ରାଜ୍ୟ

ଆଜି ରାଜ୍ୟରେ ୨୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

୬ ଟଙ୍କାର କ୍ୟାରିବ୍ୟାଗ୍‌ ପାଇଁ ୨୫ ହଜାର ତଣ୍ଡ

କଟକ ଅଫିସ,୫ା୧୧: ୬ ଟଙ୍କାର କ୍ୟାରିବ୍ୟାଗ୍‌ ପାଇଁ କଟକ ବକ୍ସିବଜାରସ୍ଥିତ ବଜାର କୋଲକାତା ଶପିଂ ମଲ ତଣ୍ଡ ଗଣିବ। ଉକ୍ତ ଶପିଂ ମଲ୍‌କୁ ଜିଲା ଖାଉଟି ଅଦାଲତ ଏଭଳି ଦଣ୍ଡିତ କରିଛନ୍ତି। ଜଣେ ଗ୍ରାହକଙ୍କୁ ନ ଜଣାଇ କ୍ୟାରି ବ୍ୟାଗ ପାଇଁ…

୧୦ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ପୁରୀ ଅଫିସ, ୫ା୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଚଳିତ ମାସରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ସେ ୧୦ ତାରିଖରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ…

ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର କରୁଛି ଶାବର ଶ୍ରୀକ୍ଷେତ୍ର

ପ୍ରାକୃତିକ ସୌନ୍ଦର୍ଯ୍ୟର ଅମରାବତୀ ହେଉଛି କୋରାପୁଟ। କୋରାପୁଟ ଜିଲାର ସ୍ବତନ୍ତ୍ରତା ପ୍ରତିପାଦନ କରୁଛି ଏହି ଶ୍ରକ୍ଷେତ୍ର। ଜିଲାର ସୀମାନ୍ତ କୋଟିଆ ସମେତ ଜିଲା ଓ ଜିଲା ବାହାରେ ବହୁ ଜଗନ୍ନାଥ ମନ୍ଦିର ନିର୍ମାଣରେ ମୁଖ୍ୟ ପୁରଧା ସାଜିଛି ଏହି କ୍ଷେତ୍ର। ପୁରୀର…

ଏମ୍ସରୁ ପଶ୍ଚିମବଙ୍ଗ ଦଲାଲଙ୍କ ସହ ୯ ଗିରଫ

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ଦଲାଲଙ୍କ ରାଜୁତି ଚାଲିଛି। ମାଗଣା ଟିକେଟକୁ ହାତେଇବା ସହ ବିକ୍ରି କରୁଛନ୍ତି। ଏପରିକି ବିଭିନ୍ନ ବାହାନାରେ ରୋଗୀଙ୍କଠାରୁ ମୋଟା ଅଙ୍କର ଟଙ୍କା ଠକି ନେଉଛନ୍ତି। ଫଳରେ ରୋଗୀମାନେ ଶୋଷଣର ଶିକାର ହେବା ସହ ପ୍ରତିଦିନ ଦୂରଦୂରାନ୍ତରୁ…

ଶିଶୁକନ୍ୟାଙ୍କୁ ଅପହରଣ ଉଦ୍ୟମ, ମା’ଙ୍କୁ ଗୁଳିମାଡ଼

ବାସୁଦେବପୁର,୫।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର -ଇଚ୍ଛାପୁର ରାସ୍ତାର ଚଉରା ଛକଠାରେ ଶୁକ୍ରବାର ସନ୍ଧ୍ୟାରେ ଦୁର୍ବୃତ୍ତମାନେ ଜଣେ ଶିଶୁକନ୍ୟାଙ୍କୁ ଅପହରଣ ଉଦ୍ୟମ ସହ ତାଙ୍କ ମା’ଙ୍କୁ ଗୁଳିମାଡ଼ କରିଛନ୍ତି। ମହିଳାଙ୍କ ଡାହାଣ ହାତରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବାସୁଦେବପୁର ଗୋଷ୍ଠୀ…

