ରାଜ୍ୟ

ସମ୍ବର୍ଦ୍ଧିତ ହେବେ ୫୦ ହଜାର ପିଲା, ୧୫୦୦ ଶିକ୍ଷକ

ଭୁବନେଶ୍ବର, ୧୧ା୧୧(ବ୍ୟୁରୋ): ବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ, ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ମଧ୍ୟରେ ସକାରାତ୍ମକ ପ୍ରତିଯୋଗିତା ମନୋଭାବ ଆଣିବା ପାଇଁ ଚଳିତ ଶିକ୍ଷାବର୍ଷରୁ ‘ଶିକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ପୁରସ୍କାର’ ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନାରେ ବ୍ଲକ୍‌ ଓ ଜିଲାସ୍ତରୀୟ ପ୍ରତିଯୋଗିତାରୁ ଆରମ୍ଭକରି…

ମାଣ୍ଡିଆକୁ ଶ୍ରେଷ୍ଠ ଆହାର କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ):ଗୁରୁବାର ହେଉଛି ସମୃଦ୍ଧିର ଦେବୀ ମା’ ଲକ୍ଷ୍ମୀଙ୍କ ପୂଜାଦିନ। ପୁଷ୍ଟି ସହ ସମୃଦ୍ଧି ଯୋଡ଼ିହୋଇ ରହିଛି। ରାଜ୍ୟ ସରକାର ଗୁରୁବାର ମାଣ୍ଡିଆ ଦିବସ ଭାବେ ପାଳନ କରିଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ରାଜ୍ୟ ସରକାର ମାଣ୍ଡିଆ ଦିବସ ଭାବେ ପାଳନ…

ଚାକିରି ସରକାରୀ, ଦେବେ ଘରୋଇ

ଭୁବନେଶ୍ବର, ୧୧ା୧୧(ବ୍ୟୁରୋ):ଓଡ଼ିଶାରେ ସରକାରୀ ଚାକିରି ପାଇଁ ହେଉଥିବା ପରୀକ୍ଷା ଯେ ଠିକା ସଂସ୍ଥା ମାଧ୍ୟମରେ କରାଯାଉଥିବା ବିଷୟରେ ବୋଧହୁଏ ରାଜ୍ୟର ଅନେକ ଲୋକଙ୍କ ଜ୍ଞାତସାରରେ ନ ଥିବ। ସେଭଳି ଏକ ଘଟଣା ଦୃଷ୍ଟିକୁ ଆସିଛି। ଏଥିରେ କେତେ ପ୍ରକାର ଅନୀୟମିତତା ହେଉଥିବ…

‘ନିଜ ମାଟି ଓଡ଼ିଶାକୁ ଆସି ମୁଁ ଆଜି ବହୁତ ଆନନ୍ଦିତ’

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହାପ୍ରଭୁଙ୍କୁ ଦର୍ଶନ କରି ସାରିବା ପରେ ଭୁବନେଶ୍ୱରକୁ ଫେରିଥିଲେ। ଏହାପରେ ରାଜଭବନଠାରେ ରାଷ୍ଟ୍ରପତିଙ୍କୁ ନାଗରିକ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, ହାଇକୋର୍ଟ ମୁଖ୍ୟ ବିଚାରପତି…

ଏଏସ୍‌ଓ ପରୀକ୍ଷାଫଳ ବିଭ୍ରାଟ ନେଇ ଅଭିଯୋଗ ପ୍ରସଙ୍ଗ: ସ୍ପଷ୍ଟୀକରଣ ରଖିଲା ଓପିଏସ୍‌ସି

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଏଏସ୍‌ଓ ପରୀକ୍ଷା ଫଳ ବିଭ୍ରାଟ ନେଇ ପରୀକ୍ଷାର୍ଥୀଙ୍କ ଅଭିଯୋଗକୁ ନେଇ ସ୍ପଷ୍ଟୀକରଣ ରଖିଛି ଓପିଏସ୍‌ସି। ଅଭିଯୋଗକୁ ଭିତ୍ତିହୀନ ଓ ମିଥ୍ୟା ବୋଲି କହିଛି ଆୟୋଗ। ଓପିଏସ୍‌ସି ପକ୍ଷରୁ ଜାରି ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି, ଆୟୋଗ ନିୟମାନୁସାରେ ଚୂଡ଼ାନ୍ତ ରେଜଲ୍ଟ ପରେ…

