ରାଜ୍ୟ

 ରାତି ପାହିଲେ ଭୋଟ ଗଣତି

ଝାରସୁଗୁଡ଼ା ଅଫିସ,୨।୬: ବ୍ରଜରାଜନଗର ଉପନିର୍ବାଚନ ଶୁକ୍ରବାର ଭୋଟ ଗଣତି ହେବ।ଝାରସୁଗୁଡ଼ା ଇନ୍‌ଞ୍ଜିୟରିଂ ସ୍କୁଲ୍‌ରେ ଭୋଟ ଗଣତି ହେବ। ଏ ନେଇ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ। ଏଥିପାଇଁ ୧୪ଟି ଟେବୁଲ କରାଯାଇଛି। ୨୦ ରାଉଣ୍ଡ…

ବିଧାୟକଙ୍କ ଲାଗି ନୂତନ କ୍ୱାର୍ଟର୍ସ ନିର୍ମାଣ ମାମଲାରେ ହାଇକୋର୍ଟରେ ଶୁଣାଣି

କଟକ ଅଫିସ,୨।୬: ବିଧାୟକଙ୍କ ନିମନ୍ତେ ନୂତନ କ୍ୱାର୍ଟର୍ସ ଲାଗି ରବିନ୍ଦ୍ର ମଣ୍ଡପଠାରୁ କମିଶନରେଟ କାର୍ଯ୍ୟାଳୟ ମଧ୍ୟରେ ଆଖିବୁଜା ଗଛ କଟା ଚାଲିଛି। ଏଯାବତ ୩ଶହରୁ ଊର୍ଦ୍ଧ୍ୱ ଗଛ କଟାଯାଇଥିବା ବେଳେ ୮୦୦ ଗଛ କଟାଯିବାକୁ ଲକ୍ଷ୍ୟ ରଖାଯାଇଛି। ବିକାଶ ନାମରେ ବର୍ଷ…

ବାଲିମେଳା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ମରଣାନ୍ତକ ଆକ୍ରମଣ

କୋରୁକୋଣ୍ଡା,୨ା୬(ଡି.ଏନ୍‌.ଏ.): ବାଲିମେଳା କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ମରଣାନ୍ତକ ଆକ୍ରମଣ। ଗୁରୁବାର ଏପରି ଏକ ଅଭାବନୀୟ ଘଟଣା ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସିରେ ଦେଖିବାକୁ ମିଳିଛି।  ଗତ କିଛିଦିନ ଧରି ବାଲିମେଳାକୁ ଆସିଥିବା ବିକାଶମୂଳକ କାର୍ଯ୍ୟ ତଥା ଇଣ୍ଡୋର ଷ୍ଟାଡିୟମ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର/ନୂଆଦିଲ୍ଲୀ,୨।୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ମାନ୍ୟବର ସୁପ୍ରିମକୋର୍ଟ ଏହି ମାମଲାରେ ରାୟକୁ ସଂରକ୍ଷିତ ରଖିଛନ୍ତି । ଉଭୟ ପକ୍ଷର ଯୁକ୍ତିକୁ ଶୁଣିବା ପରେ କୋର୍ଟ ଶୁକ୍ରବାର ଯାଏ ରାୟକୁ ସଂରକ୍ଷିତ ରଖିଛନ୍ତି । ତେବେ…

‘ମଙ୍କିପକ୍ସ ମାମଲା ବଢିଲେ ଦୁଇ ପ୍ରକାର ସର୍ଭିଲାନ୍ସ କରାଯିବ’

ଭୁବନେଶ୍ୱର,୨।୬(ବ୍ୟୁରୋ) : ଦେଶରେ ଏବେ ଚିନ୍ତା ବଢାଉଛି ମଙ୍କିପକ୍ସ ମାମଲା। ଏହାରି ଭିତରେ ମଙ୍କିପକ୍ସ ମାମଲାକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗତ ମାସ ସୁଦ୍ଧା ଦେଶରେ ମଙ୍କିପକ୍ସର କୌଣସି ତଥ୍ୟ ନାହିଁ ।…

ପୋଲିସ ଡିଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ୫୦ରୁ ଊର୍ଦ୍ଧ୍ୱ ମାଓବାଦୀ

