ରାଜ୍ୟ

ଶୁଣିଲାନି ପ୍ରଶାସନ: ୬ କି.ମି. ଘାଟିରାସ୍ତା ମରାମତି କଲେ ଗ୍ରାମବାସୀ

ଦଶମନ୍ତପୁର,୧୦ା୧୧ (ଡି.ଏନ୍‌.ଏ.): ଶୁଣିଲାନି ପ୍ରଶାସନ। ବାରମ୍ବାର ଜଣାଇବା ପରେ ବାଧ୍ୟ ହୋଇ ଏବେ ଗ୍ରାମବାସୀ ଶ୍ରମ ଦାନକରି ୬ କି.ମି. ଘାଟିରାସ୍ତା ମରାମତି କରି ନିର୍ମାଣ କରିଛନ୍ତି। ଏପରି ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗାଦିଆଗୁଡ଼ା ପଞ୍ଚାୟତର…

ବବିଙ୍କ ସପକ୍ଷରେ ବାହିନୀପତି

ଭୁବନେଶ୍ବର, ୧୦ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ହୋଇଥିବା ବେଳେ ଏହା ଉପରେ ପ୍ରତିକ୍ରିୟା ରଖି ଦଳର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି ବିସ୍ଫୋରକ ବୟାନ ଦେଇଛନ୍ତି। ଧାମନଗରରେ ବିଜେଡି-ବିଜେଡି ଲଢ଼େଇରେ କଂଗ୍ରେସ ବଳି ପଡ଼ିଗଲା ବୋଲି ତାରା କହିବା…

ଭୁବନେଶ୍ୱରରେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ଗୁରୁବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଦିଲ୍ଲୀରୁ ଆସି ରାଷ୍ଟ୍ରପତି ଆଜି ପୂର୍ବାହ୍ନ ୧୦.୫୦ରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜପାଳ ଗଣେଶୀ ଲାଲ୍‌ ଏବଂ ମୁଖ୍ୟ…

ପଦ୍ମପୁର ଉପନିର୍ବାଚନ ବିଜ୍ଞପ୍ତି ପ୍ରକାଶ

ବରଗଡ଼ ଅଫିସ,୧୦ା୧୧: ବରଗଡ଼ ଜିଲା ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ଡିସେମ୍ବର ୫ରେ ଭୋଟ୍‌ ଏବଂ ୮ରେ ଗଣତି ହେବ। ନଭେମ୍ବର ୧୭ରେ ପ୍ରାର୍ଥିପତ୍ର ଦାଖଲର…

ପଦ୍ମପୁରରେ ପ୍ରଚାର କରିବେ ଧାମନଗର ବିଧାୟକ

ଭୁବନେଶ୍ବର, ୧୦ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନରେ ବିଜୟ ହାସଲକରି ଚର୍ଚ୍ଚାରେ ଥିବା ସୂର୍ଯ୍ୟବଂଶୀ ସୂରଜଙ୍କୁ ପଦ୍ମପୁର ପ୍ରଚାରରେ ଭାଜପା ଓହ୍ଲାଇବ। ପଦ୍ମପୁର ଉପନିର୍ବାଚନରେ ସୂର୍ଯ୍ୟବଂଶୀ ଦଳ ପାଇଁ ପ୍ରଚାର କରିବେ ବୋଲି ବୁଧବାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ସୂଚନା ଦେଇଛନ୍ତି। ଜୟନାରାୟଣ…

୧୨ରୁ ବଢ଼ିବ ଶୀତ

ଭୁବନେଶ୍ୱର,୧୦ା୧୧(ବ୍ୟୁରେ): ରାଜ୍ୟରେ ହାଲୁକା ଶୀତ ଜାରି ରହିଛି। ତେବେ ଆସନ୍ତା ୧୨ ତାରିଖ ପରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରାଯାଇ ସୂଚନା ଦିଆଯାଇଛି। ରାତି ତାପମାତ୍ରା ୨ରୁ ୩…

