ରାଜ୍ୟ

ପୁଣି ବଢ଼ିଲା ଅବସରପ୍ରାପ୍ତ ଓଏଏସ୍‌ ଅଫିସର ଅଜିତ ମିଶ୍ରଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ପୁଣି ବଢ଼ିଲା ଅବସରପ୍ରାପ୍ତ ଓଏଏସ୍‌ ଅଫିସର ଅଜିତ କୁମାର ମିଶ୍ରଙ୍କ କାର୍ଯ୍ୟକାଳ। ରାଜ୍ୟ ସରକାର ଶୁକ୍ରବାର ତାଙ୍କ କାର୍ଯ୍ୟକାଳ ଆଉ ଏକବର୍ଷ ପାଇଁ ବୃଦ୍ଧି କରିଛନ୍ତି । ଏବେ ସେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ…

ପ୍ରକାଶ ପାଇଲା ଓଜେଏସ୍‌-୨୦୨୧ ପରୀକ୍ଷାଫଳ: ଅନୁଗୋଳର ଆଦ୍ୟାଶା ମିଶ୍ର ଟପ୍ପର

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଓଜେଏସ୍‌-୨୦୨୧ର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୫୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ନେଇ ଓପିଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାରେ ଅନୁଗୋଳର ଆଦ୍ୟାଶା ମିଶ୍ର ଟପ୍ପର ହୋଇଥିବା ବେଳେ ଚେତନା ପଟ୍ଟନାୟକ ଦ୍ୱିତୀୟ ଓ ଏ.ଗୀତାଞ୍ଜଳି ନାଇଡୁ ତୃତୀୟ…

ରାଜ୍ୟରେ ନିଯୁକ୍ତି ପାଇବେ ୭,୫୪୦ ଶିକ୍ଷୟିତ୍ରୀ-ଶିକ୍ଷକ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟର ୪,୮୪୮ଟି ସରକାରୀ ହାଇସ୍କୁଲରେ ନିଯୁକ୍ତି ପାଇବେ ୭,୫୪୦ ଶିକ୍ଷୟିତ୍ରୀ ଓ ଶିକ୍ଷକ। ଏନେଇ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଓଡିଶା ଷ୍ଟାଫ ସିଲେକ୍ସନ କମିଶନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପଦବୀ ଗୁଡିକ…

ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକ ଉନ୍ମୋଚନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଓଡ଼ିଆ ଭାଷାରେ ଲିଖିତ ଇଞ୍ଜିନିୟରିଂ ପାଠ୍ୟପୁସ୍ତକ, ବୈଷୟିକ ଶିକ୍ଷା ସଙ୍କଳନ ଓ ଇ-କୁମ୍ଭ ପୋର୍ଟାଲର ଲୋକାର୍ପଣ କରିଛନ୍ତି। ମାତୃଭାଷାରେ ଶିକ୍ଷା ପାଇଲେ ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି ପାଇବ ତଥା ରାଷ୍ଟ୍ରର ବିକାଶ ନିମନ୍ତେ ସେମାନେ…

ପ୍ରଦୀପ ପୁରୋହିତ ହେବେ ଭାଜପା ପ୍ରାର୍ଥୀ : ବିଧାୟିକା

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ପଦ୍ମପୁର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ପ୍ରାର୍ଥୀ ହେବେ ବରିଷ୍ଠ ନେତା ପ୍ରଦୀପ ପୁରୋହିତ। ଏନେଇ ବିଧାୟିକା କୁସୁମ ଟେଟେ ସୂଚନା ଦେଇଛନ୍ତି। ଆସନ୍ତା ୧୪ ତାରିଖରେ ସେ ନାମାଙ୍କନ ଭରିବେ। ହେଲେ ଏହାକୁ ନେଇ ଆନୁଷ୍ଠାନିକ ଭାବେ…

ଅର୍ଚ୍ଚନା ନାଗ ମାମଲା: ଇଡିକୁ ରିପୋର୍ଟ ମାଗିଲା ଏସ୍‌ଆଇଟି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଲେଡି ବ୍ଲାକମେକର ଅର୍ଚ୍ଚନା ନାଗଙ୍କ ପାଇଁ ଅଢୁଆ ବଢିବାରେ ଲାଗିଛି। ବେଆଇନ ଅର୍ଥ କାରବାର ମାମଲାରେ ଇଡି ତଦନ୍ତ କରୁଥିବା ବେଳେ ଏସ୍‌ଆଇଟି ମାମଲାର ରିପୋର୍ଟ ମାଗିଛି। ଆସନ୍ତା ୧୩ ତାରିଖରେ ଦିଲ୍ଲୀରେ ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଏସ୍‌ଆଇଟି…