୨ ନାବାଳକ ଭାଇଙ୍କୁ ଦଳିମାରିଲା ହାତୀ

ଝାରସୁଗୁଡ଼ା ଅଫିସ,୫ା୧୧: ଝାରସୁଗୁଡ଼ା ଜିଲା ବାଗଡିହି ରେଞ୍ଜ ଅଧୀନ ଭଉଁରା ଗ୍ରାମ ନିକଟରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ମା’ବାପାଙ୍କ ଆଗରେ ଏକ ଦନ୍ତାହାତୀ ଦୁଇ ନାବାଳକ ଭାଇଙ୍କୁ ଦଳି ମାରିଦେଇଛି। ମୃତକ ଦ୍ୱୟ ହେଲେ ଛତିଶଗଡ଼ ଶକ୍ତି…

ନୀତି ବିଳମ୍ବ, ଭକ୍ତ ହଇରାଣ

ପୁରୀ ଅଫିସ, ୫ା୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶୁକ୍ରବାରଠାରୁ ପବିତ୍ର ପଞ୍ଚକ ଆରମ୍ଭ ହୋଇଛି। ପଞ୍ଚକର ପ୍ରଥମ ଦିନରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଗହଳି ଦେଖିବାକୁ ମିଳିଛି। ତେବେ ନୀତିକାନ୍ତିରେ ବିଳମ୍ବ ଘଟିବାରୁ…

ସର୍ବଦଳୀୟ ବୈଠକ ଡାକିବାକୁ ଦେଲେ ପ୍ରସ୍ତାବ

ଭୁବନେଶ୍ବର,୫ା୧୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ସୀମାବର୍ତ୍ତୀ କୋରାପୁଟ ଏବଂ ଗଜପତି ଜିଲାରେ ଉଭା ହୋଇଥିବା ସୀମା ବିବାଦକୁ ଶାନ୍ତିପୂର୍ଣ୍ଣ ଭାବେ ସମାଧାନ କରିବା ଆବଶ୍ୟକ। ଏଥିରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଶିକ୍ଷାରେ ଉତ୍କର୍ଷ ପାଇଁ ସଂଘର୍ଷ

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ସ୍କୁଲ ସ୍ତରରେ ପ୍ରଦର୍ଶନ ଗ୍ରେଡିଂ ସୂଚକାଙ୍କ (ପିଜିଆଇ) ୨୦୨୦-୨୧ରେ ଓଡ଼ିଶା ଲେଭଲ ୩ (୮୫୧ରୁ ୯୦୦ ସ୍କୋର) ରେ ରହିଛି। ଯଦିଓ ପୂର୍ବାପେକ୍ଷା ଏଥର ସ୍କୋର ବଢ଼ିଛି, କିନ୍ତୁ ଲେଭଲ ୧ (୯୫୦ରୁ ୧,୦୦୦ ସ୍କୋର) କିମ୍ବା ଲେଭଲ…

ବହୁଭାଷୀ ଶିକ୍ଷକଙ୍କ ଦରମା ବୃଦ୍ଧି

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟ ସରକାର ବହୁଭାଷୀ ଶିକ୍ଷକଙ୍କୁ ଉତ୍ସାହିତ କରିବା ପାଇଁ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ପୂର୍ବରୁ ବହୁଭାଷୀ ଶିକ୍ଷକଙ୍କ ଦରମା ୩,୨୦୦ ଟଙ୍କା ଥିବାବେଳେ ଏବେ ତାହାକୁ ୫,୩୭୯ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ନେଇ ଶୁକ୍ରବାର…

ଧାମନଗର ନିର୍ବାଚନରେ ମତଦାନ ହାର ୬୮.୯୮%

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ମତଦାନ ହାର ୬୮.୯୮ ପ୍ରତିଶତ ହୋଇଛି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ଧାମନଗର ଉପନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ଆସନ୍ତା ୬ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?