ଭୁବନେଶ୍ୱରରେ ଶିଶୁକନ୍ୟା ବିକ୍ରି

ଭୁବନେଶ୍ୱର,୧୦।୧୧ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ମା’ବାପା ନିଜ ଶିଶୁଙ୍କୁ ବିକ୍ରି କରିବା ଭଳି ସ୍ପର୍ଶକାତର ଘଟଣା ବାରମ୍ବାର ଘଟୁଛି। ମଙ୍ଗଳବାର ବଡ଼ଗଡ଼ ଥାନାଞ୍ଚଳରୁ ୩ବର୍ଷର ଜଣେ ଶିଶୁକନ୍ୟାଙ୍କୁ ଚାଇଲ୍ଡଲାଇନ୍‌ ଉଦ୍ଧାର କରିଥିଲା। ବୁଧବାର ଖଣ୍ଡଗିରି ଥାନା ଅଞ୍ଚଳରେ ସମାନ ଧରଣର ଆଉଏକ ଘଟଣା ସାମ୍ନାକୁ…

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧୧(ବ୍ୟୁରୋ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ସକାଳ ୧୦ଟା ୫୦ ମିନିଟ୍‌ରେ ପହଞ୍ଚତ୍ବେ। ସେଠାରୁ ସିଧା ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ।…

ଅର୍ଚ୍ଚନା ନାଗଙ୍କ ଘରେ ଇଡି ଚଢ଼ାଉ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ଘରେ ଗୁରୁବାର ଇଡି ଚଢ଼ାଉ କରିଛି। ଏଥିସହିତ ଅର୍ଚ୍ଚନାଙ୍କ ବିଜ୍‌ନେସ ପାର୍ଟନର ଖଗେଶ୍ୱରଙ୍କ କାର୍‌ ଶୋ’ରୁମ୍‌ ଏବଂ ବାଲିପାଟଣାସ୍ଥିତ ଘରେ ମଧ୍ୟ ଚଢ଼ାଉ ଚାଲିଛି। ଏକକାଳୀନ ୬ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି। ଅର୍ଚ୍ଚନାଙ୍କ…

ବଜାରରେ ଗହମ ସଙ୍କଟ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ):ବଜାରରେ ଗହମ ସଙ୍କଟ ଦେଖାଦେଇଛି। ଗତ ୧୦ ମାସ ହେବ ଗହମ ମିଳୁନାହିଁ। ଏଥିଯୋଗୁ ଅଟା, ମଇଦା, ସୁଜି ସମେତ ଗହମରୁ ପ୍ରସ୍ତୁତ ଖାଦ୍ୟ ସାମଗ୍ରୀ ଦର ବଢ଼ିଯାଇଛି। ପ୍ରତ୍ୟେକ ସାମଗ୍ରୀରେ କିଲୋଗ୍ରାମ ପ୍ରତି ୫ରୁ ୬ ଟଙ୍କା ବଢ଼ିଯାଇଛି। କେନ୍ଦ୍ର…

ଫ୍ଲାଟ୍‌ ଦେବା ନାଁରେ ୨୦ ଲକ୍ଷ ଟଙ୍କା ଠକି ବନ୍ଧା ହେଲେ ବିଲ୍‌ଡର

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜଧାନୀରେ ଫ୍ଲାଟ ଦେବା ନାଁରେ ୨୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ବିଲ୍‌ଡରଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବୁଧବାର ଗିରଫ କରିଛି । ସେ ହେଲେ ଅରୁଣଜ୍ୟୋତି ପଟ୍ଟନାୟକ। ତାଙ୍କ ନାମରେ ହରିହର ସାହୁ ନାମକ ଜଣେ ବ୍ୟକ୍ତି…

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜଧାନୀରେ ଛୁଟି ଘୋଷଣା, ଅପରାହ୍ନ ୧ଟାରୁ ଏସବୁ ବନ୍ଦ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଷ୍ଟ୍ରପତି ହେବା ପରେ ଗୁରୁବାର ପ୍ରଥମଥର ପାଇଁ ନିଜ ଗୃହ ରାଜ୍ୟକୁ ଆସୁଛନ୍ତି ଦେଶର ପ୍ରଥମ ଆଦିବାସୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ସମଗ୍ର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଅଧା ଦିନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?