ରାଜ୍ୟ

ଓଭରବ୍ରିଜ୍‌କୁ ବିପଦ ଗଛ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଅନେକ ସ୍ଥାନର ଉନ୍ନତୀକରଣ ପାଇଁ ବଡ଼ ବଡ଼ ଗଛ କାଟି ପଦା କରିଦିଆଯାଉଛି। ହେଲେ ଯେଉଁ ସ୍ଥାନରେ ଗଛ ନ ଉଠିବା କଥା ସେଠାରେ ଉଠୁଥିଲେ ସୁଦ୍ଧା ଏହା ଉପରେ କାହାର ନଜର ପଡ଼ୁନାହିଁ। ଓଭରବ୍ରିଜ୍‌ର କାନ୍ଥରେ…

ମୃତ ଗାଈକୁ ଘୋଷାଡ଼ିଲା ଏନ୍‌ଏଚ୍‌ଏଆଇ ଗାଡ଼ି

ଛତ୍ରପୁର,୨୬ା୧୦(ଡି.ଏନ୍‌.ଏ.): ହିନ୍ଦୁ ଧର୍ମରେ ଗୋମାତାଙ୍କୁ ପୂଜା କରାଯାଉଥିବା ବେଳେ ଏକ ମୃତ ଗାଈକୁ ଗାଡ଼ି ପଛରେ ବାନ୍ଧି ଘୋଷାଡ଼ି ନିଆଯିବା ଦୃଶ୍ୟ ଆଘାତ ଦେଇଛି। ଗଞ୍ଜାମ ଜିଲା ଛତ୍ରପୁର ବାଇପାସ୍‌ ଜାତୀୟ ରାଜପଥରେ ଏପରି ଦୃଶ୍ୟ ଦେଖାଯାଇଛି। ଏହାର ଭିଡିଓ ପାଇବା…

ଜଣେ ଫାର୍ମାସିଷ୍ଟ, ଏକାଧିକ ଦୋକାନ

ଯାଜପୁର ଅଫିସ,୨୬ା୧୦: ଡ୍ରଗ୍ସ ଏବଂ କସ୍‌ମେଟିକ୍ସ ଆକ୍ଟ-୧୯୪୦ର ଧାରା ୬୫(୨), ୬୩(୩)(୧) ଏବଂ ୬୫(୯)(ଏ)ର ଉଲ୍ଲଂଘନ କରି କେତେଜଣ ଖୁଚୁରା ଏବଂ ହୋଲ୍‌ସେଲର ଔଷଧ ବିକ୍ରି କରୁଛନ୍ତି। ଏଥିରେ ସମ୍ପୃକ୍ତ ଡ୍ରଗ୍ସ ଇନ୍ସପେକ୍ଟରମାନେ ଜାଣିଶୁଣି ହାତବାନ୍ଧି ବସିଛନ୍ତି। ଏପରି କି ଫାର୍ମାସିଷ୍ଟମାନଙ୍କ…

ପଟିଆମାଳ ଜଙ୍ଗଲରୁ ଦନ୍ତାର ମୃତଦେହ ଠାବ

ଟାଙ୍ଗୀ(ଖୋର୍ଦ୍ଧା)/ନିରାକାରପୁର,: ୨୬ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନ ବିଭାଗ ରେଞ୍ଜ୍‌ ଅଧୀନ ପଟିଆମାଳ ଜଙ୍ଗଲରେ ସୋମବାର ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବନ ବିଭାଗର ଏକ ଟିମ୍‌ ଓ ପ୍ରାଣୀ ଚିକିତ୍ସକ ଘଟଣାସ୍ଥଳରେ ପହଞ୍ଚିଥିଲେ। ହାତୀର ବ୍ୟବଚ୍ଛେଦ ପରେ ଉକ୍ତ…

୩୦ କୋଟିର ହିସାବ ଦେବେ ଅର୍ଚ୍ଚନା-ଜଗବନ୍ଧୁ

ଭୁବନେଶ୍ୱର,୨୬ା୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ବ୍ୟବସାୟୀ, ପୋଲିସ ଏବଂ ପ୍ରଶାସନିକ ଅଧିକାରୀଙ୍କୁ ମାୟାଜାଲରେ ଫସାଇ ଟଙ୍କା ହଡ଼ପ କରିଥିବା ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏବେ ଝାରପଡ଼ା ଜେଲରେ ଥିବା ବେଳେ ଏହି…

ବଢ଼ିବ ଥଣ୍ଡା

ଭୁବନେଶ୍ୱର,୨୬ା୧୦(ବ୍ୟୁରୋ): ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବିଦାୟ ନେଇଛି। ସମ୍ଭାବ୍ୟ ବାତ୍ୟା ବିପଦ ମଧ୍ୟ ଟଳିଯାଇଛି। ବାତ୍ୟାର ବ୍ୟାସାର୍ଦ୍ଧ ୯୦୦ରୁ ୧୧୦୦ କିମି ମଧ୍ୟରେ ରହିଥିଲା। ଏହା ଏକ ବୃହତ୍‌ ଅଞ୍ଚଳରେ ରହିଥିବାରୁ ଜଳୀୟକଣା ଯୋଗାଡ଼ କରିପାରି ନ ଥିଲା।…

