ରାଜ୍ୟ

ଇଡି କାର୍ଯ୍ୟାଳୟରେ ଡାକ୍ତରୀ ଟିମ୍‌

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ବୁଧବାର ଇଡି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି କ୍ୟାପିଟାଲ ହସ୍ପିଟାଲର ଡାକ୍ତରୀ ଟିମ୍‌।ଏହି ଟିମ୍‌ ଆସିଥିବାରୁ ଲେଡି ବ୍ଲାକ୍‌ ମେଲର ଅର୍ଚ୍ଚନା ନାଗ୍‌ ମାମଲାରେ କାହାକୁ ଗିରଫ କରାଯାଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି। ଅନ୍ୟପକ୍ଷରେ ଆଜି ଶ୍ରଦ୍ଧାଞ୍ଜଳି ଏବଂ ଅକ୍ଷୟ ପରିଜାଙ୍କୁ…

ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର ଅଫିସ,୨୩।୧୧: ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ। ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସ୍ବତନ୍ତ୍ର ରାଜ୍ୟ, ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା, ସମ୍ବଲପୁରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ, ପାଣି ମିଟର ଓ ସ୍କାର୍ଟ ବିଦ୍ୟୁତ ମିଟର…

ଗୁରୁବାରଠୁ ବିଧାନସଭା ଶୀତକାଳୀନ ଅଧିବେଶନ: ମୁତୟନ ହେବେ ୩୪ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଗୁରୁବାରଠୁ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ବିଧାନସଭାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଡିଜିପି ସୁନୀଲ ବଶଂଲ ବୁଧବାର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ତେବେ ବିଧାନସଭା ପାଇଁ ୩୪ ପ୍ଲାଟୁନ୍‌ ଫୋର୍ସ ମୁତୟନ…

ପ୍ରାକ୍ତନ ମନ୍ତ୍ରୀ ଗୋଲକ ବିହାରୀ ନାଏକଙ୍କ ପରଲୋକ

ବାରିପଦା ଅଫିସ,୨୩।୧୧: ପ୍ରାକ୍ତନ ମନ୍ତ୍ରୀ ଗୋଲକ ବିହାରୀ ନାଏକଙ୍କ ବୁଧବାର ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି କିଡ଼ନୀ ରୋଗରେ ଚିକିତ୍ସିତ ହେଉଥିଲେ। ବୁଧବାର ସକାଳେ ବେତନଟୀ ସ୍ଥିତ ଘରୁ ବାରିପଦାର ଏକ ଘରୋଇ ନସିଂ ହୋମକୁ ବ୍ଳଡ…

ପୁଣି ଇଡିରେ ହାଜର ହେଲେ ଅକ୍ଷୟ ପରିଜା

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା କ୍ରମାଗତ ଦ୍ୱିତୀୟ ଦିନରେ ଇଡିରେ ହାଜର ହୋଇଛନ୍ତି। ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଅକ୍ଷୟ ପରିଜାଙ୍କୁ ନୋଟିସ କରିଥିଲା ଇଡି। ପ୍ରଥମେ କିଛି ସମୟ ମାଗିଥିଲେ ପ୍ରଯୋଜକ। ପରେ ମଙ୍ଗଳବାର ଇଡି ଅଫିସରେ…

କ୍ଲାଇମେଟ ଚେଞ୍ଜ: ଦି ପାଓ୍ବାର ଅଫ୍‌ ୟୁଥ୍‌

ଧରିତ୍ରୀ ପକ୍ଷରୁ ଆସନ୍ତା ୨୪ ତାରିଖରେ ଭୁବନେଶ୍ୱରଠାରେ ଯୁବ ସମ୍ମିଳନୀ(ୟୁଥ୍‌ କନ୍‌କ୍ଲେଭ) ଅନୁଷ୍ଠିତ ହେବାକୁ ଯାଉଛି। ‘କ୍ଲାଇମେଟ୍‌ ଚେଞ୍ଜ: ଦି ପାଓ୍ବାର ଅଫ୍‌ ୟୁଥ୍‌’ ବିଷୟବସ୍ତୁ ଉପରେ ଆଧାରିତ ଏହି ସମ୍ମିଳନୀରେ ରାଜ୍ୟର ପ୍ରତିଷ୍ଠିତ ଉଚ୍ଚ ଶିକ୍ଷାନୁଷ୍ଠାନର ବହୁ ଯୁବ ବକ୍ତା…

