ରାଜ୍ୟ

ଆଜିଠୁ ଯୁକ୍ତ୩ ତୃତୀୟ ପର୍ଯ୍ୟାୟ ନାମଲେଖା ଆବେଦନ

ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ରାଜ୍ୟରେ ୨୦୨୨-୨୩ ଶିକ୍ଷାବର୍ଷ ଲାଗି ତୃତୀୟ ପର୍ଯ୍ୟାୟ ଯୁକ୍ତ୩ ନାମଲେଖା ପାଇଁ ଆବେଦନ ସୋମବାରଠାରୁ ଆରମ୍ଭ ହେବ। ରାଜ୍ୟରେ ୧,୦୨୪ଟି ଡିଗ୍ରୀ କଲେଜ ରହିଛି। କଳା, ଫିଜିକାଲ ସାଇନ୍ସ, ବାୟୋଲଜିକାଲ ସାଇନ୍ସ ଏବଂ ବାଣିଜ୍ୟରେ ପୂର୍ବରୁ ୨ଟି ପର୍ଯ୍ୟାୟ…

ଜି.ଉଦୟଗିରିରେ ୧୦ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୧୪ା୧୧(ଡି.ଏନ.ଏ.): କନ୍ଧମାଳ ଜିଲାରେ ଶୀତର ପ୍ରକୋପ ଆରମ୍ଭ ହୋଇଛି। ରବିବାର ଜି.ଉଦୟଗିରିଠାରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସକୁ ହ୍ରାସ ପାଇଛି। ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ର ତାପ ମାପକ ଯନ୍ତ୍ର ଦାୟିିତ୍ୱରେ ଥିବା ଅଧିକାରୀ ସତ୍ୟ ନାରାୟଣ ମହାନ୍ତି ଏହି…

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର,୧୪ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳ ବଦଳ କରାଯାଇଛି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଗତ ଶନିବାର ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ଯାଜପୁର ଏଡିଏମ୍‌ ଅକ୍ଷୟ କୁମାର…

ସୁରକ୍ଷା ଖୋଜୁଛି ଶୈଶବ

ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ରାଜ୍ୟରେ ଅସୁରକ୍ଷିତ ହୋଇପଡିଛନ୍ତି ଶିଶୁ। ଶିଶୁଙ୍କ ଅଧିକାର ଓ ସୁରକ୍ଷା ପାଇଁ ସ୍ବତନ୍ତ୍ର ବିଭାଗ ସହ ରାଜ୍ୟ ପୋଲିସର ସ୍ବତନ୍ତ୍ର ସେଲ ଓ ଆଇନ ରହିଥିଲେ ମଧ୍ୟ ବାସ୍ତବରେ ସେମାନେ ସୁରକ୍ଷିତ ନାହାନ୍ତି। ଶିଶୁ ହତ୍ୟା, ଶାରୀରିକ ନିର୍ଯାତନା,…

ଏବେ ବି ଖାଲିପଡ଼ିଛି ୨୦%ରୁ ଊର୍ଦ୍ଧ୍ୱ ସିଟ୍‌

ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ରାଜ୍ୟରେ ୨୦୨୨-୨୩ ଶିକ୍ଷାବର୍ଷ ଲାଗି ଗତ ସେପ୍ଟେମ୍ବର ୨୨ରୁ ଯୁକ୍ତ୨ ଏବଂ ଅକ୍ଟୋବର ୧୩ରୁ ଯୁକ୍ତ୩ ପ୍ରଥମବର୍ଷ ଛାତ୍ରୀଛାତ୍ରଙ୍କ କ୍ଲାସ୍‌ରୁମ୍‌ ପାଠପଢ଼ା ଆରମ୍ଭ ହୋଇଛି। ହେଲେ ଏଯାଏ ନାମଲେଖା ସରୁନି। ପୂର୍ବରୁ ଦୁଇଥର ନାମଲେଖା ସରିଥିଲେ ମଧ୍ୟ ଯୁକ୍ତ୨ରେ…

ସହରାଞ୍ଚଳ ପ୍ରଦୂଷଣ ଘାତକ

ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର/ ଅନୁଗୋଳ ଅଫିସ୍‌,୧୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ମାରାତ୍ମକ ସ୍ତରରେ ରହୁଛି। କେବଳ ଦିଲ୍ଲୀ ନୁହେଁ, ଦେଶର ବଡ଼ ବଡ ସହରରେ ନିଃଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ବିଶୁଦ୍ଧ ବାୟୁ ମିଳିବା କଷ୍ଟକର ହୋଇପଡ଼ିଲାଣି। ଯାନବାହନ ବୃଦ୍ଧି ସାଙ୍ଗକୁ…

