ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ
ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି। ଉଭୟଙ୍କ ପକ୍ଷରୁ ଥାନାରେ ମାମଲା ରୁଜୁ ହୋଇଛି। ୩ ଜଣ ଗିରଫ ହୋଇଛନ୍ତି। Dharitri…
ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…
ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ଘୋଷଣା କରାଯାଇଛି। ଏମ୍ଭି-୨୬ ଓ ରାଖେଲଗୁଡ଼ା…
ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା
ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ ମଧ୍ୟରେ ୪୦ ହଜାରରୁ ଅଧିକ ମାମଲା ରୁଜୁ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା ନେଇ ନୂଆଗାଁ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପାଇ ନୂଆଗାଁ ଥାନା ପୋଲିସ…
ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…
ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ଏକ ଖବରଦାତା ସମ୍ମିଳନୀ କରି ଟିମ ଇଣ୍ଡିଆ…
ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା
ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ ଛାତ୍ରଙ୍କୁ ଛୁରାମାଡ଼ ହୋଇ ସେ ଗୁରୁତର ହୋଇଛନ୍ତି। ଗୁରୁତ୍ୱର ଛାତ୍ର ଜଣକ ହେଲେ ଯୁକ୍ତ…
ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି
ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ କ୍ଲବ, ପବ୍ରେ ଫାୟାର ସେଫ୍ଟି ସିକ୍ୟୁରିଟି ଯାଞ୍ଚ କରିବାକୁ ଅଗ୍ନିଶମ ଡିଜି ସୁଧାଂସୁ ଷଢ଼ଙ୍ଗୀ…
ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…
ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ୯୫୦୩ ଡାକ୍ତର ପଦବୀ ଖାଲିପଡ଼ିଛି। ୬୨୭୧ ଡାକ୍ତର କାର୍ଯ୍ୟରତ ଅଛନ୍ତି।…
ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…
ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍ ତାପମାତ୍ରା ସହ ଶୀତଳତମ ସହର ଭାବେ ପରିଗଣିତ ହୋଇଛି। ରାଜ୍ୟ ପାଣିପାଗ ବିଭାଗର ସୂଚନାନୁସାରେ,…
ପଲିଥିନ୍ କାରଖାନାରେ ଲାଗିଲା ନିଆଁ
କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସୂଚନା ପାଇବା ପରେ, କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ ସେବା କର୍ମଚାରୀମାନେ…
ପିକ୍ନିକ୍ ସ୍ପଟ୍ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା
କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ। ଶାଳ, ପିଆଶାଳ, ଶାଗୁଆନ ଆଦି ବୃକ୍ଷରାଜିରେ ପରିପୂର୍ଣ୍ଣ ଏହି ବନ। ଶାନ୍ତିବନରେ ପ୍ରବେଶକଲା ମାତ୍ରେ…
ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ
ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଥିଲା। ଏଥିରେ ଓଡ଼ିଶାର ନାମୀଦାମୀ କଳାକାର ଯୋଗ ଦେଇଥିଲେ।…
Archives


