ରାଜ୍ୟ

ଜରୁରୀ ସେବାକୁ ଆସୁଛି ଫେକ୍‌ କଲ୍‌

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଲୋକଙ୍କୁ ଜରୁରିକାଳୀନ ଆମ୍ବୁଲାନ୍ସ ଓ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ସରକାରଙ୍କ ୨୪ଘଣ୍ଟିଆ ମାଗଣା ୧୦୮ ଓ ୧୦୪ କଲ୍‌ ସୁବିଧା ରହିଛି। ହେଲେ କେତେଜଣ ଅସାମାଜିକ ବ୍ୟକ୍ତି ସରକାରଙ୍କ ଏହି ମାଗଣା ସେବାର ଫାଇଦା ଉଠାଇ ବିନା କାରଣରେ ୧୦୮…

କାଲିଫର୍ନିଆ ଆଲମଣ୍ଡ ବୋର୍ଡ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୧୧: କାଲିଫର୍ନିଆ ଆଲମଣ୍ଡ ବୋର୍ଡ ପକ୍ଷରୁ ଗୁରୁବାର ସ୍ଥାନୀୟ ଜୟଦେବ ବିହାରସ୍ଥିତ ଏକ ହୋଟେଲରେ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ‘ପ୍ରାୟୋରିଟାଇଜିଂ ମାଇଣ୍ଡଫୁଲ୍‌ ଇଟିଂ: ଦ ନ୍ୟୁ ମନ୍ତ୍ର ଫର୍‌ ହୋଲିଷ୍ଟିକ ଫ୍ୟାମିଲି ହେଲ୍‌ଥ’ ଶୀର୍ଷକ ବିଷୟବସ୍ତୁ ଉପରେ ବିସ୍ତୃତ…

ବିଜେଡିରେ ଯୋଗଦେଲେ ମହେନ୍ଦ୍ର ବଢ଼େଇ

ଭୁବନେଶ୍ବର,୧୮ା୧୧(ବ୍ୟୁରୋ): ସ୍ବେଚ୍ଛାକୃତ ଅବସର ନେଇଥିବା ପ୍ରଶାସନିକ ଅଧିକାରୀ ମହେନ୍ଦ୍ର ବଢ଼େଇ ଗୁରୁବାର ବିଜେଡିରେ ଯୋଗଦେଇଛନ୍ତି। ପୂର୍ବାହ୍ନରେ ନବୀନ ନିବାସରେ ଶତାଧିକ ସମର୍ଥକଙ୍କ ସହ ସେ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଢ଼େଇଙ୍କ ସମେତ ତାଙ୍କ…

ଆଜିଠୁ ବିଧାନସଭା ସମ୍ମୁଖରେ ସତ୍ୟାଗ୍ରହ କରିବ ଭାଜପା

ଭୁବନେଶ୍ବର,୧୮ା୧୧(ବ୍ୟୁରୋ): ମୁଣ୍ଡ ଉପରେ ପଦ୍ମପୁର ଉପନିର୍ବାଚନ। ଏହି ନିର୍ବାଚନମଣ୍ଡଳୀରେ ଚାଷୀଙ୍କ ସଂଖ୍ୟା ଅଧିକ ଥିବାବେଳେ ଭୋଟିଂରେ ସେମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବେ ବୋଲି କୁହାଯାଉଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଏବେ ସବୁ ଦଳ ଚାଷୀଙ୍କ ସପକ୍ଷରେ ଥିବା ଦେଖେଇବାକୁ ଚେଷ୍ଟା…

ବଢ଼ିବ ବିଧାୟକଙ୍କ ଦରମା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ):ବିଧାୟକମାନଙ୍କର ଦରମା, ଭତ୍ତା ଓ ଅନ୍ୟାନ୍ୟ ସୁବିଧା ସୁଯୋଗରେ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଗଠିତ କମିଟି ଆସନ୍ତା ୨୪ ତାରିଖରେ ହେବାକୁ ଥିବା ଶୀତ ଅଧିବେଶନରେ ବାଚସ୍ପତିଙ୍କୁ ରିପୋର୍ଟ ପ୍ରଦାନ କରିବ। ବିଭିନ୍ନ ରାଜ୍ୟରେ ବିଧାୟକମାନଙ୍କୁ ମିଳୁଥିବା ଦରମା,ଭତ୍ତା…

