ଜିମ୍ ସେଣ୍ଟରରେ ନିଆଁ
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଭୁବନେଶ୍ୱର ଜାଗମରାସ୍ଥିତ ଏକ ଫିଟ୍ନେସ୍ ସେଣ୍ଟର (ଜିମ୍)ରେ ରବିବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଦୁଇ ମହଲା ବିଶିଷ୍ଟ କୋଠାରେ ଏହି ଜିମ୍ ସେଣ୍ଟର ରହିଛି। ଏହାର ପ୍ରବେଶ ପଥରେ ପ୍ରଥମେ ନିଆଁ ଲାଗି ଚାରିଆଡ଼େ ବ୍ୟାପୀ ଯାଇଥିଲା। ଏହି ସମୟରେ…
ହଷ୍ଟେଲରେ ଖାଇବାକୁ ନ ପାଇ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି କାନ୍ଦିଲେ ଛାତ୍ରୀ
ଠାକୁରମୁଣ୍ଡା,୨୩ା୧୦: ହଷ୍ଟେଲରେ ରହୁଥିବା ଛାତ୍ରୀମାନେ ଖାଇବାକୁ ନ ପାଇ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି କାନ୍ଦୁଥିବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ଛାତ୍ରୀଙ୍କ କାନ୍ଦ ଦେଖି ସାଧାରଣରେ ଏପରି ଅସନ୍ତୋଷ ପ୍ରକାଶ ପାଇଛି। ଏପରି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲାା…
ଅଳଙ୍କାର କିଣିବାକୁ ଆକର୍ଷଣୀୟ ସୁବିଧା
ଭୁବନେଶ୍ୱର,୨୩।୧୦: ଗତ ୨ ବର୍ଷ ପରେ ଚଳିତ ବର୍ଷ ଏକ ସୁସ୍ଥ ପରିବେଶରେ ଧନ୍ତେରସ ପାଳନ ପାଇଁ ଉଭୟ ଗ୍ରାହକ ଓ ବ୍ୟବସାୟୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏପରିକି ଗତ ୩ ବର୍ଷ ତୁଳନାରେ ଚଳିତ ବର୍ଷର ସୁନା, ରୁପା…
ବଢ଼ିଲା ସୁନା, ରୁପା ଦର
ଭୁବନେଶ୍ୱର, ୨୩।୧୦(ବ୍ୟୁରୋ): ଧନ ତ୍ରୟୋଦଶୀ ବା ଧନ୍ ତେରସ୍ରେ ସୁନା ଓ ରୂପା କିଣିଲେ ଘରକୁ ଲକ୍ଷ୍ମୀଙ୍କ ବିରାଜମାନ ହୋଇଥାଏ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଏହି ଦିନରେ ସୁନାରୂପା ବ୍ୟବସାୟ ଅଧିକମାତ୍ରାରେ ହୋଇଥାଏ। ଚଳିତବର୍ଷ ରବିବାର ଧନ୍ତେରସ ପଡ଼ୁଥିବାରୁ ଜୁଏଲେରୀ…
ବିଶ୍ୱାସ ଦେଇଥାଏ ବ୍ୟବସାୟକୁ ବଳ
ଭୁବନେଶ୍ୱର,୨୩।୧୦: ଇତିହାସ ସାଙ୍ଗକୁ ପୁରାଣରେ ବର୍ଣ୍ଣତ ରହିଛି ଯେ ଆୟୁର୍ବେଦ ଦେବତା ଧନ୍ବନ୍ତରୀଙ୍କ ଜନ୍ମଦିବସକୁ ଧନ୍ତେରସ ଭାବେ ଜୈନ ଧର୍ମାବଲମ୍ବୀମାନେ ପାଳନ କରୁଥିବା ବେଳେ ସମୟକ୍ରମେ ଧୀରେ ଧୀରେ ଭାରତବର୍ଷରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ଏପରିକି ଧନ୍ତେରସରେ ଧନପ୍ରାପ୍ତି ଓ…
ଝାଡ଼ୁ କିଣିବାକୁ ଶୁଭ ମନେ କରାଯାଏ
ଧନତେରସ ଦିନରେ ଝାଡ଼ୁ କିଣିବା ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ। ବିଶ୍ୱାସ କରାଯାଏ ଯେ ଏହି ଦିନ ଝାଡ଼ୁ କିଣିବା ଦ୍ୱାରା ମା’ ଲକ୍ଷ୍ମୀଙ୍କ ବାସସ୍ଥାନ ଘରେ ରହିଥାଏ। ହେଲେ ଝାଡ଼ୁ କିଣିବା ପୂର୍ବରୁ ଏହାର କିଛି ନିୟମ ଥିବା…
ଗ୍ରାହକଙ୍କୁ ଆକୃଷ୍ଟ ପାଇଁ ଆକର୍ଷଣୀୟ ଅଫର
