ଓଡ଼ିଶାକୁ ନାହିଁ ବାତ୍ୟା ଭୟ, ତଥାପି ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆର୍ସି
ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଶୁକ୍ରବାର ସରକାରଙ୍କ ପକ୍ଷରୁ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ । ଏହା ଓଡ଼ିଶା…
ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ
କେନ୍ଦୁଝର,୨୧।୧୦(ସ୍ବ.ପ୍ର.)- ସ୍ତ୍ରୀ ହତ୍ୟା ମାମଲାର ଶୁଣାଣି କରି କେନ୍ଦୁଝର ଜିଲା ଓ ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଶୁକ୍ରବାର ସ୍ତ୍ରୀ ହତ୍ୟାକାରୀ ସଦର ଥାନା ବାୟାପଣ୍ଡାଧର ଗ୍ରାମର ସୁମନ୍ତ ଜୁଆଙ୍ଗ(୪୦)ଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରି କି ୫୦ ହଜାର ଟଙ୍କାର…
ଛାତ୍ରୀଛାତ୍ରଙ୍କ ଅସନ୍ତୋଷ ପରେ ନିଷ୍ପତ୍ତିରୁ ଓହରିଲେ ରେଭେନ୍ସା କର୍ତ୍ତୃପକ୍ଷ
କଟକ ଅଫିସ,୨୧।୧୦: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରମାନେ ଆନ୍ଦୋଳନ କି ହିଂସାତ୍ମକ ଆଚରଣ କରିପାରିବେ ନାହିଁ। ଏ ନେଇ ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଥିଲା। ଛାତ୍ରୀଛାତ୍ରମାନେ ହିଂସାତ୍ମକ ଆଚରଣ ପ୍ରଦର୍ଶନ,ଧାରଣା , କ୍ୟାମ୍ପସ ପରିସରରେ ମାଦକ ଦ୍ରବ୍ୟ…
ବାଣ ଦୋକାନ ଉପରେ ବିଏମ୍ସିର କଡା ନଜର
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ଆଗକୁ ଦୀପାବଳି। ଏହାକୁ ଦୃଷ୍ଟିରେ ରଖି ବାଣ ଦୋକନ ଉପରେ ନଜର ରଖିଛି ବିଏମ୍ସି। ନିର୍ଦ୍ଧାରିତ ସ୍ଥାନ ବ୍ୟତୀତ ଅନ୍ୟସ୍ଥାନରେ ବାଣ ଦୋକାନ ଖୋଲିଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଏମ୍ସି ପକ୍ଷରୁ କୁହାଯାଇଛି। ଏଥିସହ ରାଜଧାନୀର ବିଭିନ୍ନ…
ଏଣିକି ଆନ୍ଦୋଳନ କରିପାରିବେ ନାହିଁ ରେଭେନ୍ସା ଛାତ୍ରୀଛାତ୍ର
କଟକ ଅଫିସ,୨୧ା୧୦: ରେଭେନ୍ସା ଛାତ୍ରୀଛାତ୍ର ଏଣିକି ଆଉ ଆନ୍ଦୋଳନ କରିପାରିବେ ନାହିଁ। ଏପରିକି ଆମରଣ ଅନଶନ କିମ୍ବା ଗେଟ୍ ସମ୍ମୁଖରେ ଆଉ ଧାରଣା ଦେଇପାରିବେ ନାହିଁ ବୋଲି ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏକ ବିଜ୍ଞପ୍ତି ଜାରି କରିଛନ୍ତି। ବିଜ୍ଞପ୍ତିରୁ ପ୍ରକାଶ ଯେ,…
‘ଅଗ୍ନି ପ୍ରାଇମ୍’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୧ା୧୦: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଡିଆରଡିଏ ଅଧିନସ୍ଥ ଅବ୍ଦୁଲ କଲାମ ଦ୍ବୀପରୁ ‘ଅଗ୍ନି ପ୍ରାଇମ୍’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଶୁକ୍ରବାର ପୂର୍ବାହ୍ନ ୯ଟା ୩୦ରେ ‘ଅଗ୍ନି ପ୍ରାଇମ୍’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଭୂପୃଷ୍ଠରୁ ଆକାଶକୁ ନିକ୍ଷେପ କରାଯାଇପାରୁଥିବା…
