ପୁଅର ଠେଙ୍ଗା ମାଡରେ ଚାଲିଗଲା ବାପାଙ୍କ ଜୀବନ
ଲହଣୀପଡ଼ା,୨୫।୧୦(ଡି.ଏନ.ଏ): ପୁଅର ଠେଙ୍ଗା ମାଡ଼ରେ ବାପର ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ କୁଡେଇକଳା ପଞ୍ଚାୟତ ଘଣିଘଷା ଗ୍ରାମରେ। ମୃତକ ହେଲେ ଭୁବନ ମୁଣ୍ଡା (୪୮)। ସୂଚନାଯୋଗ୍ୟ, ପ୍ରତ୍ୟେକ ଦିନ ଭଳି ଭୁବନ…
ସୂର୍ଯ୍ୟପରାଗ ପାଇଁ ମା’ସମଲେଇଙ୍କ ଦର୍ଶକରୁ ବଞ୍ଚିତ ଭକ୍ତ
ସମ୍ବଲପୁର,୨୫।୧୦(ବ୍ୟୁରୋ): ଆଜି ହେଉଛି ସୂର୍ଯ୍ୟପରାଗ। ଏଥିପାଇଁ ମା’ସମଲେଶରୀଙ୍କ ପୀଠରେ ସାଧାରଣ ଦର୍ଶନ ବନ୍ଦ ରହିଛି। ଭୋର୍ ୪ ଟାରେ ମା’ଙ୍କର ମନ୍ଦିର ଖୋଲାଯାଇ ନୀତିକାନ୍ତି ପରେ ମଙ୍ଗଳ ଆଳତି ଓ ଭୋଗ ଅର୍ପଣ ସମ୍ପନ୍ନ ହୋଇଥିଲା। ଫଳରେ ଭୋର ୪.୩୦ରୁ ମା’ଙ୍କ…
ଋଷିକୂଲ୍ୟା ନଦୀରେ ଭାସିଗଲେ ୨ ଭାଇ
ପୁରୁଷୋତ୍ତମପୁର,୨୫।୧୦(ଡି.ଏନ.ଏ): ଗାଧୋଉଥିବା ବେଳେ ଭାସିଗଲେ ୨ ଭାଇ। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶୋଳଘର ନିକଟରେ ଥିବା ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଏଭଳି ଅଘଟଣ ଘଟିଛି। ସେମାନେ ହେଲେ କୃଷ୍ଣ ଜନ୍ଦ୍ର ମହାନ୍ତି (୧୫) ଏବଂ କାହ୍ନୁ ଚରଣ ମହାନ୍ତି…
ଦୀପାବଳିରେ ଜେସିବି, ଟ୍ରାକ୍ଟର ପୋଡ଼ିଦେଲେ ମାଓବାଦୀ
ଫୁଲବାଣୀ ଅଫିସ,୨୫।୧୦: ରକ୍ତ ମୁଁହା ହୋଇଉଠିଛନ୍ତି ମାଓବାଦୀ। ପୋଲିସ ଗୁଳିରେ ପ୍ରାଣ ହରାଇଥିବା ମହିଳା ମାଓବାଦୀଙ୍କ ପ୍ରତିଶୋଧ ନେବାକୁ ଯାଇ ଦୁଇ ଦିନ ହେଲା ତାଣ୍ଡବ ଚଳାଇଛନ୍ତି ମାଓବାଦୀ। ପୋଲିସ ଇନ୍ଫରମର ସନ୍ଦେହରେ ଜଣକୁ ହତ୍ୟା କରିବା ପରେ ଏକ ଠିକା…
ହାତୀ ନେଲା ବୃଦ୍ଧଙ୍କ ଜୀବନ
ପାଇକମାଳ,୨୫।୧୦(ଡି.ଏନ୍.ଏ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅଧୀନ ରସମୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ, ଉକ୍ତ ଗ୍ରାମର ରାମଚନ୍ଦ୍ର ନାୟକ(୬୫)। ମିଳିଥିବା ସୂଚନା ମୁତାବକ, ବିଳମ୍ବିତ ରାତିରେ…
ଦୁର୍ବଳ ହେଲା ବାତ୍ୟା ସିତ୍ରାଙ୍ଗ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଦୁର୍ବଳ ହେଲା ବାତ୍ୟା ସିତ୍ରାଙ୍ଗ। ଏହା ଆଗାମୀ ୩ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୬ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଏକ ସଦୃଶ-ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ…