ଭୁବନେଶ୍ୱର,୨୩।୧୦: ଧନ୍ତେରସ କେବଳ ସହରରେ ନୁହେଁ, ଗାଁରେ ମଧ୍ୟ ପାଳନ କରାଯାଉଛି। କାରଣ ପୂର୍ବକାଳରୁ ବିଶ୍ୱାସ ରହିଛି ଯେ ଧନ୍ତେରସରେ ନିଜ ସକ୍ଷମ ଅନୁସାରେ ସୁନା ହେଉ କିମ୍ବା ରୁପା ଅଥବା ଅନ୍ୟାନ୍ୟ ଧାତୁ ସମ୍ବନ୍ଧିତ ବସ୍ତୁ କିଣିଲେ ଧନପ୍ରାପ୍ତି ସାଙ୍ଗକୁ…
ଦୃଷ୍ଟିବାଧିତ ଶିକ୍ଷାର୍ଥୀଙ୍କ ଗହଣରେ ଦୀପାବଳି ପାଳିଲା ବିଏମ୍ସି
ଭୁବନେଶ୍ୱର, ୨୩।୧୦ (ବ୍ୟୁରୋ): ସନ୍ଥ ଭୀମ ଭୋଇ ଦୃଷ୍ଟିହୀନ ବିଦ୍ୟାଳୟରେ ବିଏମ୍ସି ପକ୍ଷରୁ ଶନିବାର ପାଳନ ହୋଇଛି ଦୀପାବଳି ପର୍ବ। ମେୟର ସୁଲୋଚନା ଦାସ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଡେପୁଟି ମେୟର ମଞ୍ଜୁଲତା କଅଁର, କମିଶନର ବିଜୟ…
ଆଇଏଫ୍ଏଫ୍ଆଇରେ ଓଡ଼ିଆ ଫିଲ୍ମ ‘ପ୍ରତୀକ୍ଷା’
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ୫୩ତମ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଅଫ୍ ଇଣ୍ଡିଆ (ଆଇଏଫ୍ଏଫ୍ଆଇ)ର ଭାରତୀୟ ପାନୋରାମା ବିଭାଗରେ ସ୍ଥାନ ପାଇଛି ଏକମାତ୍ର ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’। ନଭେମ୍ବର ୨୦ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋଆରେ ଅନୁଷ୍ଠିତ ହେବାକୁ ଥିବା ଏହି ଫେଷ୍ଟିଭାଲ ‘ଜୟ ଭୀମ୍’,…
ହଷ୍ଟେଲରେ ରହି ଚୋରି କରୁଥିଲେ ଏମ୍ବିଏ ଛାତ୍ରୀ
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଏକ ପ୍ରତିଷ୍ଠିତ ଘରୋଇ ବିଶ୍ୱବିଦ୍ୟାଳୟରେ ଏମ୍ବିଏ ପଢ଼ୁଥିଲେ ମଧ୍ୟ ଅୟସ ଜୀବନ ବିତାଇବା ଲାଗି ଚୋରି ପେସାକୁ ଆପଣାଇଥିଲେ। ହଷ୍ଟେଲରେ ରହି ଅନ୍ୟମାନଙ୍କ ଲାପ୍ଟପ୍, ମୋବାଇଲ୍ ଫୋନ୍ ଆଦି ଚୋରି କରୁଥିଲେ। ଶେଷରେ ପୋଲିସ ହାତରେ ଧରାପଡିଛନ୍ତି ସମ୍ପୃକ୍ତ ଏମ୍ବିଏ…
ଅସ୍ତିତ୍ୱ ହରାଇଛି ରଘୁନନ୍ଦନ ପାଠାଗାର
ପୁରୀ ଅଫିସ,୨୩।୧୦:ପରିକ୍ରମା ପ୍ରକଳ୍ପ ଜମି ଅଧିଗ୍ରହଣରେ ଜଗନ୍ନାଥ ସଂସ୍କୃତିର ସର୍ବପୁରାତନ ପାଠାଗାର ରଘୁନନ୍ଦନ ଲାଇବ୍ରେରୀ ନିଜ ଅସ୍ତିତ୍ୱ ହରାଇଛି। ଯେଉଁ ପାଠାଗାର ଦିନେ ବୁଦ୍ଧିଜୀବୀ ଓ ସଂସ୍କୃତିପ୍ରେମୀଙ୍କ ସାଧନାର କେନ୍ଦ୍ର ଥିଲା, ସମ୍ପ୍ରତି ତାହା ବିଲୁପ୍ତ ହୋଇଯାଇଛି। ପରିକ୍ରମା ପ୍ରକଳ୍ପ ଅଧୀନରେ…
ସପ୍ତାହରେ ୪୦୦ ଉଦ୍ଧାର
୧୯୮୦ ଓ ୯୦ ଦଶକର ପ୍ରାରମ୍ଭରେ ଅବିଭକ୍ତ ବଲାଙ୍ଗୀର ଦେଶର ଦରିଦ୍ରତମ ଜିଲାଗୁଡ଼ିକ ମଧ୍ୟରେ ପରିଗଣିତ ହେଉଥିଲା। ବିଗତ ୨ ଦଶନ୍ଧି ହେଲା ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲାରେ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଥିବା ଦେଖିବାକୁ ମିଳୁଛି। ଏହାସତ୍ତ୍ୱେ ଗ୍ରାମାଞ୍ଚଳରେ ସରକାରୀ ସ୍ତରରେ…

