ରାଜ୍ୟ

ମହାପ୍ରଭୁ ପରିଧାନ କଲେ ଶୀତବସ୍ତ୍ର

ପୁରୀ, ୧୯ା୧୨(ଅଜିତ୍‌ ମହାନ୍ତି): ମାର୍ଗଶିର ମାସ ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ଓଢଣ ଷଷ୍ଠୀ ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କୁ ଘୋଡ଼ଲାଗି ଅର୍ଥାତ୍‌ ଶୀତବସ୍ତ୍ର ପରିଧାନ କରାଯାଇଛି। ଶ୍ରୀଜୀଉମାନେ ବସନ୍ତ ପଞ୍ଚମୀ ବା ସରସ୍ବତୀ ପୂଜା ପର୍ଯ୍ୟନ୍ତ ଏହି ବେଶ...

ଭିଏଲ୍‌ଡବ୍ଲ୍ୟୁଙ୍କୁ ୨ ବର୍ଷ ଜେଲ

ଭୁବନେଶ୍ୱର,୧୯।୧୨ (ସତ୍ୟଜିତ୍‌ ରାଉତ): ଇନ୍ଦିରା ଆବାସର ବିଲ୍‌ କରିଦେବାକୁ ଲାଞ୍ଚ ନେବା ମାମଲାରେ ଭୁବନେଶ୍ୱର ଅତିରିକ୍ତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ଥିବା ବର୍ତ୍ତମାନର ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ୍‌ର ଭିଏଲ୍‌ଡବ୍ଲ୍ୟୁ ଅଶୋକ କୁମାର ପାଟସାଆଣୀ...

ଆଜିଠାରୁ ୨୦ ଓ୍ବାର୍ଡରୁ ଉଠିବନି ଅଳିଆ

ଭୁବନେଶ୍ୱର,୧୯।୧୨(ବନ୍ଦନା ସେଠୀ): ସଫେଇ ସଂସ୍ଥା ଆଓ୍ବାରଲ୍ୟାଣ୍ଡର ମନମୁଖି କାର୍ଯ୍ୟକଳାପକୁ ବିରୋଧ କରି ପୁଣିଥରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ସଫେଇ କର୍ମଚାରୀ। ଫଳରେ ସହରର ୨୦ଟି ଓ୍ବାର୍ଡରୁ ଅଳିଆ ଉଠା ହୋଇପାରିନାହିଁ। ସମ୍ପୃକ୍ତ ସଂସ୍ଥା ଅଧୀନରେ ଓ୍ବାର୍ଡ ନଂ. ୨୭, ୨୮, ୨୯,...

ଚେଇଁ ଶୋଇଥିବ ଯିଏ ତାକୁ ଉଠାଇବ କିଏ: ପାଣ୍ଡିଆନ

ଭୁବନେଶ୍ୱର (ଅନିଲ ଦାସ)/ କେନ୍ଦ୍ରପଡ଼ା (ଜଗନ୍ନାଥ ଧଳ),୧୯ା୧୨: ଯେଉଁମାନେ ପ୍ରକୃତରେ ଶୋଇଛନ୍ତି, ତାଙ୍କୁ ନିଦରୁ ଉଠାଇ ହେବ। କିନ୍ତୁ ଯେଉଁମାନେ ଚେଇଁ ଶୋଇଛନ୍ତି ସେମାନଙ୍କ ପାଇଁ କିଛି କରିହେବ ନାହିଁ। ରାଜ୍ୟର ବିକାଶ ବିରୋଧୀଙ୍କ ଆଡ଼କୁ ଅଙ୍ଗୁଳି ନିର୍ଦ୍ଦେଶ କରି...

ଦଶମରେ ଡ୍ରପ୍ ଆଉଟ ତାଲିକାରେ ଓଡ଼ିଶା ଦେଶରେ ପ୍ରଥମ

ନୂଆଦିଲ୍ଲୀ,୧୮ା୧୨: ବର୍ଷ ୨୦୨୧-୨୨ରେ ଭାରତରେ ୨୦.୬ ପ୍ରତିଶତ ଛାତ୍ରୀଛାତ୍ର ଦଶମରେ ପାଠ ପଢା ଛାଡିଥିବା ବେଳେ ୪୯.୯ ପ୍ରତିଶତ ସହିତ ଓଡ଼ିଶା ପ୍ରଥମରେ ରହିଛି। ୪୨.୧ ପ୍ରତିଶତ ସହିତ ବିହାର ଦ୍ୱିତୀୟ, ତୃତୀୟରେ ମେଘାଳୟ(୩୩.୫ ପ୍ରତିଶତ), ଚତୁର୍ଥରେ କର୍ଣ୍ଣାଟକ(୨୮.୫ ପ୍ରତିଶତ)...

