ରାଜ୍ୟ

ମୁଖ୍ୟ ସଚିବଙ୍କ ସତ୍ୟବାଦୀ ଗସ୍ତ: ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ନେଇ ସମୀକ୍ଷା

ସାକ୍ଷୀଗୋପାଳ,୨୨ା୧୦(ଡି.ଏନ୍‌.ଏ.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫ କୋଟି ଟଙ୍କା ବ୍ୟୟରେ ଐତିହ୍ୟ ବିକାଶ ପ୍ରକଳ୍ପ ଏବଂ ବକୁଳବନରେ ୩୫ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ ଓଡ଼ିଆ…

୩୦ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ଜିଲା ଦାୟିତ୍ୱ ଦେଲେ ରାଜ୍ୟ ସରକାର, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟର ବରିଷ୍ଠ ଆଇଏଏସ ଅଫିସରମାନଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର। ବିଭିନ୍ନ ସରକାରୀ ଯୋଜନା, ପ୍ରକଳ୍ପର ତଦାରଖ, ସାଧାରଣ ଲୋକଙ୍କୁ ଜନସେବା ପ୍ରଦାନ ସହ ସ୍ଥାନୀୟ ସମସ୍ୟାଗୁଡ଼ିକର ସମାଧାନ ନିମନ୍ତେ ଅଫିସରମାନଙ୍କୁ ଦାୟିତ୍ୱ ଦିଆଯାଇଛି। ୩୦ଟି ଜିଲା…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୬,୧୭୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ରାଜଧାନୀରେ ତିଆରି, କଟକରେ ଷ୍ଟକ୍‌

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ରାଜଧାନୀର ପାତ୍ରପଡ଼ା ଶିଳ୍ପାଞ୍ଚଳରେ ଏକ ନକଲି ସସ୍‌ ଫ୍ୟାକ୍ଟ୍ରି ଉପରେ ପୋଲିସ ଶନିବାର ଚଢ଼ାଉ କରି ବିପୁଳ ପରିମାଣର ସସ୍‌ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି। ଅପମିଶ୍ରଣ ପାଇଁ ବ୍ୟବହୃତ ଅନେକ ସାମଗ୍ରୀ ମଧ୍ୟ ଜବତ ହୋଇଛି। ଅନ୍ୟପକ୍ଷରେ…

ଆଖି ବୁଜିଲା ନନ୍ଦନକାନନର ଧଳା ବାଘୁଣୀ ‘ବିଜୟା’

ବାରଙ୍ଗ,୨୨।୧୦(ଡି.ଏନ୍‌.ଏ.): ଆଖି ବୁଜିଲା ନନ୍ଦନକାନନର ଧଳା ବାଘୁଣୀ ‘ବିଜୟା’। ଚିକିତ୍ସାଧୀନ ଅବସ୍ଥାରେ ବାଘୁଣୀ ଆଖି ବୁଜିଛି। ଅସୁସ୍ଥ ଥିବା ଯୋଗୁ ନନ୍ଦନକାନନ ଏବଂ ଓୟୁଏଟିର ସ୍ବତନ୍ତ୍ର ୪ ଜଣିଆ ଡାକ୍ତରୀ ଦଳ ତା’ର ଚିକିତ୍ସା କରୁଥିଲେ। ହେଲେ ତା ଜୀବନ ବଞ୍ଚାଇବାରେ…

ଅକ୍ଟୋବର ୨୫କୁ ସରକାରୀ ଛୁଟି ଘୋଷଣା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଦୀପାବଳିର ପରଦିନ ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟପରାଗ ପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ଦିନକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ତଦନୁଯାୟୀ ଏହି ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି…

ବିଦ୍ୟୁତତାର ସଂସ୍ପର୍ଶରେ ଆସି ୩ ମହିଳା ମୃତ

କେନ୍ଦୁଝର,୨୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଟାଙ୍ଗିରି ଗାଁ ଜୁଆଙ୍ଗସାହିରେ ଶନିବାର ବିଦ୍ୟୁତତାର ଲାଗି ୩ ମହିଳାଙ୍କ ଜୀବନ ଯାଇଛି। ଏକ ଛେଳିକୁ ବଞ୍ଚାଇବାକୁ ଯାଇ ଏହି ମହିଳାମାନେ ବିଦ୍ୟୁତତାର ସଂସ୍ପର୍ଶରେ ଆସି ଯାଇଥିଲେ। ମୃତକମାନେ ହେଲେ ଜୁଆଙ୍ଗ ସାହିର ସାହିର…

ସପ୍ତାହରେ ଥରଟିଏ ଜେଲରେ ପରସ୍ପରକୁ ଭେଟିବେ ଅର୍ଚ୍ଚନା-ଜଗବନ୍ଧୁ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ବର୍ତ୍ତମାନର ଚର୍ଚ୍ଚିତ ଚେହେରା ଅର୍ଚ୍ଚନା ନାଗ ଓ ଜଗବନ୍ଧୁ ଚାନ୍ଦ ଗିରଫ ମାମଲାରେ କୋର୍ଟ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଜେଲ ଭିତରେ ସ୍ବାମୀ-ସ୍ତ୍ରୀ ସପ୍ତାହରେ ଥରଟିଏ ପରସ୍ପରକୁ ଦେଖା ସାକ୍ଷାତ୍‌ କରିପାରିବେ। ଜେଲରେ ପରିବାର ଲୋକଙ୍କ ପାଇଁ ରବିବାର…

ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରାଯାଇ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର…

ମିଠା ଦୋକାନରେ ଅଗ୍ନିକାଣ୍ଡ: ଜଣେ ମୃତ,୨ ଗୁରୁତର

ରାଉରକେଲା ଅଫିସ, ୨୨।୧୦: ରାଉରକେଲା ପାନପୋଷ ଛକରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ ମିଠା ଦୋକାନରେ ନିଆଁ ଲାଗି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତେବେ ଦୋକାନରେ କେମିତି ନିଆଁ ଲାଗିଲା ତାହା…

ଦାନା ବାନ୍ଧୁଛି ବତ୍ୟା: ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ସମୁଦ୍ରରେ ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’ ଦାନା ବାନ୍ଧୁଛି। ଏବେ ଏହା କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଲଘୁଚାପ ରୂପରେ ରହିଛି। ଆଗାମୀ କିଛି ଘଣ୍ଟାରେ ଏହା ଅବପାତ ଓ ପରେ ଗଭୀର ଅବପାତର ରୂପ ନେବ। ଏହାର ପ୍ରଭାବରେ ରାଜ୍ୟରେ…

ଶନିବାରଠୁ ବାଣ ବଜାରରେ ଭିଡ଼

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଆଗକୁ ଦୀପାବଳି ଆସୁଥିବାରୁ ସବୁଠି ବାଣ ଦୋକାନ ଖୋଲିବାରେ ଲାଗିଛି । ତେବେ ବିଳମ୍ବରେ ହେଲେ ମଧ୍ୟ ଭୁବନେଶ୍ୱର ଓ ଏହାର ଉପକଣ୍ଠରେ ପ୍ରାୟ ୩୦ଟି ପଡ଼ିଆରେ ପାଖାପାଖି ୪୫୦ରୁ ଅଧିକ ବାଣ ଦୋକାନ ଖୋଲିଛି। ଶନିବାରଠୁ ୩ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?