ଆଜି ଭାଜପା, କଂଗ୍ରେସ ବିଧାୟକ ଦଳ ବୈଠକ

ଭୁବନେଶ୍ବର, ୨୩ା୧୧(ବ୍ୟୁରୋ): ବିଧାନସଭାର ଷୋଡଶ ଅଧିବେଶନ ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ ଏହା ପୂର୍ବରୁ ଉଭୟ ଶାସକ ଏବଂ ବିରୋଧୀ ନିଜ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଦେଲେଣି। ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ଚାଲିଥିବାରୁ ବିରୋଧୀଙ୍କ ପକ୍ଷରୁ…

ଆଜିଠାରୁ ଦଶମ ଶ୍ରେଣୀ ଏସ୍‌ଏ-୧ ପରୀକ୍ଷା

କଟକ ଅଫିସ, ୨୩ା୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପ୍ରଥମ ସମ୍ମେଟିଭ ଆସେସମେଣ୍ଟ (ଏସ୍‌ଏ-୧) ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ରାଜ୍ୟରେ ମୋଟ ୫ଲକ୍ଷ ୩୨ହଜାର ୭୧୨ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ନିମନ୍ତେ ଏହି ପରୀକ୍ଷା…

ଧୂଳି ନ ଉଡ଼ିବାକୁ ୨୧ଲକ୍ଷ ଖର୍ଚ୍ଚ

କଟକ ଅଫିସ,୨୩ା୧୧: ବାଲିଯାତ୍ରାରେ ଅନିୟମିତତା ଅଭିଯୋଗରେ ଜିଲା ପ୍ରଶାସନ ବିବାଦରେ ଥିବା ବେଳେ ଏବେ ଏହା ଭିତରକୁ ଟାଣି ହୋଇଆସିଛି କଟକ ମହାନଗର ନିଗମ(ସିଏମ୍‌ସି) ା ବିରୋଧୀ କର୍ପୋରେଟର ଅଭିଯୋଗ କରିଛନ୍ତି ଯେ ଏହି ବାଲିଯାତ୍ରାରେ ପ୍ରାୟ ୯ କୋଟି ଟଙ୍କା…

କମିଲା ଶୀତ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଗତ କିଛିଦିନ ଧରି ଶୀତର ପ୍ରକୋପ ସାମାନ୍ୟ ବଢ଼ିଥିବା ବେଳେ ସୋମବାରଠାରୁ ପୁଣି ହ୍ରାସ ପାଇଛି। ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ହୋଇଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ…

ମହିମାଗାଦିରେ ବୁଲିଲା ଜେସିବି

ଢେଙ୍କାନାଳ ଅଫିସ, ୨୩।୧୧: ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପ୍ରମୁଖ ପୀଠସ୍ଥଳୀ ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିର ବିବାଦୀୟ ତୃତୀୟ ବେଢ଼ାରୁ ମଙ୍ଗଳବାର ଉଚ୍ଛେଦ କାର୍ଯ୍ୟ ସରିଛି। କୌପିନଧାରୀ ମହିମା ଧର୍ମାବଲମ୍ବୀଙ୍କ ମୁଖ୍ୟ ଉପାସନାସ୍ଥଳୀରେ ଥିବା ବତି ମନ୍ଦିର, ଧୁନି ମନ୍ଦିର,…

ମାଲକାନଗିରି ବିକାଶ ସବୁଠୁ ଅଧିକ ଖୁସି ଦିଏ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(ବ୍ୟୁରୋ)/ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମାଲକାନଗିରି ଜିଲା ପାଇଁ ୬ଟି ଗୁରୁତ୍ୱପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହିସବୁ ପ୍ରକଳ୍ପ ଜିଲାର ସାମାଜିକ ଓ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?