ବନ୍ଧୁକ ଦେଖାଇ ଫିଲ୍ମ ଷ୍ଟାଇଲ୍‌ରେ ଲୁଟିନେଲେ ୫ ଲକ୍ଷ ଟଙ୍କା

ନିଶ୍ଚିନ୍ତକୋଇଲି,୧୩ା୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ରାଣୀପଡ଼ାଠାରେ ଫିଲ୍ମ ଷ୍ଟାଇଲ୍‌ରେ ରବିବାର ଲୁଟ୍‌ ହୋଇଛି। କଟକ-ଚାନ୍ଦବାଲି ରାସ୍ତାରେ ସାଲେପୁରର ଏକ ଘରୋଇ ମିକ୍ସଚର କମ୍ପାନୀର ପିକ୍‌ଅପ୍‌ କେନ୍ଦ୍ରାପଡ଼ାରୁ ଫେରୁଥିବା ବେଳେ ରାସ୍ତାରେ ଏକ ବାଇକ୍‌ରେ ୩ ଜଣ ଯୁବକ ଆସି ଗାଡ଼ିଆଗରେ…

ଷଷ୍ଠରୁ ଅଷ୍ଟମ ପିଲା ଦେବେ ସ୍ବତନ୍ତ୍ର ପରୀକ୍ଷା

ଭୁବନେଶ୍ୱର, ୧୩।୧୧(ବ୍ୟୁରୋ): ରାଜ୍ୟର ସରକାରୀ ସ୍କୁଲରେ ଉନ୍ନତ ଶିକ୍ଷାଦାନ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। କରୋନା ସମୟରେ ଶିକ୍ଷାଦାନ ଗୁରୁତର ବାଧାପ୍ରାପ୍ତ ହୋଇଥିଲା। ଏଥିପାଇଁ ପରବର୍ତ୍ତୀ ସମୟରେ ସରକାର ଲର୍ନିଂ ରିକଭରି ପ୍ରୋଗ୍ରାମ ଆରମ୍ଭ କରିଥିଲେ। ତେବେ…

ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ବାପା

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ରବିବାର ଇଡିରେ ହାଜର ହୋଇଛନ୍ତି ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ବାପା। ଅର୍ଚ୍ଚନାଙ୍କ ବେନାମୀ ସମ୍ପତ୍ତି ନେଇ ଇଡି ଖୋଳତାଡ଼ ଆରମ୍ଭ କରିଛି। ଅର୍ଚ୍ଚନାଙ୍କ ବାପା ଆଜି ସକାଳେ ଇଡି ଅଫିସରେ ହାଜର ହେବା ପରେ ତାଙ୍କୁ ପଚରାଉଚରା କରାଯାଇ…

ଚାଲିଛି ଜେରା, ବଢୁଛି ଛନକା

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ କଳାଧନ୍ଦାର ବିଜ୍‌ନେସ ପାର୍ଟନର ଖଗେଶ୍ୱର ପାତ୍ରଙ୍କୁ ୧୦ ଦିନିଆ ରିମାଣ୍ଡରେ ନେଇ ମାରାଥନ ଜେରା କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଆରମ୍ଭରୁ ହଡ଼ବଡ଼େଇ ଯାଉଥିବା ଖଗେଶ୍ୱର ଶନିବାର ରିମାଣ୍ଡର ଦ୍ୱିତୀୟ ଦିନରେ ଜେରାବେଳେ କିଛି…

ପଦ୍ମପୁରକୁ ଜିଲା ଗଠନ ଦାବି ପ୍ରତି ଆମର ପୂର୍ଣ୍ଣ ସମର୍ଥନ ରହିଛି: ବିଜେଡି

ଭୁବନେଶ୍ୱର, ୧୩।୧୧(ବ୍ୟୁରୋ): ପଦ୍ମପୁର ଉପଖଣ୍ଡକୁ ଜିଲା ମାନ୍ୟତା ପାଇଁ ବିଜୁ ଜନତା ଦଳର ପୂର୍ଣ୍ଣ ସମର୍ଥନ ରହିଛି। ଏହି ଦାବି ପୂରଣ ପାଇଁ ଗଠିତ କ୍ରିୟାନୁଷ୍ଠାନ କମିଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା କରିଛିି। ମୁଖ୍ୟମନ୍ତ୍ରୀ ମଧ୍ୟ ଯୁକ୍ତିଯୁକ୍ତ ଦାବିକୁ…

ରାଜୁ ଘିବେଲା ବିଜେଡି ସାଧାରଣ ସମ୍ପାଦକ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରଠାରୁ ରାଜ୍ୟର ୩ ପ୍ରମୁଖ ଦଳ ନିଜର ରଣନୀତି ପ୍ରସ୍ତୁତ କରିଛନ୍ତି। ନିକଟରେ ବିଜେଡିରେ ମିଶିଥିବା ରାଜୁ ଘିବେଲାଙ୍କୁ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?