୨୨୫୩.୧୫ କୋଟିରେ ହେବ ୧୧ ପ୍ରକଳ୍ପ
ଭୁବନେଶ୍ବର,୫ା୮(ବ୍ୟୁରୋ): ରାଜ୍ୟରେ ଖୁବ୍ଶୀଘ୍ର ୧୧ ନୂଆ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ। ଏଥିରେ ମୋଟ ୨୨୫୩.୧୫ କୋଟି ଟଙ୍କାର ପୁଞ୍ଜିନିବେଶ କରାଯିବ। ପ୍ରକଳ୍ପଗୁଡ଼ିକରେ ମୋଟ୍ ୩,୮୧୭ ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ସୁଯୋଗ ମିଳିବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ…
ଓଡ଼ିଶା ବଜାରରେ ‘ନ୍ୟୁ ଟିଭିଏସ୍ ରୋନିନ୍’
ଭୁବନେଶ୍ୱର,୫।୮:ଦେଶର ପ୍ରମୁଖ ଦୁଇ ଓ ତିନି ଚକିଆ ଯାନ ନିର୍ମାତା ‘ଟିଭିଏସ୍ ମୋଟର’ ପକ୍ଷରୁ ଓଡ଼ିଶା ବଜାରରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ରେଟ୍ରୋ ମୋଟର ସାଇକେଲ ‘ନ୍ୟୁ ଟିଭିଏସ୍ ରୋନିନ୍’କୁ ଗୁରୁବାର ସ୍ଥାନୀୟ ଖଣ୍ଡଗିରିର ଏକ ହୋଟେଲ ପରିସରରେ ଉନ୍ମୋଚନ କରାଯାଇଛି।…
କେୟାର ହସ୍ପିଟାଲରେ ଅସ୍ଥି, ଖଞ୍ଜା ଦିବସ
ଭୁବନେଶ୍ୱର,୫।୮:ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ‘କେୟାର ହସ୍ପିଟାଲ’ ପକ୍ଷରୁ ନ୍ୟାସନାଲ ବୋନ ଆଣ୍ଡ ଜଏଣ୍ଟ ବା ଜାତୀୟ ଅସ୍ଥି ଓ ଖଞ୍ଜା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆଣ୍ଠୁ ପ୍ରତିରୋପଣ କରିଥିବା ୨୦ରୁ ଉର୍ଦ୍ଧ୍ୱ ରୋଗୀ…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ କନିଷ୍ଠ ଯନ୍ତ୍ରୀ
ଝାରସୁଗୁଡା ଅଫିସ, ୪।୮: ଝାରସୁଗୁଡା ଜିଲା ଲଖନପୁର ବ୍ଳକ୍ କନିଷ୍ଠ ଯନ୍ତ୍ରୀ ଟିକିନାଥ ଭଏଁସାଲ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଠିକାଦାରଙ୍କ ବିଲ୍ ପାସ୍ କରାଇଦେବାକୁ କହି ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲେ। ଏହା…
ମହିମାଙ୍କ ବଡ ପୁଅଙ୍କୁ ସାଙ୍ଗରେ ନେଲା ସିବିଆଇ
କଟକ ଅଫିସ,୪।୮: ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ଗୁରୁବାର ସିବିଆଇ ପକ୍ଷରୁ ଚଢାଉ କରାଯାଇଥିଲା। ଚଢାଉ ପରେ ସିବିଆଇ ଅଧିକାରୀମାନେ ମହିମାଙ୍କ ବଡ ପୁଅଙ୍କୁ କଟକ ଓଡ଼ିଆ ବଜାର ସ୍ଥିତ ଘରୁ ସାଙ୍ଗରେ ନେଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗୁରୁବାର ମହିମା ମିଶ୍ରଙ୍କ…
ଖୋଲିଲା ମାର୍କେଟ ବିଲ୍ଡିଂ
ଭୁବନେଶ୍ୱର,୪।୮(ବ୍ୟୁରୋ): ୪ ଦିନ ପରେ ୟୁନିଟ-୨ ମାର୍କେଟ ବିଲ୍ଡିଂ ଗୁରୁବାର ଖୋଲିଛି।ଦୁଇ ଗୋଷ୍ଠୀ ବ୍ୟବସାୟୀଙ୍କ ମଧ୍ୟରେ ବିବାଦ ଯୋଗୁ ଗତ ରବିବାର ସାରୁ ମାର୍କେଟ ବନ୍ଦ ରହିଥିଲା। ସୂଚନାନୁସାରେ, ମାର୍କେଟ ଭିତରୁ ଉଠାଦୋକାନୀଙ୍କୁ ସମ୍ପୂର୍ଣ୍ଣ ଉଠାଇଦେବାକୁ ସଂଘ ପକ୍ଷରୁ ଦାବି ହୋଇଥିଲା।…
