କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି
ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ ପର୍ଯ୍ୟାପ୍ତ ପାଚେରୀ ଓ ଫାଟକ ସୁରକ୍ଷିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ…
ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ
ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ ଥିବା କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ୨୩ ତାରିଖରେ ଅନୁଷ୍ଠିତ ହେବ। ସେହିପରି…
୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ
ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ କାର୍ଯ୍ୟ ନ ଥିବା ଦର୍ଶାଇ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଏନେଇ…
୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍ ପାଇଁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍ ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ତାରିଖ…
ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ
ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହି ମୋଟ ରାଶି ମଧ୍ୟରୁ ଜାତୀୟ…
୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ
ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ…
IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…
କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ ପଡିଥିବା ବେଳେ ଶେଷରେ ଧମାକାଦାର ବ୍ୟାଟିଂ କରିଥିଲେ ପାଣ୍ଡ୍ୟା । ନିୟମିତ ବ୍ୟବଧାନରେ ଓ୍ବିକେଟ…
ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ
କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଷ୍ଟାଡିୟମ୍ରେ ଉପସ୍ଥିତ ରହି ଘଣ୍ଟି ବଜାଇ ମ୍ୟାଚ୍କୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ସୂଚନା…
ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ
ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘୋଷଣା କରିଛି। ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧, ୨୦୨୬ (ବୁଧବାର)…
ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର
ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ କରାଯାଇଛି। ରାଜ୍ୟର ବନ୍ୟଜୀବ ବାସସ୍ଥାନଗୁଡ଼ିକୁ ସୁରକ୍ଷା ଦେବା, ବିପଦସଙ୍କୁଳ ପ୍ରଜାତିର ସଂରକ୍ଷଣ କରିବା ଏବଂ…
ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର
ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ ହୋଇଛି। ସୋମବାର ବିଧାନସଭାରେ ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ ମୁଖ୍ୟମନ୍ତ୍ରୀ…
ବାରବାଟୀ ବ୍ୟାଟଲ୍: ଟସ୍ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…
କଟକ,୯ା୧୨: ବାରବାଟୀ ବ୍ୟାଟଲ୍ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟ୍ବେଣ୍ଟି ଟ୍ବେଣ୍ଟି ମୁକାବିଲା ବାରବାଟୀରେ ଖେଳାଯାଉଛି । ଏଥିପାଇଁ ପଡିଛି ଟସ୍ ।…
Archives


