ରାଜ୍ୟ

କୋରେଇ ଟ୍ରେନ୍‌ ଦୁର୍ଘଟଣା ପରେ ୮ ଟ୍ରେନ୍‌ ବାତିଲ୍‌, ଜାରି ହେଲା ହେଲ୍ପଲାଇନ୍‌ ନମ୍ବର

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଯାଜପୁର ଜିଲା କୋରେଇ ରେଳ ଷ୍ଟେଶନରେ ସୋମବାର ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହୋଇ ବିଶ୍ରାମାଗାର ଉପରେ ମାଡିଯିବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଫଳରେ ସେହି ରୁଟ୍‌ରେ ଯିବାକୁ ଥିବା…

ବିଧାନସଭାରୁ ହଟିଲା କରୋନା କଟକଣା

ଭୁବନେଶ୍ୱର୨୧।୧୧(ବ୍ୟୁରୋ): ରାଜ୍ୟରୁ କରୋନା କଟାକଣା ହଟିବା ପରେ ଏବେ ସରକାର ବିଧାନସଭାରୁ ମଧ୍ୟ କରୋନା କଟକଣାକୁ ହଟାଇ ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାମ୍ବାଦିକମାନଙ୍କୁ ବିଧାନସଭାରେ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା। ଏଥିସହ ଅଧିବେଶନ ପୂର୍ବରୁ ବିଧାୟକ, ମନ୍ତ୍ରୀ,…

ଉଗ୍ରତାରା ପୀଠ ପରିଦର୍ଶନ କଲେ ୫-ଟି ସଚିବ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ୫-ଟି ସଚିବ ଭି.କେ ପାଣ୍ଡିଆନ ସୋମବାର ଖୋର୍ଦ୍ଧା ଜିଲା ବାଣପୁରର ପ୍ରସିଦ୍ଧ ମା’ ଭାଗବତୀ ମନ୍ଦିରର ଏବଂ ଟାଙ୍ଗୀର ମା’ ଉଗ୍ରତରା ମନ୍ଦିର ପରିଦର୍ଶନ କରିଛନ୍ତି। ମା’ ଭାଗବତୀ ହେଉଛି ଓଡ଼ିଶାର ଏକ ପ୍ରସିଦ୍ଧ ଶକ୍ତିକ୍ଷେତ୍ର। ଯାହା ୯ମ ଶତାବ୍ଦୀରେ…

କୋରେଇ ଟ୍ରେନ୍‌ ଦୁର୍ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ଯାଜପୁରର କୋରେଇ ରେଳ ଷ୍ଟେଶନରେ ସୋମବାର ଏକ ମାଲ୍‌ବାହୀ ଟ୍ରେନ୍‌ ଯାତ୍ରୀ ବିଶ୍ରାମାଗାର ଉପରେ ମାଡ଼ିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସହାୟତା ଘୋଷଣା…

ଲୋକସେବା ଭବନରେ ପ୍ରଦର୍ଶିତ ହେଲା ‘ଦମନ’

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ରବିବାର ଲୋକସେବା ଭବନର କନଭେନଶନ ସେଣ୍ଟରଠାରେ ପ୍ରଦର୍ଶିତ ହୋଇଛି। ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ସହଯୋଗରେ ଏହାର ପ୍ରଦର୍ଶନ କରାଯାଇଥିଲା। ମାଲେରିଆ ନିରାକରଣ ଉପରେ…

ଚେୟାରରେ ରୋଗୀ, ସାଲାଇନ ଧରୁଛନ୍ତି ସମ୍ପର୍କୀୟ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ) : ରାଜ୍ୟର ଅନ୍ୟତମ ପ୍ରମୁଖ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲରେ ସହଜରେ ମିଳୁନି ବେଡ୍‌। ରୋଗୀ ଘଣ୍ଟା ଘଣ୍ଟା ଧରି ଚେୟାର, ଷ୍ଟ୍ରେଚର ଓ ତଳେ ପଡି ରହୁଛନ୍ତି। ରୋଗୀଙ୍କ ସମ୍ପର୍କୀୟ ସାଲାଇନ୍‌ ଧରି ଠିଆ ହେଉଥିବା ଭଳି ଦୟନୀୟ…