୨୦ ମିନିଟ୍‌ ଦୃଶ୍ୟମାନ ହେଲା ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୨୬ା୧୦(ବ୍ୟୁରୋ): ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ମଙ୍ଗଳବାର ଦୃଶ୍ୟମାନ ହୋଇଛି। ଏହା ଏସିଆ ଓ ୟୁରୋପରେ ଦୃଶ୍ୟମାନ ହୋଇଥିଲା। ୟୁରୋପ ମହାଦେଶରେ ଏହା ଅଧିକ ମାତ୍ରାରେ ଦୃଶ୍ୟମାନ ହୋଇଥିବାବେଳେ ଏସିଆରେ ଆଂଶିକ ଭାବେ ଦେଖାଯାଇଛି। ଓଡ଼ିଶାରେ ମଧ୍ୟ ଆଂଶିକ ସୂର୍ଯ୍ୟୋପରାଗ…

ନିଜ ନୀତି ନିଜକୁ ଅଡ଼ୁଆ

ପ୍ରେମାନନ୍ଦ ଖମାରୀ ବରଗଡ଼ ଅଫିସ, ୨୬ା୧୦: ରାଜ୍ୟ ସରକାର ଧାନ ସଂଗ୍ରହ ପାଇଁ ନୀତି ନିର୍ଦ୍ଧାରଣ କରିଥାନ୍ତି। ହେଲେ ସେହି ନୀତି ବେଳେ ବେଳେ ସରକାରଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିଥାଏ। ଏଭଳି ଏକ ସ୍ଥିତି ବରଗଡ଼ ଜିଲାରେ ଦେଖିବାକୁ…

ଏଥର ତାପମାତ୍ରା କମିବ: ଶୀତ ବଢ଼ିବ

ଭୁବନେଶ୍ୱର, ୨୫।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରାଙ୍ଗ ଉତ୍ତର- ଉତ୍ତର ପୂର୍ବ ଦିଗରେ ଗତି କରି ବାଂଲାଦେଶରେ ସ୍ଥଳଭାଗ ଛୁଇଁ ଅବପାତରେ ପରିଣତ ହୋଇଛି । ଏହା ପରବର୍ତ୍ତୀ ୬ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ…

ପୁଅର ଠେଙ୍ଗା ମାଡରେ ଚାଲିଗଲା ବାପାଙ୍କ ଜୀବନ

ଲହଣୀପଡ଼ା,୨୫।୧୦(ଡି.ଏନ.ଏ): ପୁଅର ଠେଙ୍ଗା ମାଡ଼ରେ ବାପର ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ କୁଡେଇକଳା ପଞ୍ଚାୟତ ଘଣିଘଷା ଗ୍ରାମରେ। ମୃତକ ହେଲେ ଭୁବନ ମୁଣ୍ଡା (୪୮)। ସୂଚନାଯୋଗ୍ୟ, ପ୍ରତ୍ୟେକ ଦିନ ଭଳି ଭୁବନ…

ସୂର୍ଯ୍ୟପରାଗ ପାଇଁ ମା’ସମଲେଇଙ୍କ ଦର୍ଶକରୁ ବଞ୍ଚିତ ଭକ୍ତ

ସମ୍ବଲପୁର,୨୫।୧୦(ବ୍ୟୁରୋ): ଆଜି ହେଉଛି ସୂର୍ଯ୍ୟପରାଗ। ଏଥିପାଇଁ ମା’ସମଲେଶରୀଙ୍କ ପୀଠରେ ସାଧାରଣ ଦର୍ଶନ ବନ୍ଦ ରହିଛି। ଭୋର୍‌ ୪ ଟାରେ ମା’ଙ୍କର ମନ୍ଦିର ଖୋଲାଯାଇ ନୀତିକାନ୍ତି ପରେ ମଙ୍ଗଳ ଆଳତି ଓ ଭୋଗ ଅର୍ପଣ ସମ୍ପନ୍ନ ହୋଇଥିଲା। ଫଳରେ ଭୋର ୪.୩୦ରୁ ମା’ଙ୍କ…

ଋଷିକୂଲ୍ୟା ନଦୀରେ ଭାସିଗଲେ ୨ ଭାଇ

ପୁରୁଷୋତ୍ତମପୁର,୨୫।୧୦(ଡି.ଏନ.ଏ): ଗାଧୋଉଥିବା ବେଳେ ଭାସିଗଲେ ୨ ଭାଇ। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶୋଳଘର ନିକଟରେ ଥିବା ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଏଭଳି ଅଘଟଣ ଘଟିଛି। ସେମାନେ ହେଲେ କୃଷ୍ଣ ଜନ୍ଦ୍ର ମହାନ୍ତି (୧୫) ଏବଂ କାହ୍ନୁ ଚରଣ ମହାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?