ନିଜ ସ୍କୁଲ୍‌ ପରିଦର୍ଶନ କରି ପୁରୁଣା ଦିନର ସ୍ମୃତିକୁ ମନେ ପକାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌ -୨ ଗାର୍ଲସ୍‌ ହାଇସ୍କୁଲ୍‌ ପରିଦର୍ଶନ କଲେ ଦ୍ରୌପଦୀ ମୁର୍ମୁ। ନିଜେ ପଢିଥିବା ସ୍କୁଲ୍‌ ପରିଦର୍ଶନ କରି ପୁରୁଣା ଦିନର ସ୍ମୃତିକୁ ମନେ ପକାଇଲେ ରାଷ୍ଟ୍ରପତି। ଏହାସହ ନିଜର ସହପାଠୀଙ୍କୁ ଭେଟିଥିଲେ। ୧୯୭୦-୭୪ ଯାଏ ଅଷ୍ଟମରୁ ଏକାଦଶ ଏହି…

ଅର୍ଚ୍ଚନାଙ୍କ ବିଜ୍‌ନେସ ପାର୍ଟନ୍‌ରଙ୍କୁ ଗିରଫ କଲା ଇଡି

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ୍‌ଙ୍କ ବିଜ୍‌ନେସ ପାର୍ଟନର ଖଗେଶ୍ୱରଙ୍କୁ ଗିରଫ କରିଛି ଇଡି। ଗୁରୁବାର ଖଗେଶ୍ୱରଙ୍କ ଘର ଏବଂ କାର୍‌ ଶୋ’ ରୁମ୍‌ରେ ଇଡି ଚଢ଼ାଉ କରିଥିଲା। ତେବେ ଆଜି ତାଙ୍କୁ ଗିରଫ କରିଛି। ଅର୍ଚ୍ଚନା, ଜଗବନ୍ଧୁ ଏବଂ ଖଗେଶ୍ୱରଙ୍କ…

ଫସଲ ବୀମା ଯୋଜନା

ଭୁବନେଶ୍ୱର,୧୧ା୧୧(ବ୍ୟୁରେ): ପ୍ରଧାନମନ୍ତ୍ରୀ ଫସଲବୀମାକୁ ନେଇ ଭାଜପା ଓ ବିଜେଡି ପରସ୍ପର ଉପରେ ଦୋଷ ଲଦିଛନ୍ତି। ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି ନିର୍ବାଚନ ଆସିଲେ ଶାସକ ବିଜେଡିକୁ ରାଜ୍ୟବାସୀଙ୍କ ସ୍ବାର୍ଥ କଥା ମନେପଡ଼େ। ନିର୍ବାଚନ ବୈତରଣୀ ପାରି…

ମାଣ୍ଡିଆରେ ମହାପ୍ରଭୁ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଛୋଟ ଚାଷୀ, ଆଦିବାସୀମାନେ ପ୍ରାୟତଃ ମାଣ୍ଡିଆ ଚାଷ କରିଥାନ୍ତି। ମାଣ୍ଡିଆର ଗୁଣବତ୍ତା ଓ ପୃଷ୍ଟିକର ହୋଇଥିବାରୁ ଦିନକୁ ଦିନ ରାଜ୍ୟ ତଥା ରାଜ୍ୟ ବାହାରେ ଏହାର ଆଦୃତ ବଢ଼ିବାରେ ଲାଗିଛି। ମାଣ୍ଡିଆର ବିଶେଷତ୍ୱକୁ ଦୃଷ୍ଟି ରଖି ପ୍ରତି ବର୍ଷ…

ନାବାଳକ ହତ୍ୟା ଘଟଣା: ନ୍ୟାୟ ପାଇଁ ଥାନାରେ ଶୋଇଲେ, ରାସ୍ତାରେ ବସିଲେ

ଭୁବନେଶ୍ୱର,୧୧।୧୧ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ନାବାଳକଙ୍କ ହତ୍ୟା ଘଟଣାକୁ ୫ ମାସରୁ ଅଧିକ ଦିନ ବିତିଲାଣି, ହେଲେ ଏଯାଏ ପୋଲିସ ଚୁପ୍‌ ବସିଛି। ମୃତକଙ୍କ ପରିବାର ସଦସ୍ୟ ବାରମ୍ବାର ନ୍ୟାୟ ଆଶାରେ ଥାନାକୁ ଦୌଡ଼ି ହତାଶ ହୋଇଛନ୍ତି। ପୋଲିସ ସହଯୋଗ…

ଆଜିଠୁ ୩ ଦିନିଆ ଆଇସୋକନ୍‌

ଭୁବନେଶ୍ୱର,୧୧ା୧୧:ଭାରତୀୟ କର୍ଣ୍ଣ ବିଜ୍ଞାନ ସଂଘ (ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ଓଟୋଲୋଜି-ଆଇସୋକନ୍‌)ର ୩୦ତମ ଜାତୀୟ ସମ୍ମିଳନୀ ଆଇସୋକନ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ। ଏପରିକି ଉକ୍ତ ସମ୍ମିଳନୀ ନଭେମ୍ବର ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଏହା କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?