ଖଣି ଅଞ୍ଚଳରେ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା ହେବ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଖଣିଜ କ୍ଷେତ୍ରରେ କାର୍ଯ୍ୟ କରିବା ନିମନ୍ତେ ଯୁବବର୍ଗଙ୍କୁ କୁଶଳୀ କରିବାକୁ ରାଜ୍ୟ ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ଏନେଇ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ ଗୁରୁବାର ଲୋକସେବା ଭବନରେ ଟାଟା ଗ୍ରୁପ୍‌ର ସ୍କିଲ କାଉନସିଲ୍‌ ଫର୍‌ ମାଇନିଂ…

ବାଘୁଣୀ ଅନିତା ଗୁରୁତର

ବାରଙ୍ଗ,୧୮ା୧୧(ଡି.ଏନ୍‌.ଏ.):ନନ୍ଦନକାନନରେ କଲରାପତରିଆ ବାଘୁଣୀ ଅନିତା ଅସୁସ୍ଥ ହୋଇପଡିଛି। ଅନିତା ଏବେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସିତ ହେଉଛି। ସେ କିଛିଦିନ ହେବ ଠିକ୍‌ ଭାବେ ଖାଦ୍ୟ ଗ୍ରହଣ ନ କରିବା ସହ ମଳତ୍ୟାଗ ମଧ୍ୟ କରୁ ନାହିଁ। ଯାହାକୁ ନେଇ ପ୍ରାଣୀ…

ଲ୍ୟାଣ୍ଡ ପୁଲିଂ ବ୍ୟବସ୍ଥାରେ ରହିବ ଜମି ମାଲିକଙ୍କ ଅଧିକାର

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ):ଚଳିତ ମାସ ୩୦ ତାରିଖରୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ଅନୁଷ୍ଠିତ ହେବ। ଏହା ପୂର୍ବରୁ ରାଜ୍ୟ ସରକାର ନୂଆ ଶିଳ୍ପ ନୀତି-୨୦୨୨କୁ ଚୂଡ଼ାନ୍ତ ରୂପ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ରାଜ୍ୟ କ୍ୟାବିନେଟରେ ଏହି ଶିଳ୍ପ ନୀତିକୁ ମଞ୍ଜୁରୀ ମିଳିବା…

ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ):ଦକ୍ଷିଣ ଆଣ୍ଡାମାନ ନିକଟରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତିକରି ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତ ରୂପନେବ। ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶରେ ଏହାର ପ୍ରଭାବ ଅଧିକ…

ଆଜି କ୍ୟାବିନେଟ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଲୋକସେବା ଭବନଠାରେ ଅପରାହ୍ନ ୫ଟା ୪୫ ମିନିଟରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏଥିରେ ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଅନୁମୋଦନ ହେବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ…

ଫସଲବୀମା ପ୍ରୟୋଗ ପ୍ରସଙ୍ଗ

ଭୁବନେଶ୍ବର, ୧୮ା୧୧(ବ୍ୟୁରୋ):ପଦ୍ମପୁର ଉପନିର୍ବାଚନକୁ ନେଇ ରାଜନୀତି ସରଗରମ ଥିବାବେଳେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫ୍‌ବିଓ୍ବାଇ) ପ୍ରସଙ୍ଗରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଦୋଷ ଲଦାଲଦି ଜାରି ରହିଛି। ଚାଷୀଙ୍କୁ ବୀମା ରାଶି ନ ମିଳିବାକୁ ନେଇ ବିଜେଡି ଓ ଭାଜପା…

ଶେଷ ଦିନରେ ୧୩ ଆଶାୟୀଙ୍କ ପ୍ରାର୍ଥିପତ୍ର ଦାଖଲ

ପଦ୍ମପୁର,୧୭।୧୧(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ଥିଲା ପ୍ରାର୍ଥିପତ୍ର ଦାଖଲର ଶେଷ ଦିବସ। ଅନ୍ତିମ ଦିବସରେ ୧୩ଜଣ ଆଶାୟୀ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ଦଳୀୟ ଥିବାବେଳେ ଅନ୍ୟ ୮ଜଣ ସ୍ବାଧୀନ ପ୍ରାର୍ଥୀ। ନାମାଙ୍କନ ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?