ଆସନ୍ତା ୩୧ରୁ ଜୟପୁରକୁ ଉଡ଼ିବ ବିମାନ
ଜୟପୁର,୨୯।୧୦(ସ୍ବ.ପ୍ର): ଆସନ୍ତା ୩୧ ତାରିଖରୁ କୋରାପୁଟ ଜିଲା ଜୟପୁରକୁ ଉଡ଼ିବ ବିମାନ। ଏ ନେଇ ଇଣ୍ଡିଆ ୱାନ୍ ଏୟାର ବିମାନ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦେଇଛି । ଯାତ୍ରୀମାନେ indiaoneair.com ୱେବସାଇଟରେ ୯୯୯ ଟଙ୍କାରେ ଟିକେଟ ବୁକିଂ କରିବାର ସୁବିଧା…
ହାରିବା ଭୟ ଘାରିଲାଣି: ବିଜେଡି
ଭୁବନେଶ୍ବର,୨୯ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପରାଜୟ ନିଶ୍ଚିତ ବୋଲି ଜାଣିବା ପରେ ରାଜ୍ୟ ଭାଜପା ନେତାଙ୍କ ମୁଣ୍ଡ ଆଉ କାମ କରୁନାହିଁ। ସେମାନେ ଔଷଧ ବିକଳରେ ତାଟିଆ କାମୁଡ଼ିଲା ପରି ହେଉଛନ୍ତି। ଜଣେ ମହିଳାଙ୍କ ମୁହଁ ଢାଙ୍କି ଟଙ୍କା ବଣ୍ଟା…
କ୍ୟୁଆର୍ କୋଡ୍ ନ ଥିଲେ ଖାଦ୍ୟ ସାମଗ୍ରୀ ବିକ୍ରି ମନା
କଟକ ଅଫିସ, ୨୯ା୧୦: ବିଭିନ୍ନ ପ୍ଲାଷ୍ଟିକ, ଟିଣ ଓ ମାଟିରେ ମିଶୁ ନ ଥିବା ଖାଦ୍ୟ ସାମଗ୍ରୀ ପ୍ୟାକିଂରେ କ୍ୟୁଆର୍ କୋର୍ଡ ଲାଗିବ। ଜନସାଧାରଣ ଉକ୍ତ ସାମଗ୍ରୀକୁ ଧାର୍ଯ୍ୟ ମୂଲ୍ୟଠାରୁ ଅଧିକ ୫ ଟଙ୍କା ଦେଇ କିଣିବେ। ଉକ୍ତ ସାମଗ୍ରୀକୁ ନିର୍ଦ୍ଦିଷ୍ଟ…
ଜାନୁୟାରୀ ୮ରେ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା (ଏଆଇଏସ୍ଏସ୍ଇଇ) ୨୦୨୩ ଜାନୁୟାରୀ ୮ରେ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରୁ ଅନ୍ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏହା ନଭେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଛାତ୍ରୀଛାତ୍ର https://aissee.nta.nic.in ୱେବ୍ସାଇଟରେ…
ସମୁଦ୍ର ମଝିରୁ ୩ ବାଂଲାଦେଶୀ ଧୀବର ଉଦ୍ଧାର
ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା (ଏଆଇଏସ୍ଏସ୍ଇଇ) ୨୦୨୩ ଜାନୁୟାରୀ ୮ରେ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରୁ ଅନ୍ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏହା ନଭେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଛାତ୍ରୀଛାତ୍ର https://aissee.nta.nic.in ୱେବ୍ସାଇଟରେ…
ସ୍କୁଲର ଉନ୍ନତି ପାଇଁ ମିଳିବ ସ୍ବତନ୍ତ୍ର ଅନୁଦାନ
ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ସ୍କୁଲଗୁଡ଼ିକରେ ନାନା ସମସ୍ୟା ଓ ଅଭାବ ଅସୁବିଧା ଲାଗି ରହିଛି। ଏଥିରେ ସୁଧାର ଆଣିବା ଲାଗି ଗଣଶିକ୍ଷା ବିଭାଗ ଯୋଜନା କରିବା ସହ ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ କରିଛି। ରାଜ୍ୟର ସମସ୍ତ ୫୮ହଜାର ୮୯ଟି ସରକାରୀ…
୫-ଟି ରୂପାନ୍ତରିତ ସ୍କୁଲ୍ ଛାତରୁ ଖସିଲା ପ୍ଲାଷ୍ଟର