ଅର୍ଚ୍ଚନାଙ୍କ ସ୍ବାମୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁଙ୍କୁ ଗିରଫ କଲା ପୋଲିସ। ଶୁକ୍ରବାର ଭୁବନେଶ୍ୱରର ସତ୍ୟବିହାର ଘରୁ ପୋଲିସର ଏକ ସ୍ବତନ୍ତ୍ର ଟିମ୍ ଜଗବନ୍ଧୁଙ୍କୁ ଉଠାଇ ନେଇଥିଲା। ବ୍ଲାକ୍ମେଲର ଅର୍ଚ୍ଚନାଙ୍କୁ ଏହି ଘଟଣାରେ ସ୍ବାମୀ ଜଗବନ୍ଧୁ ସାହାର୍ଯ୍ୟ କରୁଥିଲେ ବୋଲି…
ଅର୍ଚ୍ଚନାଙ୍କ ସ୍ବାମୀଙ୍କୁ ଉଠାଇନେଲା ପୋଲିସ
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ନାଗଙ୍କୁ ଭୁବନେଶ୍ୱର କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍ ଉଠାଇ ନେଇଛି। ଅର୍ଚ୍ଚନା ବ୍ଲାକମେଲିଂ ଘଟଣାରେ ତାଙ୍କ ସ୍ବାମୀଙ୍କୁ ମାଷ୍ଟରମାଇଣ୍ଡ କୁହାଯାଉଥିଲା। ତେବେ ସୋମବାର ସକାଳେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇ…
ସୂର୍ଯ୍ୟବଂଶୀଙ୍କ ପାଇଁ ଭୋଟ୍ ମାଗିଲେ ସମୀର
ଧାମନଗର,୨୧।୧୦(ଡି.ଏନ୍.ଏ): ଧାମନଗର ଉପନିର୍ବାଚନ ରଣକ୍ଷେତ୍ରରେ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରଚାର ମଇଦାନରେ ସାମିଲ ହୋଇଛନ୍ତି। ସେ ଗତ ଦୁଇଦିନ ଧରି ଏହି ନିର୍ବାଚନମଣ୍ଡଳୀ ଅଧୀନ ବିଭିନ୍ନ ପଞ୍ଚାୟତ ଗସ୍ତ କରି ଲୋକଙ୍କୁ ଭେଟି ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ…
ଓସିଏ ନିର୍ବାଚନ: ଆଜି ପ୍ରାର୍ଥିପତ୍ର ଦାଖଲ
କଟକ ଅଫିସ,୨୧।୧୦: ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ନିର୍ବାଚନ ଆସନ୍ତା ୨୮ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ତେବେ ନିର୍ବାଚନ ଲାଗି ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରାଯିବ। ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ…
ରାଜ୍ୟ ପୋଲିସ ମୁଖ୍ୟାଳୟରେ ପୋଲିସ ଶହୀଦ ଦିବସ
କଟକ ଅଫିସ,୨୧ା୧୦: ଓଡ଼ିଶା ପୋଲିସର ୬୩ତମ ଶହୀଦ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ରାଜ୍ୟ ପୋଲିସ ମୁଖ୍ୟାଳୟରେ ଏହି ଦିବସ ପାଳନ ଅବସରରେ ପରେଡରେ ପୋଲିସ ଡିଜି ସୁନିଲ ବଂଶଲ ଅଭିବାଦନ ଗ୍ରହଣ କରିଛନ୍ତି। ଶହୀଦ ପୋଲିସଙ୍କ ଅମରଆତ୍ମାକୁ ପୋଲିସ ଡିଜି…
ସୁଧୁରୁଛି କରୋନା ସ୍ଥିତି: ଆଜି ରାଜ୍ୟରୁ ୫୭ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୫୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୭୫୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୪ ଜଣ ଚିହ୍ନଟ ହୋଇଥିବା…