କମୁଛି ସଂକ୍ରମଣ: ଗତ ୨୪ ଘଣ୍ଟାରେ ୨୫ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ଲୋକାଲ କେସ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ୍…
କୁଖ୍ୟାତ ଅପରାଧୀ ବିକାଶ ବେହେରାଙ୍କୁ ଛୁରୀ ଭୁଷି ହତ୍ୟା: ୨ ଅଟକ
ନୟାଗଡ଼ ଅଫିସ,୨୫।୧୦: ନୟାଗଡ଼ ଜିଲା ଦଶପଲା ବ୍ଲକ ମଧ୍ୟଖଣ୍ଡର କୁଖ୍ୟାତ ଅପରାଧୀ ବିକାଶ ବେହେରାଙ୍କୁ ଛୁରୀ ଭୁଷି ହତ୍ୟା କରାଯାଇଛି। ଦୀପାବଳି ଉତ୍ସବ ପାଳନ ଅବସରରେ ସୋମବାର ରାତିରେ ମଧ୍ୟଖଣ୍ଡରେ ବାଣ ଫୁଟାଇବା ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା।…
ଆକାଶଦୀପ ଵାଣ ଖସିପଡି ଗୋପଵନ୍ଧୁ ଙ୍କ ଷଠିଘରେ ଅଗ୍ନିକାଣ୍ଡ
ସାକ୍ଷୀଗୋପାଳ, ୨୪।୧୦ (ଡି. ଏନ୍. ଏ)ପୁରୀଜିଲ୍ଲା ସତ୍ୟଵାଦୀ ବ୍ଲକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଷଠିଘରେ ଦୀପାବଳୀ ସନ୍ଧ୍ୟାରେ ଆକଷ୍ମିକ ଅଗ୍ନିକାଣ୍ଡ ଘଟିଛି। ଦୀପାବଳିରେ ଅବସରରେ ଏହି ଅଘଟଣ କୁ ନେଇ ଗ୍ରାମବାସୀ ମାନେ ଦୁଃଖ ପ୍ରକାଶ କରିଛନ୍ତି । ଘରର…
ବାଣ ଦୋକାନରେ ବିସ୍ଫୋରଣ: ୪ ଗୁରୁତର
କାମାକ୍ଷାନଗର,୨୪।୧୦(ଡି.ଏନ୍.ଏ): ଢେଙ୍କାନାଳ ଜିଲା କାମାକ୍ଷାନଗର-ବଡସୁଆଁଳ ଗାଁରେ ଏକ ବାଣ ଦୋକାନରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି । ଫଳରେ ଏଥିରେ ଜଣେ ନାବାଳକ ସମେତ ୪ ଗୁରୁତର ହୋଇଛନ୍ତି । ସେମାନେ ହେଲେ ବଡସୁଆଁଳ ଗାଁର ଜଗବନ୍ଧୁ ନାୟକ, ଦୁଷ୍ମନ୍ତ ନାୟକ,…
ବ୍ଲାକ୍ମେଲର ଦମ୍ପତ୍ତି ଗିରଫ ଘଟଣା: ତଦନ୍ତ କରିବ ଇଡି
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପଯୋଜକ, ବ୍ୟବସାୟୀ,ପୋଲିସ ଅଧିକାରୀଙ୍କୁ ନିଜ ଜାଲରେ ଫସାଇ ଅର୍ଥ ହଡପ କରିବା ଅଭିଯୋଗରେ ଗିରଫ ହୋଇଥିବା ଦମ୍ପତ୍ତି ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ଚାନ୍ଦ ଜେଲରେ ଅଛନ୍ତି। ବେଆଇନ ଅର୍ଥ କାରବାର ନେଇ ଇଡି(ପ୍ରବର୍ତ୍ତନ ନିର୍ଦେଶାଳୟ) ଏହି…
ବେଦମାତା ବେଶରେ ପୂଜା ପାଇଲେ ମା’ ଭଦ୍ରକାଳୀ
ଭଦ୍ରକ ଅଫିସ,୨୪।୧୦: କାଳୀପୂଜା ପାଇଁ ପ୍ରସିଦ୍ଧି ଲାଭ କରିଥିବା ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ସୋମବାର ଚଳଚଞ୍ଚଳ ହୋଇଉଠିଛି । ପବିତ୍ର ଦୀପାବଳିଠାରୁ ୭ ଦିନ ମା’ଙ୍କ ସପ୍ତମାତୃକା ବେଶ ହୋଇଥାଏ । ସୋମବାର ପ୍ରଥମ ଦିନରେ ସେବାୟମାନେ…

