ରାଜ୍ୟ

ରାତିପାହିଲେ ଉପନିର୍ବାଚନ: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ଭଦ୍ରକ ଅଫିସ,୨।୧୧: ଧାମନଗର ଉପନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଆସନ୍ତାକାଲି ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସା ୬ଟା ଯାଏ ଚାଲିବ। ଏଥିପାଇଁ ୨୫୨ଟି ମତଦାନ କେନ୍ଦ୍ର କରାଯାଇଛି। ମତଦାନ କିଭଳି ଶାନ୍ତିଶୃଙ୍ଖଳା ସହ…

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଳିଗଲେ ଯୁକ୍ତ ଦୁଇ ଛାତ୍ର

କେନ୍ଦ୍ରାପଡା ଅଫିସ/ମାର୍ଶାଘାଇ,୨।୧୧: କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଜୁଣ ଛକରେ ଥିବା ଏକ କୋଚିଂ ସେଣ୍ଟରରେ ମଙ୍ଗଳବାର ବିଳମ୍ବିତ ରାତିରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପିନାଥପୁର ଗ୍ରାମର ଦେବୀ ପ୍ରସାଦ ଦାସ। ସେ…

ବିଜେଡି ନାଁରେ ଟଙ୍କା ବଣ୍ଟା ଅଭିଯୋଗ ଆଣିଲେ ବିରୋଧୀ

ଭୁବନେଶ୍ବର,୨ା୧୧(ବ୍ୟୁରୋ): ରାଜନୀତି ପାଣି ଗୋଳିଆ କରିବାର ୨୨ ବର୍ଷର ଅଭିଜ୍ଞତା ବିଜେଡି ପାଖରେ ଅଛି। ଅତୀତରେ ହୋଇଥିବା ଉପନିର୍ବାଚନରେ କଳ, ବଳ, କୌଶଳ ବ୍ୟବହାର କରି ଶାସକ ଦଳ ବୁଥ୍‌ ରିଗିଂ, ଭୋଟ ବାକ୍ସ ବୋହିନେବା, ଜୋର ଜବରଦସ୍ତ ବାଲଟ ପେପର…

‘ଅରୁଆ’, ‘ଛାତ’ ଯୋଜନାରେ ବଢ଼ିବ ଭୂତଳ ଜଳ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୨ା୧୧: ରାଜ୍ୟର ୧୮ ଜିଲାର ୫୨ ବ୍ଲକରେ ଭୂତଳ ଜଳ ହ୍ରାସ ପରିମାଣ ସର୍ବାଧିକ । ଏଥିରେ ଖୋର୍ଦ୍ଧା, ଯାଜପୁର ଓ ବାଲେଶ୍ୱର ଜିଲା ଆଗରେ ରହିଛି। ଗ୍ରାଉଣ୍ଡ ୱାଟର ରିସୋର୍ସ ଏସେସ୍‌ମେଣ୍ଟ(ଜିଡବ୍ଲ୍ୟୁଆର୍‌ଏ)-୨୦୨୦ ରିପୋର୍ଟରେ ଏହା ସ୍ପଷ୍ଟ…

ଏଥର ବାଲିଯାତ୍ରାରେ ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ

କଟକ ଅଫିସ, ୨ା୧୧- ଚଳିତବର୍ଷ ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ପ୍ରଥମଥର ଲେଜର ଲାଇଟ୍‌ ଶୋ ବ୍ୟବସ୍ଥା କରାଯାଇଛି। ଏଥିରେ ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ବ୍ୟବହାର କରାଯାଇ କଟକର…

ବହୁ ସରକାରୀ ଜମି ଜବରଦଖଲ

ଭୁବନେଶ୍ୱର, ୨।୧୧ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବହୁ ସରକାରୀ ଜମି ଜବରଦଖଲରେ ରହିଛି। ଜମି ମାଫିଆଙ୍କ ଠାରୁ ସାଧାରଣଲୋକ ସରକାରୀ ଜମି ଉପରେ ଘର କରିବା ସହ ବ୍ୟବସାୟ ପ୍ରତିଷ୍ଠାନ ନିର୍ମାଣ କରୁଛନ୍ତି। ଅନେକ ସ୍ଥାନରେ ବସ୍ତି ମଧ୍ୟ ଗଢ଼ିଉଠୁଛି। ବର୍ଷ…