ମାଲକାନଗିରି,୨ା୬(ଡି.ଏନ୍‌.ଏ.): ପୋଲିସ ଡିଜି ସୁନୀଲ ବଂଶଲ ଗୁରୁବାର ମାଲକାନଗିରି ଜିଲା ଗସ୍ତରେ ଆସିଥିବା ବେଳେ ଯନ୍ତ୍ରୀ ପଞ୍ଚାୟତରେ ନୂତନ କରି ହୋଇଥିବା ବିଏସ୍‌ଏଫ୍‌ କ୍ୟାମ୍ପ୍‌ ପରିଦର୍ଶନ କରିଥିଲେ। ଏହି ସମୟରେ ଯନ୍ତ୍ରୀ, ପଣସପୁଟ, ନାକାମାମୁ ଓ ଅଣ୍ଡପାଲି ପଞ୍ଚାୟତର ୫୦ରୁ ଊର୍ଦ୍ଧ୍ୱ…

‘ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବି ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରନ୍ତୁ’

ଭୁବନେଶ୍ୱର,୨ା୬(ବ୍ୟୁରୋ): ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଗୁରୁବାର ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ପଞ୍ଚାୟତର କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପଞ୍ଚାୟତ ହେଉଛି ସେବାର କେନ୍ଦ୍ର । ସାଧାରଣ…

ବ୍ୟାନର ଟାଙ୍ଗିଲେ ମାଓବାଦୀ, ରାଶନ ଦୋକାନୀଙ୍କୁ ଦେଲେ ଚେତାବନୀ

ପାଇକମାଳ,୨ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ପୁଣି ମାଓବାଦୀ ନିଜର ସ୍ଥିତି ଜାହିର କରିଛନ୍ତି। ବୁଧବାର ବିଳମ୍ବିତ ରାତିରେ ପାଇକମାଳ ଥାନା ଅନ୍ତର୍ଗତ ଭୁଲିଆବନ୍ଧ ନିକଟରେ ମାଓବାଦୀମାନେ ବ୍ୟାନର ଟାଙ୍ଗିଛନ୍ତି। ଏଥିରେ କିଛି ରାଶନ ଦୋକାନୀ ପୋଲିସ ଇନ୍‌ଫର୍ମର ସାଜିଥିବା ତଥା…

ପଞ୍ଚାୟତ ଜନ ପ୍ରତିନିଧିଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଓଡ଼ିଶାରେ ନବ ନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିଙ୍କର ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ ଦିଆଯିବ। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ । ଏହି ଅବସରରେ ରାଜ୍ୟର ସମସ୍ତ ଜିଲା ପରିଷଦ ସଭାପତି, ଉପସଭାପତି,…

ଆଜିଠାରୁ ଯୁକ୍ତ ୨ ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ୱର,୨।୬(ବ୍ୟୁରୋ): ଆଜିଠାରୁ ଯୁକ୍ତ ଦୁଇ ମୂଲ୍ୟାୟନ ଆରମ୍ଭ ହେଉଛି। ୨ ଟି ପର୍ଯ୍ୟାୟରେ ଏହି ମୂଲ୍ୟାୟନ ହେବାକୁ ଥିବା ବେଳେ ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫ୍‌ଲାଇନ୍‌ ଯୋଗେ ଓ ୩୭ ଟି ମୂଲ୍ୟାୟନ କେନ୍ଦ୍ରରେ ଅନ୍‌ଲାଇନ୍‌ ଯୋଗେ ମୂଲ୍ୟାୟନ ହେବ। ପ୍ରକାଶ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨।୬(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୪ ଲୋକାଲ କେସ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ…

ପାରାଦୀପ: ଘୋଷଣାରେ ଅଟକିଛି ବହୁ ପ୍ରକଳ୍ପ

ପାରାଦୀପ,୨ା୬(ସ୍ବ.ପ୍ର.): ଓଡ଼ିଶାର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳରେ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ନୂତନ ପ୍ରକଳ୍ପ କରିବେ ବୋଲି ଘୋଷଣା କରୁଛନ୍ତି। ଏହି ଧାରା ୨୦୦୮ରୁ ଏ ପର୍ଯ୍ୟନ୍ତ ଚାଲିଛି। ପରିତାପର ବିଷୟ ହେଲା, ଉକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri