ରାଜ୍ୟ

ବିଜେଡି ବିଧାୟକଙ୍କ ଭାଇ ଗଙ୍ଗାଧରଙ୍କୁ ଜେରା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ):ବହୁଚର୍ଚ୍ଚିତ ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାରର ରହସ୍ୟ ଖୋଜୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଇତିମଧ୍ୟରେ ଜେରା ପ୍ରକ୍ରିୟାକୁ ଜୋର୍‌ଦାର କରିଛି। ତାଙ୍କ କଳା ସାମ୍ରାଜ୍ୟର ଲିଙ୍କ୍‌ରେ ଥିବା ବିଭିନ୍ନ ବ୍ୟକ୍ତିଙ୍କ ତାଲିକା ପ୍ରସ୍ତୁତ କରାଯାଇ ପର୍ଯ୍ୟାୟକ୍ରମେ ସେମାନଙ୍କୁ କାର୍ଯ୍ୟାଳୟକୁ…

ଅଧିକାରୀ ଦେଖିବେ ‘ଦମନ’

ଭୁବନେଶ୍ବର, ୨୫ା୧୧(ବ୍ୟୁରୋ):ଓଡ଼ିଆ ସିନେମା ‘ଦମନ’ର ଲୋକପ୍ରିୟତା ଏବଂ ପ୍ରେରଣାଦାୟୀ ବିଷୟବସ୍ତୁକୁ ଲକ୍ଷ୍ୟକରି ଏହାକୁ ଜିଲା/ଉପଖଣ୍ଡ ସ୍ତରରେ ପ୍ରଦର୍ଶନ କରିବା ପାଇଁ ରାଜ୍ୟ ସରକାର ସ୍ଥିର କରିଛନ୍ତି। ଏଥିପାଇଁ ଉପଯୁକ୍ତ ସିନେମା/ଥିଏଟର ହଲ୍‌ ବୁକ୍‌ କରିବା ନିମନ୍ତେ ଜିଲାପାଳଙ୍କୁ କୁହାଯାଇଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ…

ନିର୍ଦ୍ଧାରିତ ସମୟରେ ସବୁ କାମ ଶେଷ କର

ଭୁବନେଶ୍ବର,୨୫ା୧୧(ବ୍ୟୁରୋ):ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ସମସ୍ତ ଯୋଜନା ଓ ପ୍ରକଳ୍ପଗୁଡ଼ିକ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବା ପାଇଁ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ନିର୍ଦ୍ଦେଶ ଦେଇଛନ୍ତି ା ଗୁରୁବାର ପୂର୍ବାହ୍ନରେ ଲୋକସେବା ଭବନସ୍ଥ ଗ୍ରାମ୍ୟ…

ପଦ୍ମପୁର ପାଇଁ ବିଧାନସଭା ଖାଁ ଖାଁ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ):ବିଧାନସଭାର ଶୀତକାଳୀନ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି । ହେଲେ ପ୍ରଥମ ଦିନରେ ବିଧାନସଭା ପରିସର ଖାଁ ଖାଁ ଲାଗୁଥିଲା। ଶାସକ ଦଳର ପ୍ରାୟ ୫୦ ପ୍ରତିଶତ ବିଧାୟକ ଏବଂ ଅଧିକାଂଶ ମନ୍ତ୍ରୀଙ୍କର ଦେଖା ନ ଥିଲା। ପଦ୍ମପୁର ଉପନିର୍ବାଚନ ପାଇଁ…

ବିଧାନସଭାରେ ଅର୍ଚ୍ଚନା ଝଡ଼

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ):ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରଥମାର୍ଦ୍ଧ ସ୍ବର୍ଗତ ସଦସ୍ୟଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୃହକୁ ଅପରାହ୍ନ ୫ଟା ଯାଏ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମୁଲତବୀ ଘୋଷଣା କରିଥିଲେ। ଅପରାହ୍ନରେ ଅତିରିକ୍ତ ବଜେଟ ଉପସ୍ଥାପନ ହେବା ପୂର୍ବରୁ ବିରୋଧୀ…

୧୬,୮୦୦ କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ):ରାଜ୍ୟ ସରକାର ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧୬,୮୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ କରିଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷର ମୂଳ ବଜେଟ ୨ଲକ୍ଷ କୋଟି ଟଙ୍କା ଥିବାବେଳେ ଅତିରିକ୍ତ ବଜେଟରେ ଏହାର ପ୍ରାୟ ୮.୪% ବ୍ୟୟବରାଦ କରାଯାଇଛି । ଅର୍ଥମନ୍ତ୍ରୀଙ୍କ…

