ରାଜ୍ୟ

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର ହୋଇଛି। ଏହି ଘଟଣାରେ ଖଣ୍ଡା ଓ ଭୁଜାଲିରେ ଆକ୍ରମଣ ଯୋଗୁ ଦୁଇ ଜଣ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ହେଲେ ସାମୁଦ୍ରିକ ଜୁଆର ମାଡ଼ ଓ ଚିଙ୍ଗୁଡ଼ି ଘେରି ବର୍ଜ୍ୟବସ୍ତୁ (କଙ୍କଡ଼ା କୋଚିଆ…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି ଭାବେ କାର୍ଯ୍ୟ କରୁଥିଲେ। ଓଆଇସି ପଦବୀକୁ ପଦୋନ୍ନତି ହେଲା ପରେ କେସିଙ୍ଗା ଅବକାରୀ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର ଲୋକେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ଶନିବାର ମୃତଦେହ ନେଇ ପହଞ୍ଚିଛନ୍ତି। ସୂଚନା ମୁତାବକ,…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ ହୋଇଯାଇଛି। ପ୍ରଥମେ ସ୍କୁଲରେ ଗୁରୁଦିବସ ପାଳନ ପରେ ସ୍କୁଲ ମଣ୍ଡପରେ ନାଟକ ମଞ୍ଚସ୍ଥ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ମନ୍ଦିରର ତାଲା ଭାଙ୍ଗି…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର ହଜାର ଶିକ୍ଷକ ଓ କର୍ମଚାରୀ। ଭୁବନେଶ୍ୱରର ଲୋୟର ପିଏମ୍‌ଜିରେ ଏକାଠି ହୋଇ ଶିକ୍ଷକମାନେ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ ଜ୍ଞାନ ଦେବା ଓ ସେମାନଙ୍କୁ ସାମାଜିକ ଶୃଙ୍ଖଳାର ପାଠ ପଢ଼ାଇବା। ଏଭଳି ଜଣେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏହି ଦିବସ ପାଳନ…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି ପ୍ରଭାବିତ ହୋଇଥିଲା। ହେଲେ ଏପର୍ଯ୍ୟନ୍ତ ପ୍ରଭାବିତ ଲୋକଙ୍କୁ ଆଶାନୁରୂପ କ୍ଷତିପୂରଣ ମିଳି ନ…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା ଘଟିଯାଇଛି। ନିଜ ରକ୍ତର ସମ୍ପର୍କ ଯେତେବେଳେ ଭକ୍ଷକ ସାଜେ, ସେତେବେଳେ ସମାଜ ଓ…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ ରେଳ କର୍ମଚାରୀଙ୍କୁ ଆର୍‌ପିଏଫ୍‌ ଥାନା ହାଜତରେ ଅକଥନୀୟ ନିର୍ଯାତନା ଦିଆଯାଇଛି। ଆର୍‌ପିଏଫ୍‌ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?