ରାଜ୍ୟ

ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବାସଭବନକୁ ଧସେଇ ପଶିଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ପାଇଁ ଗଣଶିକ୍ଷା ମନ୍ତ୍ରୀ ଦାୟୀ। ହେଲେ ତାଙ୍କୁ ମନ୍ତ୍ରିପଦରୁ ଏଯାବତ୍‌ ବହିଷ୍କାର କରାଯାଉନି କି ଗିରଫ କରାଯାଉନି। ତେଣୁ ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ପରିଚାଳିତ ଏସଆଇଟି ଏହି…

ଜେଲ ଗଲେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଅତିରିକ୍ତ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନୀହାର ରଞ୍ଜନ ଦାସଙ୍କୁ ଶନିବାର ଭିଜିଲାନ୍ସ ଗିରଫ କରିଛି। ଏନେଇ ଭିଜିଲାନ୍ସ ଏକ ମାମଲା (ନଂ.୩୫/୨୨) ରୁଜୁ କରି…

ହଟିଲା ରାସ୍ତାରୋକ: ମୃତକଙ୍କ ପରିବାରକୁ ଚାକିରି , ୫ଲକ୍ଷର କ୍ଷତିପୂରଣ

ବାରଙ୍ଗ,୩୦।୧୦(ଡି.ଏନ୍‌ଏ.): ବିଏମ୍‌ସି ଅଳିଆ ଗାଡ଼ି ଧକ୍କାରେ ରବିବାର ସକାଳେ ଜଣଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ରାଶି ଦିଆଯାଇଛି । ଏହାସହ ତାଙ୍କ ପରିବାରର ଜଣଙ୍କୁ ବିଏମ୍‌ସିରେ…

କେବଳ ପଞ୍ଜୀକୃତ ସଂସ୍ଥାଙ୍କୁ ମିଳିବ ବିଜ୍ଞାପନ ସୁବିଧା

ଭୁବନେଶ୍ୱର, ୩୦।୧୦ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସହରର ସ୍ବଚ୍ଛତା ଏବଂ ସୌନ୍ଦର୍ଯ୍ୟକୁ ଅଧିକ ଗୁରୁତ୍ୱ ଦେଉଥିବାବେଳେ ବିଜ୍ଞାପନକୁ ବ୍ୟବସ୍ଥିତ କରିବାକୁ ଅଣ୍ଟା ଭିଡିଛି। ବିଜ୍ଞାପନ ପାଇଁ ଏକ ସମୀକ୍ଷା ଆଧାରିତ ପଦକ୍ଷେପ ନେଇଛନ୍ତି ବିଏମ୍‌ସି କର୍ତ୍ତୃପକ୍ଷ। ଏଣିକି ଯେକୌଣସି…

ଅଧାରେ ବସ୍ତିବାସିନ୍ଦାଙ୍କ ଥଇଥାନ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବସ୍ତି ପାଇଁ ସ୍ମାର୍ଟସିଟି ଭୁବନେଶ୍ୱରର ସୌନ୍ଦର୍ଯ୍ୟ ଓ ସ୍ବଚ୍ଛତା ନଷ୍ଟ ହେଉଛି। ସହରର ସାମାଜିକ ସ୍ଥିତି ମଧ୍ୟ ବିଗୁଡୁଛି। ବସ୍ତିଗୁଡ଼ିକର ଉନ୍ନତୀକରଣ ସହ ସୁନ୍ଦର ତଥା ସ୍ମାର୍ଟ ଜୀବନଯାପନ ପାଇଁ ବସ୍ତିବାସିନ୍ଦାଙ୍କ ଥଇଥାନକୁ ଗୁରୁତ୍ୱ ଦେଉଛି ଭୁବନେଶ୍ୱର ମହାନଗର ନିଗମ…

୩୧ରୁ ନଭେମ୍ବର ୨ ଯାଏ ମେଘୁଆ ପାଗ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ପାରଦ ତଳମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ସେଲ୍‌ସିୟସକୁ ଖସି ଆସିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୧.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଦାରିଙ୍ଗବାଡ଼ିରେ…

ଆଜି ରାଜ୍ୟରେ ୩୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଭାଇରାଲ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ନବମ ଶ୍ରେଣୀ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ଗୁରୁତର ଅଭିଯୋଗ ଉଠିଛି। ପରୀକ୍ଷାର କିଛିଘଣ୍ଟା ପୂର୍ବରୁ ପ୍ରଶ୍ନ ଓ ଉତ୍ତରର ଏକ ଭିଡିଓ ୟୁଟ୍ୟୁବ୍‌ ମାଧ୍ୟମରେ ଅପଲୋଡ୍‌ କରାଯାଇଥିବା ଦେଖିବାକୁ ମିଳିଛି। ଗତ ତିନିଦିନ ହେବ ନବମ…

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୦।୧୦(ବ୍ୟୁରେ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ମାଲକାନଗିରି ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ବରିଷ୍ଠ ଓଏଏସ୍‌…

୬ ଆଇଏଏସ୍‌ଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୩୦।୧୦(ବ୍ୟୁରେ): ଆସନ୍ତା ୩୧ ତାରିଖରେ ଓଡ଼ିଶା କ୍ୟାଡର ୩ ବରିଷ୍ଠ ଆଇଏଏସ୍‌ ଅଫିସର ତଥା ବୋର୍ଡ ଅଫ୍‌ ରେଭିନ୍ୟୁ ମେମ୍ବର ଜିଭିଭି ଶର୍ମା, ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା ଉପେନ୍ଦ୍ର…

ପଦ୍ମପୁର ପାଇଁ ୪୮୮ କୋଟିର ପ୍ରକଳ୍ପ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବରଗଡ଼ ଜିଲାର ପଦ୍ମପୁର ନିର୍ବାଚନମଣ୍ଡଳୀରେ ବିକାଶର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏହି ନିର୍ବାଚନମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର…

ପାଠ୍ୟ ଖସଡ଼ାରେ ରହିବ ବିପର୍ଯ୍ୟୟ, ମହାମାରୀ ବିଷୟ

ଭୁବନେଶ୍ୱର,୩୦।(ବ୍ୟୁରୋ): ଆଗୁଆ ପାଣିପାଗ ସମ୍ପର୍କରେ ସୂଚନା ପାଇଁ ରାଜ୍ୟ ସରକାର ସବୁ ଗ୍ରାମ ପଞ୍ଚାୟତରେ ଟେଲିମେଟ୍ରିକ୍‌ ରେନ୍‌ ଗଜ, ପ୍ରତି ବ୍ଲକରେ ସ୍ବୟଂକ୍ରିୟ ପାଣିପାଗ ଷ୍ଟେଶନ ବ୍ୟବସ୍ଥା କରିବା ପାଇଁ ବ୍ୟବସ୍ଥା କରାଯାଉଛି। ଗୋଷ୍ଠୀଭିତ୍ତିକ ପ୍ରସ୍ତୁତିକୁ ଅଧିକ ସୁଦୃଢ଼ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?