ତୁରନ୍ତ ବୁଷ୍ଟର ଡୋଜ୍ ନେବାକୁ ସ୍ବାସ୍ଥ୍ୟ ବିଭାଗର ଅନୁରୋଧ
ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଟିକାକରଣକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରାଜ୍ୟର ୮୭ ପ୍ରତିଶତ ଲୋକ ବୁଷ୍ଟର ଡୋଜ୍ ନେଇ ନଥିବା ବେଳେ ୪୨ଲକ୍ଷ ୭୦ହଜାର ୪୮୭ ଜଣ ବୁଷ୍ଟର ଡୋଜ୍ ନେଇସାରିଛନ୍ତି। ଆହୁରି…
ବାବୁସାନ୍ଙ୍କ ଜାମିନ ଆବେଦନରେ ପୂର୍ଣ୍ଣଚ୍ଛେଦ
କଟକ ଅଫିସ,୪ା୮: ଓଲିଉଡ୍ ଅଭିନେତା ବାବୁସାନ ମହାନ୍ତି ହାଇକୋର୍ଟରେ ଆଗୁଆ ଜାମିନ ପାଇଁ କରିଥିବା ଆବେଦନରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ତଦନ୍ତରେ ବାବୁସାନ ସହଯୋଗ କରିଥିବାରୁ ହାଇକୋର୍ଟ ଏହି ଆବେଦନର ଅନ୍ତ ଘଟାଇଛନ୍ତି। ଏନେଇ ବାବୁସାନ୍ଙ୍କ ଓକିଲ ଧରଣୀଧର ନାୟକ କହିଛନ୍ତି। ଆଗୁଆ…
ଶିଶୁଙ୍କୁ ବଣ୍ଟନ ହେଉଥିବା ଛତୁଆରେ ବାଲି, ଗୁଣବତ୍ତାକୁ ନେଇ ଉଠିଲା ପ୍ରଶ୍ନ
ନୟାଗଡ଼ ଅଫିସ,୪।୮: ନୟାଗଡ଼ ଜିଲାର ବିଭିନ୍ନ ଅଙ୍ଗନୱାଡି କେନ୍ଦ୍ରକୁ ଯୋଗାଣ ହେଉଥିବା ଛତୁଆର ଗୁଣବତ୍ତା ଉପରେ ପ୍ରଶ୍ନ ଉଠିଛି। ଏହାର ମାନ ଭଲ ନ ଥିଲେ ମଧ୍ୟ ଏହାକୁ ଛୋଟ ଛୋଟ ଶିଶୁ ଓ ଗର୍ଭବତୀଙ୍କୁ ଦିଆଯାଉଛି। ମାଙ୍କପଲ୍ଲୀ ଅଙ୍ଗନୱାଡି କେନ୍ଦ୍ର…
ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ଦିବସ
ଭୁବନେଶ୍ୱର,୪ା୮(ବ୍ୟୁରୋ): ବିଶିଷ୍ଟ ସାହିତ୍ୟ ସାଧିକା, ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୧୬ତମ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଉତ୍କଳ ସମ୍ମିଳନୀ ଏବଂ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ପକ୍ଷରୁ ରାଜଭବନ ନିକଟସ୍ଥ…
ଆଉ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ତେବେ ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୪୧ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ…
ବଢ଼ିବ ଯୁକ୍ତ୩ ସିଟ୍ ସଂଖ୍ୟା
ଭୁବନେଶ୍ୱର,୪।୮(ବ୍ୟୁରୋ): ୨୦୨୨-୨୩ ଶିକ୍ଷାବର୍ଷରେ ରାଜ୍ୟରେ ଯୁକ୍ତ୩ରେ ସିଟ୍ ସଂଖ୍ୟା ବୃଦ୍ଧି ପାଇବ ବୋଲି ଜଣାପଡ଼ିଛି। ଚଳିତବର୍ଷ ଯୁକ୍ତ୨ ପାସ୍ ହାର ତୁଳନାରେ ରାଜ୍ୟର ପ୍ରମୁଖ ଡିଗ୍ରୀ କଲେଜଗୁଡିକରେ ଯେତିକି ସିଟ୍ ରହିଛି ତାହା ନିଅଣ୍ଟ ପଡିବ। ତେଣୁ ଯୁକ୍ତ୩ରେ ସିଟ୍ ସଂଖ୍ୟାକୁ…
Archives


