ରାଜ୍ୟ

ଅବପାତରେ ପରିଣତ ହେଲା ଲଘୁଚାପ: ୧୦ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ରବିବାର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ସୋମବାର ଓ ମଙ୍ଗଳବାର ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ହାଲୁକା ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…

କୋରେଇରେ ଟ୍ରେନ୍‌ ଦୁର୍ଘଟଣା: ୩ ମୃତ

ଯାଜପୁର ଅଫିସ,୨୧ା୧୧: ଯାଜପୁରର କୋରେଇଠାରେ ସୋମବାର ଟ୍ରେନ୍‌ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏକ ମାଲ୍‌ବାହୀ ଟ୍ରେନ୍‌ ଯାତ୍ରୀ ବିଶ୍ରାମାଗାର ଭିତରକୁ ମାଡ଼ି ଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ ହୋଇଥିବା ଜଣାପଡ଼ିଛି। ଟ୍ରେନ୍‌ର ୩ରୁ…

ଆଜି କୋର୍ଟରେ ହାଜର ହେବେ ଖଗେଶ୍ୱର

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ବିଜ୍‌ନେସ୍‌ ପାର୍ଟନର ଖଗେଶ୍ୱର ପାତ୍ରଙ୍କ ୧୦ ଦିନିଆ ରିମାଣ୍ଡ ଅବଧି ରବିବାର ଶେଷ ହୋଇଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗତ ୧୧ ତାରିଖରୁ ଖଗେଶ୍ୱରଙ୍କୁ ମାରାଥନ ଜେରା କରି ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ…

ବାସୁଙ୍କ ରକ୍‌ ସଙ୍ଗୀତକୁ ଅପେକ୍ଷା

କ୍ଲାଇମେଟ୍‌ ଚେଞ୍ଜ: ଦି ପାୱାର ଅଫ୍‌ ୟୁଥ୍‌ : ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’। ନଭେମ୍ବର…

ଓଡ଼ିଆ ଭାଷା ବୁଝୁନାହାନ୍ତି ପିଲା

ମାଲକାନଗିରି/ମାଥିଲି, ୨୧।୧୧(ଡି.ଏନ୍‌.ଏ.)(ଦୁର୍ଯ୍ୟୋଧନ ପାତ୍ର/ସୁବାସ ଚନ୍ଦ୍ର ଖୁଡୁପିଆ) : ଓଡ଼ିଆ ଭାଷାରେ ଶିକ୍ଷକ କରୁଛନ୍ତି ଶିକ୍ଷାଦାନ। ହେଲେ କୋୟା ଆଦିବାସୀ ପିଲା ତାହାକୁ ବୁଝିପାରୁନାହାନ୍ତି। ଅନୁରୂପ ସମସ୍ୟା ସୃଷ୍ଟି ହୋଇଛି ଶିକ୍ଷକଙ୍କ କ୍ଷେତ୍ରରେ। ପିଲାମାନେ କୋୟା ଭାଷାରେ କଥା ହେଉଥିବାବେଳେ ସେସବୁ ଶିକ୍ଷକଙ୍କ…

ପରଲୋକରେ ବିଶିଷ୍ଟ ସଂଳାପ ଲେଖକ ନନ୍ଦଲାଲ ମହାପାତ୍ର

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଆଉ ନାହାନ୍ତି ବିଶିଷ୍ଟ ସଂଳାପ ଲେଖକ ତଥା ନିର୍ଦ୍ଦେଶକ ନନ୍ଦଲାଲ ମହାପାତ୍ର। ୭୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଅସୁସ୍ଥତା ହେତୁ ଗତ କିଛି ଦିନ ଧରି ସେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସେଠାରେ…

