ରାଜ୍ୟ

୨୫ କି.ମି.ରେ ୨ ଟୋଲ୍‌ ପ୍ଲାଜା

ଚଣ୍ଡିଖୋଲ,୨୦।୧୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ ଦୁଇଟି ଟୋଲ୍‌ ପ୍ଲାଜାର ବ୍ୟବଧାନ ୬୦ କିଲୋମିଟର ରହିବାର ନିୟମ ରହିଛି। ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ)ର ନିର୍ଦ୍ଦେଶନାମା ଅନୁଯାୟୀ ରାଜପଥ ଉପରେ ନିର୍ମାଣ କରାଯାଉଥିବା ଟୋଲ୍‌ ପ୍ଲାଜାଗୁଡ଼ିକ ଏହି ଦୂରତ୍ୱ ମାନିବାକୁ ବାଧ୍ୟ। ତେଣୁ ୧୬ନଂ.…

ଉପକୂଳ ଜୈବ ବିବିଧତା ସୁରକ୍ଷାରେ ସୌମ୍ୟ

କ୍ଲାଇମେଟ୍‌ ଚେଞ୍ଜ: ଦି ପାୱାର ଅଫ୍‌ ୟୁଥ୍‌ : ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’। ନଭେମ୍ବର…

ସାହିତି୍ୟକ ଗଗନେନ୍ଦ୍ରନାଥ ଦାଶଙ୍କ ପରଲୋକ

ଭୁବନେଶ୍ୱର, ୨୦।୧୧ (ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ ତଥା ସମାଲୋଚକ ଗଗନେନ୍ଦ୍ରନାଥ ଦାଶ (୮୨) ଙ୍କର ଶନିବାର ଅପରାହ୍ନରେ ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ଭୁବନେଶ୍ୱରସ୍ଥିତ ତାଙ୍କ ଝିଅଙ୍କ ଘରେ ଚିକିତ୍ସିତ ହେଉଥିଲେ। ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ…

ଇଞ୍ଜିନିୟରିଂ ନାମଲେଖା ଅବଧି ୫ ଦିନ ବଢ଼ିଲା

ଭୁବନେଶ୍ୱର, ୨୦।୧୧(ବ୍ୟୁରୋ): ଓଡ଼ିଶାର ସରକାରୀ ଓ ଘରୋଇ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ଅବଧିକୁ ୫ଦିନ ବୃଦ୍ଧି କରାଯାଇଛି। ଶନିବାର ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ…

‘ଶିଶୁଙ୍କୁ ପ୍ରକୃତି ସହ ଯୋଡ଼ିରଖିବା ଶିକ୍ଷାବ୍ୟବସ୍ଥାର ଆଭିମୁଖ୍ୟ ହେଉ’

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ପ୍ରକୃତିଠୁ ଜୀବନ ଦୂରେଇ ଯିବା ହିଁ ଅନେକ ସମସ୍ୟାର କାରଣ। ଶିଶୁମାନଙ୍କୁ ପ୍ରକୃତି ସହ ଯୋଡ଼ି ରଖିବା ଶିକ୍ଷାବ୍ୟବସ୍ଥାର ପ୍ରମୁଖ ଆଭିମୁଖ୍ୟ ହେବା ଉଚିତ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ଶନିବାର ଖାରବେଳନଗରଠାରେ ‘ଏକାମ୍ର ବାଟିକା’ ସ୍କୁଲ୍‌କୁ…

ରାଜ୍ୟରୁ ହଟିଲା କୋଭିଡ୍‌ କଟକଣା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୋଭିଡ୍‌ ସଂକ୍ରମଣ ହ୍ରାସ ପରେ ରାଜ୍ୟ ସରକାର ଶନିବାର ତତ୍କାଳ ପ୍ରଭାବରୁ ‘ଓଡ଼ିଶା କୋଭିଡ୍‌-୧୯ ନିୟମାବଳୀ ୨୦୨୦’କୁ ଉଚ୍ଛେଦ କରିଛନ୍ତି । ରାଜ୍ୟରେ ଆଉ କୋଭିଡ୍‌ କଟକଣା କିମ୍ବା ନିୟମାବଳୀ ମାନିବାକୁ କେହି ବାଧ୍ୟ ନୁହନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ…

