶର ଅନ୍ୟତମ ପ୍ରମୁଖ ଉଚ୍ଚ ଶିକ୍ଷାନୁଷ୍ଠାନ ଉତ୍କଳ ବିଶ୍ବବିଦ୍ୟାଳୟ ରବିବାର ତା’ର ୮୦ତମ ପ୍ରତିଷ୍ଠା ଦିବସ ପାଳନ କରିବ। ଏଥିସହ ୮୧ବର୍ଷରେ ପାଦ ଦେବ। ଏହି ପରିପ୍ରେକ୍ଷୀରେ ଦିନତମାମ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଶିକ୍ଷା, ଗବେଷଣା, ପ୍ରଯୁକ୍ତି…

ଫେରିଲା ଶୀତ, ଦାରିଙ୍ଗବାଡ଼ିରେ ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି,୨୭।୧୧(ଡି.ଏନ୍‌.ଏ.): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଗତ କିଛି ଦିନର ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ପାରଦ ତଳମୁହାଁ ହେବା ସହ କାକର ପଡିଛି । ଲୋକେ ଶୀତରୁ ରକ୍ଷା ପାଇବା ପାଇଁ ନିଆଁର ସହାୟତା ନେଉଛନ୍ତି। କାମ ଧନ୍ଦାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?