ମାଛ ଗାଡ଼ିରେ ବ୍ରାଉନସୁଗାର ଚାଲାଣ

ଭୁବନେଶ୍ୱର,୧୮।୧୨(ସୂର୍ଯ୍ୟକାନ୍ତ ବେହେରା): ମାଛ ବୁହା ପିକ୍‌ଅପ୍‌ରେ ବାଲେଶ୍ୱରରୁ ବେଆଇନ ଭାବେ ବ୍ରାଉନସୁଗାର ଚାଲାଣ ହେଉଛି । ଖୋର୍ଦ୍ଧାକୁ ଚୋରା ଚାଲାଣ ବେଳେ କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍‌ ଭୁବନେଶ୍ୱର ସିଆର୍‌ପି ଛକ ଫ୍ଲାଏ ଓଭର ଉପରୁ ୬୬ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର...

ରାଉରକେଲାରେ ଝାଡ଼ାବାନ୍ତି ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ରାଉରକେଲା,୧୮।୧୨(ସଙ୍ଗୀତା ଜେନା): ରାଉରକେଲା ସହର ସମେତ ଆଖପାଖ ଅଞ୍ଚଳରେ ଝାଡ଼ାବାନ୍ତି ଅଣାୟତ୍ତ ହୋଇପଡିଛି। ଝାଡ଼ାବାନ୍ତିରେ ପୂର୍ବରୁ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୋମବାର ଏହି ତାଲିକାରେ ଆଉ ୨ଜଣଙ୍କ ନାଁ ଯୋଡି ହୋଇଛି। ଫଳରେ ଝାଡ଼ାବାନ୍ତି ମୃତକଙ୍କ ସଂଖ୍ୟା ୯ରେ...

ଧାମନଗରର ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୮।୧୨: ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ...

୨ ମନ୍ଦିରରୁ ଅଳଙ୍କାର, ଦାନବାକ୍ସ ନେଇଗଲେ

ଭଦ୍ରକ,୧୮ା୧୨(ସନାତନ ରାଉତ): ଭଦ୍ରକ ପୁରୁଣାବଜାର ଥାନା ଅଧୀନ ସନ୍ଥିଆ ଗ୍ରାମର ୨ ମନ୍ଦିରରୁ ରବିବାର ରାତିରେ ଦୁର୍ବୃତ୍ତମାନେ ଦାନବାକ୍ସ ସହ ଠାକୁରଙ୍କ ଅଳଙ୍କାର ଚୋରି କରି ନେଇଛନ୍ତି। ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ସନ୍ଧାନୀ କୁକୁର ସହାୟତାରେ ଘଟଣାର ତଦନ୍ତ...

ମୁଖ୍ୟମନ୍ତ୍ରୀ ଋଣ ଛାଡ଼ ଯୋଜନା ପାଇଁ ଆବେଦନ ଆରମ୍ଭ, ଯେକୌଣସି ବ୍ୟାଙ୍କରୁ ଋଣ ନେଇଥିଲେ ମିଳିବ ସୁବିଧା

ଭୁବନେଶ୍ୱର,୧୮।୧୨: ରାଜ୍ୟର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ସହିତ ଗ୍ରାମାଞ୍ଚଳର ଅର୍ଥନୀତିକୁ ମଜଭୁତ କରିବା ଲାଗି ‘ମୁଖ୍ୟମନ୍ତ୍ରୀ ସୁଧ ଫେରସ୍ତ ଯୋଜନା’ ଆରମ୍ଭ ହୋଇଛି । କୋଭିଡ୍ ମହାମାରୀ ପାଇଁ ରାଜ୍ୟର...

ଶିମିଳିପାଳରେ ଦୁଇ ମହାବଳ ବାଘଙ୍କ ଲଢ଼େଇ

ବାରିପଦା,୧୮ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଦୁଇ ମହାବଳ ବାଘଙ୍କ ମଧ୍ୟରେ ଲଢ଼େଇ ହୋଇଥିବା ଜଣାପଡ଼ିଛି। ଅଞ୍ଚଳ ଦଖଲ ପାଇଁ ଦୁଇ ବାଘଙ୍କ ମଧ୍ୟରେ ଏହି ଘମାଘୋଟ୍‌ ଲଢ଼େଇ ହୋଇଥିବା ଅନୁମାନ କରାଯାଉଛି। ଟି-୩୧ ଏବଂ ଟି-୩୫...

ଟ୍ରେନ୍‌ଲାଇନ୍‌ରୁ ମିଳିଲା ହୋମ୍‌ଗାର୍ଡଙ୍କ ମୃତଦେହ

ରାୟଗଡ଼ା,୧୮ା୧୨: ରାୟଗଡ଼ା ଷ୍ଟେଶନର ୫୦ ମିଟର ପୂର୍ବରୁ ଟ୍ରେନ୍‌ଲାଇନ୍‌ରୁ ଜଣେ ହୋମ୍‌ଗାର୍ଡଙ୍କ ମୃତଦେହ ମିଳିଛି। ରବିବାର ରାତିରେ ଏ ନେଇ ଖବର ପ୍ରଚାରିତ ହେବା ପରେ ରେଳ ବିଭାଗ କର୍ତ୍ତୃପକ୍ଷ, ରାୟଗଡ଼ା ଏସ୍‌ପି ବିବେକାନନ୍ଦ ଶର୍ମା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri