ରାଜ୍ୟ

ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ

ଭୁବନେଶ୍ୱର,୧୩।୫: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ଦେହାନ୍ତ ଘଟିଛି। କଣ୍ଟାବାଞ୍ଜି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିବା ଜଣାପଡିଛି। ଏନେଇ ତାଙ୍କ ପୁଅ ସୂଚନା ଦେଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା । ସେ…

ତୁର୍କେଲ ସେତୁ ତୁରନ୍ତ ନିର୍ମାଣ କର ସରକାରଙ୍କୁ ପିସିସି ସଭାପତିଙ୍କ ଚେତାବନୀ

ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓ ନୂଆପଡ଼ା ଜିଲାର ଜୀବନରେଖା କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ସେତୁ ନିର୍ମାଣ ପାଇଁ ରାଜ୍ୟ ସରକାର ଶୀଘ୍ର ପଦକ୍ଷେପ ନିଅନ୍ତୁ। ନଚେତ୍‌ କୌଣସି ମନ୍ତ୍ରୀଙ୍କୁ ଜିଲାକୁ ପୂରାଇ ଦିଆଯିବ ନାହିଁ, ବରଂ ତାଙ୍କୁ କଂଗ୍ରେସ…

ସୌମ୍ୟ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଖୁଲାସା: ଘଟଣା ଦିନ ନେଇଥିଲେ…

ଭୁବନେଶ୍ୱର,୧୩।୫(ତ୍ରିନାଥ ମହାନ୍ତି):ଯୁବତୀଙ୍କୁ ଅସଦାଚରଣ ଓ ବଳାତ୍କାର ଉଦ୍ୟମ କରିଥିବା ଜିଆର୍‌ପି କନ୍‌ଷ୍ଟେବଲ୍‌ ସୌମ୍ୟରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚର ତଦନ୍ତକୁ ୩ଦିନ ପୂରିଲାଣି। ରବିବାର ରାତିରେ ଉପରଠାଉରିଆ ଭାବେ ଜଣେ ପୀଡ଼ିତାଙ୍କ ବୟାନ ନିଆଯାଇଥିବାବେଳେ ଅନ୍ୟଜଣେ ପୀଡ଼ିତାଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ ଏପର୍ଯ୍ୟନ୍ତ…

୫ ପ୍ରକଳ୍ପ ଉଦ୍‌ଘାଟନକଲେ ବିଧାୟକ ରାମଚନ୍ଦ୍ର କାଡାମ

ନନ୍ଦପୁର,୧୩।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗସ୍ତରେ ଆସି ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ ୫ ପ୍ରକଳ୍ପର ମଙ୍ଗଳବାର ଉଦ୍‌ଘାଟନ କରିଛନ୍ତି। ୮ ଲକ୍ଷ ଟଙ୍କା ବେୟରେ ନିର୍ମିତ ବ୍ଲକ ସଦର ମହକୁମାସ୍ଥିତ ସର୍ବେଶ୍ୱର ମନ୍ଦିର ଭୋଗମଣ୍ଡପ, ଥୁବା…

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ ଥାନା ଅନ୍ତର୍ଗତ ଲାଲାପଶି ଗ୍ରାମର ଚନ୍ଦ୍ରମଣି ନାଏକଙ୍କ ପତ୍ନୀ ଭାରତୀ ନାଏକ (୪୭)।…

୧୭ ଦିନରେ ପହଞ୍ଚିଲା ଭଞ୍ଜନଗର ଯାତ୍ରା: ମା’ ବ୍ୟାଘ୍ରଦେବୀଙ୍କ ଆଶୀର୍ବାଦ ନେଲେ ବାଚସ୍ପତି ସୁରମା ପାଢ଼ୀ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ୧୭ ଦିନରେ ପହଞ୍ଚିଛି। ଆଉ ୮ ଦିନ ପରେ ୨୦ ତାରିଖରେ ଯାତ୍ରା ଉଦଯାପିତ ହେବ। ଆସନ୍ତା ୧୯ ତାରିଖରେ ସିଂହବାହିନୀ ଯାତ୍ରା ହେବ। ତେଣୁ ଯାତ୍ରାରେ ଦିନକୁ ଦିନ ଲୋକଙ୍କ…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା ‘ ରତନେଇ ମନ୍ଦିର ପାଖରେ ବାଘ ବୁଲୁଥିବା ଫଟୋ ଭିଡ଼ିଓ ଭାଇରାଲ ହେବା…

ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ

ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ ହୋଇଛି । ଚୋରି ବେଳର ଦୃଶ୍ୟ ସିସିଟିଭିରେ ରେକର୍ଡ ହୋଇଛି । ଦିନ…

ଯୌତୁକ ପାଇଁ ବଧୂ ହତ୍ୟା: ସ୍ୱାମୀ, ଶାଶୁ , ଶଶୁର ଗିରଫ

ନନ୍ଦପୁର,୧୨।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖୁର୍ଜୀ ପଞ୍ଚାୟତ ନନ୍ଦୀଗାଁରେ ସୋମବାର ଜଣେ ନବବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ନୂଆ ମୋଡ଼ ନେଇଛି। ଝିଅ ଘର ପକ୍ଷରୁ ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ ହେବା…

NEET-UG ପରୀକ୍ଷା ବାତିଲ; ସମାଲୋଚନା କଲେ ନବୀନ, ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା…

ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ କରାଯାଇଛି । ଏହାକୁ ନେଇ ସାରା ଦେଶରେ ବିରୋଧ କରାଯାଉଥିବା ବେଳେ ବର୍ତ୍ତମାନ ବିରୋଧୀ ଦଳ…

ରାମଚନ୍ଦ୍ରପୁରରେ ଟ୍ରେନ ରହଣି ଦାବି

ଲାଞ୍ଜିଗଡ଼, ୧୨।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ପଞ୍ଚାୟତର ରାମଚନ୍ଦ୍ରପୁର ପାସେଞ୍ଜର ହଲଟରେ ଟ୍ରେନ ରହଣି ଦାବି କରି ରେଳଯାତ୍ରୀ ସଂଘର ରାମଚନ୍ଦ୍ରପୁର ଶାଖା ପକ୍ଷରୁ ସୋମବାର ସମ୍ବଲପୁର ରେଳ ମଣ୍ଡଳ ପ୍ରବନ୍ଧକଙ୍କୁ ଭେଟି…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ ଦୀର୍ଘ ସମୟ ଧରି ଦନ୍ତା ହାତୀ ଜଳକ୍ରୀଡା କରୁଥିବା ଦେଖାଯାଇଛି । ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?