୨ ହଜାର ନୂଆ ଡାକ୍ତର ପଦବୀକୁ ମଞ୍ଜୁରୀ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟ ସରକାର ଆଉ ୨ ହଜାର ନୂଆ ଡାକ୍ତରୀ ପଦବୀ ସୃଷ୍ଟିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏଥିସହ ରାଜ୍ୟରେ ମୋଟ ମଞ୍ଜୁରୀପ୍ରାପ୍ତ ଡାକ୍ତରୀ ପଦବୀ ସଂଖ୍ୟା ୧୦୭୧୯କୁ ବୃଦ୍ଧି ପାଇଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ଶ୍ରୀମନ୍ଦିର ଗର୍ଭଗୃହ, ମହାପ୍ରଭୁଙ୍କ ଫଟୋ ଭାଇରାଲ

ପୁରୀ ଅଫିସ,୨୦।୧୧: ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ ମିଡିଆରେ ପୁଣିଥରେ ଭାଇରାଲ ହୋଇ୍‌ଛି। କିନ୍ତୁ ଏଥର ଶ୍ରୀମନ୍ଦିର ପରିସରର କାୈଣସି ସ୍ଥାନ ନୁହେଁ। ବରଂ ଶ୍ରୀମନ୍ଦିର ଗର୍ଭଗୃହ ଓ ରତ୍ନସିଂହାସନାରୂଢ ଚତୁର୍ଦ୍ଧାବିଗ୍ରହଙ୍କ ଫଟୋ ଭାଇରାଲ ହୋଇଛି। ଯାହାକୁ ନେଇ ଜଗନ୍ନାଥ ପ୍ରେମୀଙ୍କ…

ଆସନ୍ତା ଶିକ୍ଷାବର୍ଷରୁ ଯୁକ୍ତ୩ ପାଠ୍ୟକ୍ରମରେ ସାମିଲ ହେବ ଏନ୍‌ସିସି

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆସନ୍ତା ୨୦୨୩-୨୪ ଶିକ୍ଷାବର୍ଷରୁ ଯୁକ୍ତ ୩ରେ ସାମିଲ ହେବ ଏନ୍‌ସିସି ପାଠ୍ୟକ୍ରମ। ଏନେଇ ଶନିବାର ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ଅଶୋକ ଦାସ ସୂଚନା ଦେଇଛନ୍ତି। ଯୁକ୍ତ ୩ ପିଲା ଏନ୍‌ସିସିକୁ ଏକ ଇଲେକ୍ଟିଭ୍‌ ଭାବେ ନେଇ ପାରିବେ। ଏନ୍‌ସିସି…

କରୋନା କଟକଣା ଉଠାଇଲେ ସରକାର

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟରୁ ସମସ୍ତ କରୋନା କଟକଣାକୁ ହଟାଇ ଦେଇଛନ୍ତି ସରକାର। କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ସରକାର ଏହି କଟକଣାକୁ ଉଠାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି। ତେବେ ଆବଶ୍ୟକ ଥିଲେ ଲୋକେ ସ୍ବଇଚ୍ଛାରେ ନିୟମ ମାନିପାରିବେ ବୋଲି ସରକାର କହିଛନ୍ତି। ଯେଉଁଠି…

ହିତାଧିକାରୀଙ୍କୁ ଶୀତକାଳୀନ ସହାୟତା ଦେବେ ସରକାର

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଭତ୍ତା ହିତାଧିକାରୀଙ୍କୁ ରାଜ୍ୟ ସରକାର ଶୀତକାଳୀନ ସହାୟତା ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି। ଏହି ବାବଦରେ ପ୍ରତ୍ୟେକ ହିତାଧିକାରୀଙ୍କୁ ଅଧିକ ୩୦୦ ଟଙ୍କା ପ୍ରଦାନ କରାଯିବ। ଡିସେମ୍ବରରେ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି ଟଙ୍କା ଯିବ। ସାମାଜିକ ସୁରକ୍ଷା…

ବିଜେଡି-ଭାଜପାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ପଦ୍ମପୁର,୧୯।୧୧(ଡି.ଏନ.ଏ.): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏନେଇ ରାଜନୀତି ସରଗରମ ରହିଛି। ୩ ପ୍ରମୁଖ ଦଳ ପକ୍ଷରୁ ପ୍ରଚାର ଜୋରଦାର ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଶନିବାର ବିଜେଡି ଏବଂ ଭାଜପା ପକ୍ଷରୁ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?