ପଲିଥିନ୍ କାରଖାନାରେ ଲାଗିଲା ନିଆଁ
କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସୂଚନା ପାଇବା ପରେ, କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ ସେବା କର୍ମଚାରୀମାନେ…
ପିକ୍ନିକ୍ ସ୍ପଟ୍ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା
କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ। ଶାଳ, ପିଆଶାଳ, ଶାଗୁଆନ ଆଦି ବୃକ୍ଷରାଜିରେ ପରିପୂର୍ଣ୍ଣ ଏହି ବନ। ଶାନ୍ତିବନରେ ପ୍ରବେଶକଲା ମାତ୍ରେ…
ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ
ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଥିଲା। ଏଥିରେ ଓଡ଼ିଶାର ନାମୀଦାମୀ କଳାକାର ଯୋଗ ଦେଇଥିଲେ।…
ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ
ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର ଠକେଇ ହୋଇଛି। ଏହି ଅଭିଯୋଗରେ ୬ ଅଭିଯୁକ୍ତଙ୍କୁ ଗିରଫ କରିଛି ନୀଳଗିରି ପୋଲିସ। ଅଭିଯୁକ୍ତଙ୍କଠାରୁ…
ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ
ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ ଲୋକମାନେ ଅଧିକ କଷ୍ଟ ପାଉଛନ୍ତି। ଏଭଳି ସ୍ଥିତିରେ ସହରାଞ୍ଚଳର ବାସହୀନ ଲୋକଙ୍କ ରାତ୍ରିଯାପନ ପାଇଁ…
ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର
ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ ନିଆଁ ଲାଗି ଅନ୍ୟ ଦୋକାନକୁ ବ୍ୟାପିଥିଲା। ତେବେ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳକୁ ପହଞ୍ଚି ନିଆଁକୁ…
ଓଲଟିଲା ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍
ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍ ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ, ବ୍ଲକ ର ଏହି ପଞ୍ଚାୟତକୁ ଓଡି…
ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି
ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ଏବଂ ଅନୁଦାନପ୍ରାପ୍ତ ଓ ଅଣ-ଅନୁଦାନପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡ଼ିକର ବିଭିନ୍ନ…
ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି
ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି । ଏପରି କି କରୋନା ସତ୍ତ୍ୱେ ୫ବର୍ଷରେ ୭ଗୁଣ ବୃଦ୍ଧି ପାଇଛି ବୋଲି ପର୍ଯ୍ୟଟନ ମନ୍ତ୍ରୀ…
ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍ଏସ୍ ଆବେଦନ
ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍ପି ସରୋଜକାନ୍ତ ମହନ୍ତ ବାଧ୍ୟତାମୂଳକ ଅବସର (ଭିଆରଏସ୍) ନେବାକୁ ଗୃହ ବିଭାଗରେ ଆବେଦନ କରିଛନ୍ତି। ଉକ୍ତ ଆବେଦନପତ୍ରରେ ଏହାର…
ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବିଜେଡି ବିଧାୟକ: କହୁ କହୁ କହିଦେଲେ…
ଭୁବନେଶ୍ୱର,୮ା୧୨(ରବିନାରାୟଣ ଜେନା):ମା’ ତାରିଣୀଙ୍କ ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତକୁ ନେଇ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଆମେ ଏମିତି ଜଣେ ନେତା ପାଇଛେ, ଯାହାଙ୍କ ହାତରେ କେନ୍ଦୁଝର ଦାୟିତ୍ୱ ଦେଇ…
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି ଭଦ୍ରକରୁ ଧାମନଗର ଅନ୍ତର୍ଗତ ଷେଣ୍ଡପୁରକୁ ଅଭିନୟ ପାଇଁ ଯାଉଥିବା ସମୟରେ, ୧୬ ନମ୍ବର ଜାତୀୟ…
Archives