ସ୍ମାର୍ଟସିଟିରେ ଦହଗଞ୍ଜ ୧୨ ବସ୍ତିର ବାସିନ୍ଦା

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଭୁବନେଶ୍ୱରକୁ ମଡେଲ ସିଟିରେ ପରିଣତ କରିବା ପାଇଁ ଯୋଜନା ପରେ ଯୋଜନା କରାଯାଉଛି। କିନ୍ତୁ ଏବେ ବି ସ୍ମାର୍ଟସିଟିରେ ରହୁଥିବା ଅନେକ ବସ୍ତିବାସିନ୍ଦା ମୌଳିକ ସୁବିଧା ପାଇବାରୁ ବଞ୍ଚତ୍ତ ହୋଇ ରହିଛନ୍ତି। କେଉଁଠି ରାସ୍ତା ନାହିଁ ତ କେଉଁଠି ଡ୍ରେନ୍‌…

କଠୋର ହେଲା ଟ୍ରାଫିକ ପୋଲିସ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଆଗକୁ ହକି ବିଶ୍ୱକପ୍‌ ଥିବାରୁ ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ୍‌ ବ୍ୟବସ୍ଥାର ସୁପରିଚାଳନା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ), ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ କମିଶନରେଟ୍‌ ପୋଲିସ୍‌ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ବେଆଇନ୍‌ ପାର୍କିଂ ଉପରେ…

କୋରେଇ ଟ୍ରେନ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ସୋମବାର ଯାଜପୁର କୋରେଇ ଷ୍ଟେଶନରେ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରତ୍ୟକ୍ଷଦର୍ଶୀ କହୁଥିବା ବେଳେ ପୂର୍ବତଟ ରେଳ ବିଭାଗ ପକ୍ଷରୁ ୨ ଜଣଙ୍କ ମୃତ୍ୟୁ ଘଟିଛି ବୋଲି କୁହାଯାଇଛି। ଅନେକ ଆହତ ହୋଇଛନ୍ତି।…

୪ ବର୍ଷ ହେଲା ପଦ୍ମପୁରବାସୀଙ୍କୁ ଭୁଆଁ ବୁଲାଉଛି କେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ସରଗରମ ହୋଇଥିବାବେଳେ ଏହି ଅଞ୍ଚଳ ପାଇଁ ରେଳଲାଇନ୍‌ ଦାବି କରି ବିଜେଡି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। ବିଜେଡି ଅଭିଯୋଗ କରିଛି ଯେ, କେନ୍ଦ୍ର ସରକାର ଗତ ୪ ବର୍ଷ ହେଲା ରେଳଲାଇନ୍‌ କଥା…

କିଡ୍‌ନୀ ରୋଗୀଙ୍କୁ ମନ ପସନ୍ଦର ଔଷଧ ଦେବା ସମ୍ଭବ ନୁହେଁ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଉନ୍ନତମାନର ଔଷଧ ଯୋଗାଣ ଦାବିକରି ୭ମାସ ହେବ ଆନ୍ଦୋଳନ ଚଳାଇଛନ୍ତି କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ ରୋଗୀ। ୧୨ଦିନ ହେବ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ଧାରଣାରେ ବସିବା ପରେ ସେମାନେ ଶନିବାରଠାରୁ ରାସ୍ତାକୁ ଓହ୍ଲାଇଛନ୍ତି। ଏଜି ଛକରୁ ରାଜଭବନ ରାସ୍ତାକୁ ଦୁଇ ପାର୍ଶ୍ୱରୁ…

ସପ୍ତମ ବେତନ ମୋଡାଲିଟି ସଂଶୋଧନ କାର୍ଯ୍ୟକାରୀ କରିବାକୁ ଦାବି

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ନୂତନ ଅନୁଦାନପ୍ରାପ୍ତ ସ୍କୁଲ କଲେଜକୁ ସପ୍ତମ ବେତନ ପ୍ରଦାନ ପାଇଁ କ୍ୟାବିନେଟ୍‌ ମଞ୍ଜୁର କରି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଓଡ଼ିଶା ସ୍କୁଲ ଓ କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଏହାକୁ ତ୍ରୁଟିପୂର୍ଣ୍ଣ ଦର୍ଶାଯାଇଥିଲା। ତେବେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?