ବାଇକ୍‌ ଆରୋହୀ ଦମ୍ପତିଙ୍କ ଉପରେ ଚଢ଼ିଗଲା କାର୍‌

ପୁରୁଷୋତ୍ତମପୁର,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୂଖ୍ୟ ରାସ୍ତାର ଭାଟକୁମରଡା କଲେଜ ସମ୍ମୁଖରେ ରବିବାର ଏକ କାର ମୋଟର ସାଇକେଲ ଆରୋହୀଙ୍କ ଉପରେ ଚଢିଯିବା ସହ ବିଦ୍ୟୁତ ଟ୍ରାନ୍ସଫର୍ମରକୁ ପିଟି ହୋଇଯାଇଛି। ଏଥିରେ ବାଇକ୍‌ ଆରୋହୀ ଦମ୍ପତି ଭାଟକୁମରଡା…

ସେତୁ ଭଳି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗରେ ୩୪ ଜଣ ସହକାରୀ ଉଦ୍ୟାନ କୃଷି ଅଧିକାରୀ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ୨୧ ଜଣ ମହିଳା ଅଛନ୍ତି। ଏହି ଅବସରରେ ଶନିବାର ଲୋକସେବା କନ୍‌ଭେନଶନ ସେଣ୍ଟରରେ ଏକ କର୍ମଶାଳାର ଆୟୋଜନ କରାଯାଇଥିଲା।…

ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ରାଗିଂ

ବ୍ରହ୍ମପୁର ଅଫିସ,୨୦।୧୧: ଗଞ୍ଜାମ ଜିଲା ଖଲ୍ଲିିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ପୁଣିଥରେ ଛାତ୍ରୀଙ୍କୁ ରାଗିଂ କରାଯିବା ଭଳି ଘଟଣା ଦୃଷ୍ଟିକୁ ଆସିଛି। ଜନୈକା ଛାତ୍ରୀଙ୍କୁ ଉକ୍ତ ଶିକ୍ଷାନୁଷ୍ଠାର ଯୁକ୍ତ ୨ ଦ୍ୱିତୀୟ ବର୍ଷର କେତେଜଣ ଛାତ୍ର ଅଶ୍ଳୀଳ ଭାଷାରେ ଗାଳିଗୁଲଜ,…

ଓଡ଼ିଶା ପାଇଁ ହେଉ ଏକକ ରେଳ ଜୋନ

ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଓଡ଼ିଶାର ସବୁ ରେଳପଥକୁ ଗୋଟିଏ ଜୋନ ଅଧୀନକୁ ଆଣିବା ପାଇଁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ୨୦୦୩ରେ କେନ୍ଦ୍ର ସରକାର ରାଜ୍ୟ ପାଇଁ ସ୍ବତନ୍ତ୍ର ପୂର୍ବତଟ ରେଳ ଜୋନ ଗଠନ କରିଥିଲେ।…

ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ସଚିବ ନିଯୁକ୍ତି

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ କାର୍ମିକ, ସାଧାରଣ ଅଭିଯୋଗ ଓ ପେନ୍‌ସନ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବୟନ ଶିଳ୍ପ…

ଦନ୍ତା ଆକ୍ରମଣରେ ମହିଳାଙ୍କ ଗୋଡ଼ ଦୁଇଖଣ୍ଡ

ସାତମାଇଲ, ୨୦।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ଡରେ ହାତୀ-ମଣିଷ ସଂଘର୍ଷରେ ଲାଗୁନାହିଁ ଅଙ୍କୁଶ। ଶୌଚ ହେବାକୁ ଯାଇଥିବାବେଳେ ହିଂସ୍ର ଦନ୍ତା କଚାଡ଼ି ଦେବାରୁ ନୂଆବଗ ପଞ୍ଚାୟତ ସରାସିଂହ ଗ୍ରାମର ଚନ୍ଦ୍ରଶେଖର ଦେହୁରୀଙ୍କ ଝିଅ ଜାହାଜ ଦେହୁରୀ (୫୧)ଙ୍କ ଡାହାଣ ଗୋଡ଼ ଦୁଇଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?