ମହାପ୍ରଭୁଙ୍କୁ ଦର୍ଶନ ପରେ ରାଷ୍ଟ୍ରପତିଙ୍କ ହାତଲେଖା

ପୁରୀ ଅଫିସ,୧୦।୧୧: ଓଡ଼ିଶା ଗସ୍ତରେ ଆସି ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଶ୍ରୀମନ୍ଦିର ପ୍ରଶାସନ ନିକଟରେ ହାତଲେଖା ଛାଡ଼ିଛନ୍ତି। ଏହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ଓଡ଼ିଆରେ ରାଷ୍ଟ୍ରପତି ଲେଖିଛନ୍ତି, ଆଜି…

ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ଆକ୍ରମଣ: ଗାଁରେ ଅଶାନ୍ତି

ପୁରୁଷୋତ୍ତମପୁର,୧୦।୧୧(ଡି.ଏନ୍‌.ଏ.): ଗୁଣିଗାରେଡ଼ି, ଅନ୍ଧବିଶ୍ବାସକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ବେଢଜି ନୂଆଁପଲ୍ଲୀ ଗ୍ରାମରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି। ବୁଧବାର ରାତିରେ ଗୁଣିଗାରେଡ଼ି ସନ୍ଦେହରେ ଘରେ ପଶି କେତେକ ବ୍ୟକ୍ତି ଦମ୍ପତିଙ୍କୁ ଆକ୍ରମଣ କରିବା ସହ ଦାନ୍ତ ଭାଙ୍ଗି…

ବସ୍ତିବାସିନ୍ଦାଙ୍କ ପାଇଁ ସର୍ଭେ ଆରମ୍ଭ, ଉପକୃତ ହେବେ ଅଢ଼େଇ ଲକ୍ଷ ପରିବାର

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ସହରର ବସ୍ତି ବାସିନ୍ଦାମାନଙ୍କ ପାଇଁ ସୁଦିନ ଆସିଛି। ଯେଉଁମାନେ ଆମ ସହରକୁ ଗଢ଼ନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି, ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫ଟି ମହାନଗର…

ମହାପ୍ରଭୁଙ୍କୁ ଦର୍ଶନ କଲେ ଦ୍ରୌପଦୀ ମୁର୍ମୁ

ପୁରୀ ଅଫିସ,୧୦।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସୁରକ୍ଷା ପ୍ରୋଟୋକଲ ଭାଙ୍ଗି ବଳଗଣ୍ଡି ଛକରୁ କାର୍‌ରୁ ଓହ୍ଲାଇ ବଡଦାଣ୍ଡରେ ଚାଲି ଚାଲି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଆଶୀର୍ବାଦ ନେଇଛନ୍ତି। ୨ ଦିନିଆ ଓଡ଼ିଶା ଗସ୍ତରେ ଆସି…

ଡିସେମ୍ବରରୁ ‘ଗଜରକ୍ଷା,ଜନସୁରକ୍ଷା’

ଢେଙ୍କାନାଳ ଅଫିସ, ୧୦।୧୧: ହାତୀ-ମଣିଷ ସଂଘର୍ଷ ଅପବାଦର କଳଙ୍କ ଲିଭାଇବାକୁ ପୁଣି ଥରେ ପ୍ରୟାସ ଆରମ୍ଭ କରିଛି ଢେଙ୍କାନାଳ ବନ ବିଭାଗ। ଜନବସତିମୁହଁା ହାତୀପଲ ଏବଂ ସେମାନଙ୍କ ଉପଦ୍ରବରୁ ଧନଜୀବନକୁ ସୁରକ୍ଷା ଦେବାକୁ ଆରମ୍ଭ ହେବ ନୂଆ ଅଭିଯାନ ‘ଗଜରକ୍ଷା, ଜନସୁରକ୍ଷା’।…

‘ଓଡ଼ିଶାରେ ରାଷ୍ଟ୍ରପତି ପହଞ୍ଚିବା ଅତ୍ୟନ୍ତ ଆନନ୍ଦଦାୟକ’

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୀ ରହିବା ଅତ୍ୟନ୍ତ ଆନନ୍ଦଦାୟକ ଅଟେ। ତାଙ୍କୁ…

ବୀମା ରାଶି ତୁରନ୍ତ ପ୍ରଦାନ କର

ଭୁବନେଶ୍ବର, ୧୦।୧୧(ବ୍ୟୁରୋ): ଫସଲ ବୀମା ପ୍ରଦାନ କ୍ଷେତ୍ରରେ କେନ୍ଦ୍ର ସରକାର ଟାଳଟୁଳ ନୀତି ଅବଲମ୍ବନ ନ କରି ଯୁଦ୍ଧକାଳୀନ ଭିତ୍ତିରେ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ କରନ୍ତୁ। ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?