ଆଜି ପବିତ୍ର ଅଁଳା ନବମୀ: ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ

ପୁରୀ ଅଫିସ,୨।୧୧: ଆଜି ପବିତ୍ର ଅଁଳା ନବମୀ। ୨ ବର୍ଷ ପରେ ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ। ଲମ୍ବା ଧାଡ଼ିରେ ଯାଇ ଶ୍ରଦ୍ଧାଳୁମାନେ ରାଧାପାଦ ଦର୍ଶନ କରୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତ କରାଯାଇଛି। ଏଥିପାଇଁ ୨୦…

୧୪ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୂନ ସହନଶୀତଳା ଆଭିମୁଖ୍ୟ ପୋଷଣ କରି ଆସିଛନ୍ତି। ତଦନୁଯାୟୀ ମଙ୍ଗଳବାର ରାଜ୍ୟ ସରକାର ଆଉ ୧୪ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏଥିରୁ ୪ ଜଣଙ୍କୁ ଚାକିରିରୁ…

ପିଜି ବଳକା ସିଟ୍‌ ନାମଲେଖା: ଆବେଦନ ଆରମ୍ଭ

ଭୁବନେଶ୍ୱର, ୨।୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଖାଲିପଡ଼ିଥିବା ପିଜି ସିଟ୍‌ରେ ନାମଲେଖା ପାଇଁ ମଙ୍ଗଳବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଯେଉଁମାନେ ଏକକ ପିଜି ପ୍ରବେଶିକା ପରୀକ୍ଷା ଦେଇଥିଲେ, ସେମାନେ ହିଁ ଆବେଦନ କରିପାରିବେ। ତେବେ ଯେଉଁ ଛାତ୍ରୀଛାତ୍ରମାନେ…

ଜାତୀୟ ରାଜପଥ, ରାଜ୍ୟ ରାଜପଥରେ କଡ଼ାକଡ଼ି ହେବ ଯାଞ୍ଚ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ନଭେମ୍ବରରୁ ଫେବୃୟାରୀ ମଧ୍ୟରେ ପ୍ରାୟ ୩୦ ପ୍ରତିଶତ ସଡ଼କ ଦୁର୍ଘଟଣା ଘଟୁଛି। ରାଜ୍ୟ ପରିବହନ ବିଭାଗ ପରିସଂଖ୍ୟାନର ୧ ମାସର ବିଶ୍ଳେଷଣରୁ ଏହା ଜଣାପଡ଼ିଛି। ଏହି ମାସଗୁଡ଼ିକରେ କୁହୁଡି ଦ୍ୱାରା କମ୍‌ ଦୃଶ୍ୟମାନ ଯୋଗୁ ଦୁର୍ଘଟଣା ହୋଇଥାଏ। ଏହାଛଡ଼ା ବଡ଼ଦିନ…

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ପରଲୋକ

ବାଲିକୁଦା,୨ା୧୧(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଅରିଲୋ ପଞ୍ଚାୟତ ଭଗବାନ ସିଣ୍ଢୋଳ ଗଁାର ବୟୋଜ୍ୟେଷ୍ଠ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ସୋମବାର ବିଳମ୍ବିତ ରାତିରେ କଟକ ବଡ଼ ଡାକ୍ତରଖାନାରେ ପରଲୋକ ଘଟିଛି। ତାଙ୍କୁ ୧୦୫ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ କାରଣରୁ ଗତ…

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୨ ଲାଗି ଭୂମିପୂଜା

ଭୁବନେଶ୍ବର,୨ା୧୧(ବ୍ୟୁରୋ): ଆସନ୍ତା ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ମେକଇନ୍‌ ଓଡିଶା କନକ୍ଲେଭ-୨୦୨୨ ଆୟୋଜିତ ହେବ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜନତା ମଇଦାନରେ ଭୂମି ପୂଜା ଉତ୍ସବ ଅନୁଷ୍ଠିତ ହୋଇଛି। ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?