କେନ୍ଦୁଝର/ଢେଙ୍କିକୋଟ, ୨୯ା୧୦(ସ୍ବ.ପ୍ର./ଡି.ଏନ୍.ଏ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍ ଅନ୍ତର୍ଗତ ଢେଙ୍କିକୋଟସ୍ଥିତ ସତ୍ୟ ନାରାୟଣ(ଏସ୍ଏନ୍) ବିଦ୍ୟାପୀଠ ହାଇସ୍କୁଲର ଷ୍ଟାଫ୍ କମନରୁମ୍ (କର୍ମଚାରୀ ସାଧାରଣ ପ୍ରକୋଷ୍ଠ)ର ସିଲିଂ ପ୍ଲାଷ୍ଟର ଖସି ପଡ଼ିଛି। ସେଠାରେ ବସିଥିବା ଶିକ୍ଷକ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସିଲିଂ ପଡ଼ିବା ଶବ୍ଦ ଶୁଣି…
ଅଭିଯୁକ୍ତଙ୍କୁ ଫାଶୀ ଦେବାକୁ ଅନୁରୋଧ କଲେ ମମିତାଙ୍କ ମାଆ
ବଲାଙ୍ଗୀର ଅଫିସ/ କଣ୍ଟାବାଞ୍ଜି, ୨୯ା୧୦ (ଡି.ଏନ୍.ଏ.): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଶୁଣାଣି ପ୍ରକ୍ରିୟାରେ ଶୁକ୍ରବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ମୃତା ମମିତା ମେହେରଙ୍କ ମା’ ତୁଳସୀ ମେହେର ଏବଂ ଜଣେ ସମ୍ପର୍କୀୟଙ୍କ ବୟାନ ରେକର୍ଡ କରାଯାଇଥିବା ଜଣାପଡିଛି। କୋର୍ଟକୁ…
ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ହାତୀ ପ୍ରେମା
ବାରଙ୍ଗ,୨୯ା୧୦(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଅନ୍ୟତମ ଆକର୍ଷକ ସାଜିଥିବା ମାଈ ହାତୀ ପ୍ରେମା ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛି। ନନ୍ଦନକାନନ କର୍ତ୍ତୃପକ୍ଷ ଓ ଡାକ୍ତରମାନଙ୍କ ଦ୍ୱାରା ଚାଲିଥିବା ଚିକିତ୍ସା କ୍ଷେତ୍ରରେ ସବୁପ୍ରକାର ଉଦ୍ୟମ କରାଯାଇଥିଲେ ମଧ୍ୟ ପ୍ରେମାକୁ ବଞ୍ଚାଇବାରେ ସକ୍ଷମ…
ମଧୁରଝୋଳ ଗାଁ ଶୂନ୍ଶାନ
କବିସୂର୍ଯ୍ୟନଗର,୨୯ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା କନିଆରୀ ପଞ୍ଚାୟତ ମଧୁରଝୋଳ ଗ୍ରାମରେ ଗୁଣିଗାରେଡିକୁ କେନ୍ଦ୍ରକରି ଗତ ବୁଧବାର ଜଣେ ମହିଳାଙ୍କୁ ହତ୍ୟା ସହ ୩ ପରିବାରକୁ ଆକ୍ରମଣ କରାଯାଇଥିଲା। ଏହି ଘଟଣାରେ ପୋଲିସ ଗୁରୁବାର ୩୩ ଜଣଙ୍କୁ ଗିରଫ କରଛି। ଏବେ…
କ୍ରିପ୍ଟୋ କାରବାରରେ ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ କଳାଧନ
ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହୁର୍ଭୂତ ସମ୍ପତ୍ତି ଠୁଳ କରିବା ସହ ଜନତାଙ୍କ ଟଙ୍କାରେ ବିଳାସମୟ ଜୀବନ ବିତାଉଛନ୍ତି। ଇତିମଧ୍ୟରେ ଅନେକ ଦୁର୍ନୀତିଗ୍ରସ୍ତ ବାବୁ ଭିଜିଲାନ୍ସ ଜାଲରେ ପଡିବା ପରେ ସେମାନଙ୍କ କଳାଟଙ୍କାର…
ଓସିଏ ସଭାପତି ଦାୟିତ୍ୱ ନେଲେ ପ୍ରଣବ
କଟକ ଅଫିସ,୨୯ା୧୦: ଯାଜପୁର ବିଧାୟକ ତଥା ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶୁକ୍ରବାର ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ନୂଆ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓସିଏର ୧୧ତମ ସଭାପତି ହୋଇଛନ୍ତି ପ୍ରଣବ ପ୍ରକାଶ ଦାସ। ସେହିପରି ସଞ୍ଜୟ…