ଚା’ ଖଟିରୁ ଉଠୁ ସ୍ୱର

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ପ୍ରଭାବ ସବୁଠି ପଡ଼ିଛି। ଏହା ସମସ୍ତେ ଅନୁଭବ କରୁଛେ। ସବୁବେଳେ ଜଳବାୟୁ ପରିବର୍ତ୍ତନ ସଂକ୍ରାନ୍ତ ଆଲୋଚନା କରୁଛେ। ଏହାର ସମସ୍ୟା ଉପରେ ଚିନ୍ତା ନ କରି ସମାଧାନ କିପରି ହୋଇପାରିବ ସେ ନେଇ ଚିନ୍ତା କରାଯିବା ଦରକାର।…

‘ବ୍ୟକ୍ତିଗତ ସ୍ତରରେ ଜଳବାୟୁ ପରିବର୍ତ୍ତନକୁ ରୋକାଯାଇପାରିବ’

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ‘ଧରିତ୍ରୀ’ର ୪୯ତମ ଜନ୍ମ ଦିବସ ଉପଲକ୍ଷେ ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ଯୁବ ସମ୍ମଳିନୀ ଗୁରୁବାର ଭୁବନେଶ୍ୱର ସ୍ଥିତ ସ୍ବସ୍ତି ପ୍ରିମିୟମଠାରେ ଅନୁଷ୍ଠିତ ହୋଇଯାଇଛି। ‘କ୍ଲାଇମେଟ୍‌ ଚେଞ୍ଜ: ଦି ପାଓ୍ବାର ଅଫ୍‌ ୟୁଥ୍‌’ ଶୀର୍ଷକ ସମ୍ମିଳନୀରେ ରାଜ୍ୟ ତଥା ଦେଶର ବିଭିନ୍ନ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨: ଆକର୍ଷଣ ଥିଲା ‘କ୍ଲାଇମେଟ ଚେଞ୍ଜ’ର କାର୍ଯ୍ୟଧାରା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ଧରିତ୍ରୀ’ ପକ୍ଷରୁ ଆୟୋଜିତ ୟୁଥ୍‌ କନ୍‌କ୍ଲେଭ୍‌ର ଅନ୍ୟ ଏକ ଆକର୍ଷଣ ଥିଲା ‘କ୍ଲାଇମେଟ ଚେଞ୍ଜ’ ପ୍ରଦର୍ଶନୀ। ପରିବେଶ ସଂରକ୍ଷଣ ଉପରେ କାମ କରୁଥିବା ଯୁବପିଢୀ ତଥା ଅନୁଷ୍ଠାନମାନଙ୍କ କାର୍ଯ୍ୟଧାରାକୁ ନେଇ ଏକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ମୋଟ୍‌ ୧୩…

ଶେଷ ହେଲା ଖଗେଶ୍ୱରଙ୍କ ରିମାଣ୍ଡ ଅବଧି

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ମାମଲା ଦିନକୁ ଦିନ ଲମ୍ବିବାରେ ଲାଗିଛି। ଗୁରୁବାର ତାଙ୍କ ସହଯୋଗୀ ଖଗେଶ୍ୱର ପାତ୍ରଙ୍କ ରିମାଣ୍ଡ ଅବଧି ଶେଷ ହୋଇଛି। ଖଗେଶ୍ୱରଙ୍କୁ ୩ ଦିନିଆ ରିମାଣ୍ଡରେ ଅଣାଯାଇ ପଚରାଉଚରା ପରେଧ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ କୋର୍ଟରେ…

୨୪ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ: ବନ୍ଧାହେଲେ ଜଣେ

ସଜନାଗଡ଼,୨୪।୧୧(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସନ୍ତାରାଗଡ଼ିଆ ଅଞ୍ଚଳରୁ ୨୪୨ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଯାହାର ମୂଲ୍ୟ ୨୪ ଲକ୍ଷରୁ ଅଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ବାଲେଶ୍ୱର ଭ୍ରାମ୍ୟମାଣ ଅବକାରୀ ବିଭାଗ ଓ ନୀଳଗିରି ଅବକାରୀ ବିଭାଗ ମିଳିତ ଚଢାଉ…

ଗନ୍ଧମାର୍ଦ୍ଦନରେ ମାଓବାଦୀ-ପୋଲିସ ଗୁଳି ବିନିମୟ: ୨ ମାଓବାଦୀ ମୃତ

ବଲାଙ୍ଗୀର ଅଫିସ,୨୪।୧୧: ବଲାଙ୍ଗୀର ଜିଲା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାହାଡ଼ରେ ଗୁରୁବାର ମାଓବାଦୀ-ପୋଲିସ ମଧ୍ୟରେ ଗୁଳି ବିନିମୟ ଘଟିଛି । ଏଥିରେ ଦୁଇ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ତେବେ ଏହି ଏନକାଉଣ୍ଟର ସମ୍ପର୍କରେ ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?