କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ: ଚଳନ୍ତା ଟ୍ରାକ୍ଟରୁ ପଡ଼ି ଆଖିବୁଜିଲା ରୋଜଗାରିଆ ପୁଅ
ମୋହନା,୧୦।୫ (ମନ୍ମଥ ମିଶ୍ର ):ଚଳନ୍ତା ଟ୍ରାକ୍ଟରରୁ ପଡ଼ି ଯୁବକ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଡରିଙ୍ଗ ଗାଁ ରେ। ସୂଚନା ପ୍ରକାରେ ଢେପାନାଯୁ ଗାଁର ରବୀନ୍ଦ୍ର କମାର (୨୪) ଶୁକ୍ରବାର ସକାଳ…
ମା’ ରାମଚଣ୍ଡୀଙ୍କୁ ଜମି ଦାନ ଦେଇଥିଲେ ରାଜା, ଭୋଗ କରୁଛନ୍ତି ଜବରଦଖଲକାରୀ, ପାଉଣା ଦେବାର ନାଁ ଧରୁନାହାନ୍ତି
ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୭୩୭ ମସିହାଠାରୁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ମୌଜାରେ ମା’ ରାମଚଣ୍ଡୀ ମନ୍ଦିର ରହିଛି। ଏହାର ରକ୍ଷଣାବେକ୍ଷଣ ପାଇଁ କୁଜଙ୍ଗ ରାଜା ଦାନ ଦେଇଥିଲେ ୨୨୦ ଏକରରୁ ଅଧିକ ଭୂସମ୍ପତ୍ତି। ହେଲେ ଭୋଗ ଦଖଲ…
ପିଚ୍ଛା କଲେ ଗୁଳି ଫୁଟାଇ ଟେକିନେଲେ: ସକାଳୁ ପଡ଼ିଥିଲା ରକ୍ତ ଜୁଡ଼ୁଜୁଡ଼ୁ ମୃତଦେହ
ରାୟଗଡ଼ା,୯।୫(ସୁଜାତା ପାଢ଼ୀ): ରାୟଗଡ଼ା ସହର ଇନ୍ଦିରା ନଗର ୩ୟ ଲାଇନ୍ରେ ଅଜଣା ଦୁର୍ବୃତ୍ତମାନେ ଶନିବାର ରାତିରେ ଗୁଳିକାଣ୍ଡ କରି ରାୟଗଡା ସହରସ୍ଥିତ ରେଲି ସାହିର ଯୁବକ ନିଖିଲ ହାଡ଼ିପାକୁ ଅପହରଣ କରିନେଇଥିଲେ । ପରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି।ନିଖିଲର…
ବାଲିଅନ୍ତା ହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର, ୧୦।୫(ସୁନିତ୍ ମିଶ୍ର): ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ…
ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍ ମିଲ୍, ଧୂପ କାରଖାନା
ବନ୍ତ,୧୦।୫(କିଶୋର କୁମାର ସେଠୀ/ ହରି ନାରାୟଣ ମହାନ୍ତି): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ସର୍ଟ ସର୍କିଟ ଯୋଗୁ ସ୍ଥାନୀୟ ଅଞ୍ଚଳର ଜଣାଶୁଣା ବ୍ୟକ୍ତି ପ୍ରେମାନନ୍ଦ…
ସୀମାନ୍ତ ଗାଁରେ ଜନଗଣନା ବିବାଦ
ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଜନଗଣନା କାର୍ଯ୍ୟ କରାଯାଇ ଘର ନମ୍ବର ଲେଖାଯାଇଥିଲା। ତାହାକୁ ଆନ୍ଧ୍ରପ୍ରଦେଶର…
ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍; ୩ ବ୍ୟକ୍ତି…
ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ବଲାଙ୍ଗିର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଭୁତିଆର୍…
ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା
ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ ଧାନ ଭିଜି ଯାଇଛି। ସେହିପରି କ୍ଷେତରେ ଧାନ ଫସଲ ଜମିରେ ଶୋଇ ପଡିଛି।ଅମଳ…
ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…
ଭୁବନେଶ୍ୱର, ୯।୫(ସୁନିତ୍ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।…
ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…
ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର ରୋଗୀଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ ଡାକ୍ତର ପରାମର୍ଶ ଦେଇଥିବା ବେଳେ…
ପାରଳାଖେମୁଣ୍ଡିରେ ବଢୁଛି ପାଇପ ମିଟର ଚୋରି ଘଟଣା: ସିସିଟିଭିରେ କଏଦ ହେଲା ଚୋରୀ ସମୟର ଦୃଶ୍ୟ, ଚିନ୍ତାରେ…
ପାରଳାଖେମୁଣ୍ଡି, ୯।୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଏବେ ପାଇପ ମିଟର ଚୋରଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘରକୁ ଘର ଲଗାଯାଇଥିବା ପାନୀୟ ଜଳ ମିଟରଗୁଡ଼ିକୁ ଦୁର୍ବୃତ୍ତମାନେ କାଟି ନେଇ…
ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍: ଚାଲିଗଲା ୩ ଜୀବନ
ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍ ଷ୍ଟେଶନ ଓଭର୍ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ ଟ୍ରକ ଦୁଇଟି ବାଇକ୍ ଉପରେ ଚଢ଼ିଯାଇଥିଲା। ଦୁର୍ଘଟଣା ଘଟାଇ ଟ୍ରକଟି ଫେରାର ହୋଇଯାଇଥିବା…

